• Latest
  • Trending
ମହିଳା କ୍ରିକେଟ୍ ବିଶ୍ବକପ୍‌ର ଫାଇନାଲ୍‌- ବ୍ୟାଟିଂ କରୁଛି ଭାରତ

ମହିଳା କ୍ରିକେଟ୍ ବିଶ୍ବକପ୍‌ର ଫାଇନାଲ୍‌- ବ୍ୟାଟିଂ କରୁଛି ଭାରତ

Nov-02-2025 05:30 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ମହିଳା କ୍ରିକେଟ୍ ବିଶ୍ବକପ୍‌ର ଫାଇନାଲ୍‌- ବ୍ୟାଟିଂ କରୁଛି ଭାରତ

by M M
Nov-02-2025 05:30 PM IST
in ଖେଳ
0
ମହିଳା କ୍ରିକେଟ୍ ବିଶ୍ବକପ୍‌ର ଫାଇନାଲ୍‌- ବ୍ୟାଟିଂ କରୁଛି ଭାରତ
491
SHARES
1.4k
VIEWS
Share on FacebookShare on Twitter

ଆଇସିସି ମହିଳା କ୍ରିକେଟ୍ ବିଶ୍ୱକପ୍ ୨୦୨୫ର ଫାଇନାଲ୍ ମୁକାବିଲା ଆଜି ଡି.ୱାଇ. ପାଟିଲ୍ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ହେଉଛି। ଫାଇନାଲ୍‌ରେ  ଭାରତ ଏବଂ ପ୍ରଥମ ଥର ଫାଇନାଲ୍ ଖେଳିବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ମୁହାଁମୁହିଁ ହେଉଛନ୍ତି। ହରମନପ୍ରୀତ୍ କୌରଙ୍କ ଦଳ ନବି ମୁମ୍ବାଇର ଡିୱାଇ ପାଟିଲ ଷ୍ଟାଡିୟମ୍‌ରେ ନୂଆ ଇତିହାସ ରଚିବାର ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଛି। ତୃତୀୟ ଥର ଫାଇନାଲ୍ ଖେଳିବାକୁ ଯାଉଥିବା ଟିମ୍ ଇଣ୍ଡିଆ ଏଥର ବିଜୟୀ ହେବାପାଇଁ ପଡ଼ିଆକୁ ଓହ୍ଲାଇଛି । ଦକ୍ଷିଣ ଆଫ୍ରିକା ବିଜୟୀ ହେଲେ ପ୍ରଥମ ଥର କୌଣସି ବର୍ଗର ବିଶ୍ବକପ୍ ହାସଲ କରିବ। ବର୍ଷା କାରଣରୁ ମ୍ୟାଚ୍ ବିଳମ୍ବ ହେବା ପରେ ଦକ୍ଷିଣ ଆଫ୍ରିକାର ଅଧିନାୟିକା ଲୌରା ୱୋଲଭାର୍ଟ  ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଧିନାୟିକା ହରମନପ୍ରୀତ କୌରଙ୍କ ନେତୃତ୍ୱରେ ଭାରତୀୟ ଦଳର ବ୍ୟାଟିଂ ଶକ୍ତି ଉପରେ ଏବେ ସମସ୍ତଙ୍କ ନଜର ରହିଛି। ସେମିଫାଇନାଲରେ ରେକର୍ଡ ସ୍କୋରକୁ ପିଛା କରି ଚିରପ୍ରତିଦ୍ୱନ୍ଦ୍ୱୀ ଅଷ୍ଟ୍ରେଲିଆକୁ ହରାଇବା ପରେ ଭାରତୀୟ ଦଳର ମନୋବଳ ଦୃଢ଼ ରହିଛି। ସେମି ଫାଇନାଲରେ ଯେଉଁ ଖେଳାଳି ଖେଳୁଥିଲେ ଆଜି ସମାନ ଖେଳାଳି ଖେଳୁଛନ୍ତି । ଭାରତ ବିନା ଉଇକେଟ ହରାଇ 50 ରନ କରିଛି । ସ୍ମୃତି -ସେଫାଳି ବ୍ୟାଟିଂ କରୁଛନ୍ତି ।

ଭାରତ ପୂର୍ବରୁ ୨୦୦୫ ଏବଂ ୨୦୧୭ ମହିଳା ଦିନିକିଆ ବିଶ୍ୱକପ୍ ଫାଇନାଲ୍‌ରେ ପହଞ୍ଚିଥିଲେ ମଧ୍ୟ ଟାଇଟଲ୍ ଜିତିବାରେ ବିଫଳ ହୋଇଥିଲା। ତେଣୁ ଏହା ଭାରତ ପାଇଁ ତୃତୀୟ ସୁଯୋଗ।

ଦକ୍ଷିଣ ଆଫ୍ରିକା ମହିଳା ଟିମ୍ ପାଇଁ ପ୍ରଥମ ବିଶ୍ୱକପ୍ ଫାଇନାଲ୍। ସେମାନେ ସେମିଫାଇନାଲ୍‌ରେ ୪ ଥରର ଚାମ୍ପିୟନ୍ ଇଂଲଣ୍ଡକୁ ବଡ଼ ବ୍ୟବଧାନରେ ହରାଇ ଫାଇନାଲରେ ପ୍ରବେଶ କରିଛନ୍ତି।

ଭାରତ ବ୍ୟାଟିଂରେ ସ୍ମୃତି ମନ୍ଧାନା, ଜେମିମା ରୋଡ୍ରିଗସ୍, ଓ ଅଧିନାୟିକା ହରମନପ୍ରୀତ କୌର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ବୋଲିଂରେ ଦୀପ୍ତି ଶର୍ମା ଏବଂ ରେଣୁକା ସିଂହ ଠାକୁର ଘାତକ ସାବ୍ୟସ୍ତ ହୋଇପାରନ୍ତି।

ଦକ୍ଷିଣ ଆଫ୍ରିକା ଦଳର ଅଧିନାୟିକା ଲୌରା ୱୋଲଭାର୍ଟ (ଟୁର୍ଣ୍ଣାମେଣ୍ଟର ସର୍ବାଧିକ ରନ୍ ସଂଗ୍ରହକାରୀ) ଏବଂ ଅଲରାଉଣ୍ଡର ମାରିଜାନ୍ କାପ୍ପ ଓ କ୍ଲୋ ଟ୍ରୟନ୍ ଙ୍କ ଉପରେ ଦଳ ନିର୍ଭର କରିବ ।

Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 7:28 PM
 
S
Mainly clear
23°C
2.8 m/s
Apparent: 23°C
Pressure: 1018 mb
Humidity: 88%
Winds: 2.8 m/s S
Windgusts: 6.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

February 2, 2026
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom