• Latest
  • Trending
୩ୟ ଟି-୨୦ରେ ଭାରତର ଦମଦାର ବିଜୟ ; ସିରିଜ୍ ଏବେ ୧-୧ ବରାବର

୩ୟ ଟି-୨୦ରେ ଭାରତର ଦମଦାର ବିଜୟ ; ସିରିଜ୍ ଏବେ ୧-୧ ବରାବର

Nov-02-2025 06:23 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

୩ୟ ଟି-୨୦ରେ ଭାରତର ଦମଦାର ବିଜୟ ; ସିରିଜ୍ ଏବେ ୧-୧ ବରାବର

by M M
Nov-02-2025 06:23 PM IST
in ଖେଳ
0
୩ୟ ଟି-୨୦ରେ ଭାରତର ଦମଦାର ବିଜୟ ; ସିରିଜ୍ ଏବେ ୧-୧ ବରାବର
493
SHARES
1.4k
VIEWS
Share on FacebookShare on Twitter

ଭାରତୀୟ ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ଟି-୨୦ ସିରିଜର ତୃତୀୟ ମ୍ୟାଚ୍ ଜିତିଛି।  ଓଭାଲରେ ସୂର୍ଯ୍ୟକୁମାର ଯାଦବଙ୍କ ଦଳ ୫ ୱିକେଟରେ ବିଜୟୀ ହୋଇଛି। ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୬ ୱିକେଟରେ ୧୮୬ ରନ୍ କରିଥିଲା । ଭାରତୀୟ ଦଳ ପାଇଁ, ୱାଶିଂଟନ୍ ସୁନ୍ଦର ଷଷ୍ଠ ନମ୍ବରରେ ଆସି ଅପରାଜିତ ୪୯ ରନ୍ କରିଥିଲେ। ସେ ୨୩ ବଲ୍ ରେ ୩ ଚୌକା ଏବଂ ୪ ଛକା ମାରିଥିଲେ। ସଞ୍ଜୁ ସାମସନଙ୍କ ସ୍ଥାନରେ ଖେଳୁଥିବା ଜିତେଶ ଶର୍ମା ୧୩ ବଲ୍ ସାମ୍ନା କରି ୨୨ ରନ୍ ଯୋଗଦାନ ଦେଇଥିଲେ। ସୁନ୍ଦର ଏବଂ ଜିତେଶ ୨୫ ବଲ୍ ରେ ୪୩ ରନ୍ ର ଅପରାଜିତ ଭାଗୀଦାରି କରିଥିଲେ।

ୱାସିଂଟନ ସୁନ୍ଦରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତୀୟ ଦଳ ଏହି ମ୍ୟାଚ୍ ଜିତି ନେଇଛି  । ଏହି ସିରିଜକୁ ଏବେ ୧-୧ରେ ବରାବର ସ୍ତରକୁ ଆଣିବାରେ ସଫଳ ହୋଇଛି।ଏହି ମ୍ୟାଚ୍‌ରେ ଭାରତ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ୨୦ ଓଭରରେ ୬ ୱିକେଟ ହରାଇ ଭାରତ ସମ୍ମୁଖରେ ୧୮୭ ରନ୍‌ର ବିଜୟ ଲକ୍ଷ୍ୟ ରଖିଥିଲା।ଅଷ୍ଟ୍ରେଲିଆ ଦଳ ପକ୍ଷରୁ ଟିମ୍ ଡେଭିଡ୍ (୭୪ ରନ୍) ଏବଂ ମାର୍କସ ଷ୍ଟୋଇନିସ୍ (୬୪ ରନ୍) ଦମଦାର ବ୍ୟାଟିଂ କରିଥିଲେ। ମାଥ୍ୟୁ ସର୍ଟ ମଧ୍ୟ ୨୬ ରନ୍‌ର ଯୋଗଦାନ ଦେଇଥିଲେ।

ଭାରତ ପକ୍ଷରୁ ଦ୍ରୁତ ବୋଲର ଅର୍ଶଦୀପ ସିଂ ୩ଟି ଓ ସ୍ପିନର ବରୁଣ ଚକ୍ରବର୍ତ୍ତି ୨ଟି ୱିକେଟ ନେଇଥିବାବେଳେ ଶିବମ୍ ଦୁବେଙ୍କୁ ଗୋଟିଏ ସଫଳତା ମିଳିଥିଲା। ଜବାବରେ ଭାରତୀୟ ଦଳ ମାତ୍ର ୧୮.୩ ଓଭରରେ ୫ ୱିକେଟ ହରାଇ ଏହି ବଡ଼ ଲକ୍ଷ୍ୟ ହାସଲ କରିନେଇଥିଲା। ମଧ୍ୟକ୍ରମରେ ବ୍ୟାଟିଂ କରିବାକୁ ଆସିଥିବା ୱାସିଂଟନ ସୁନ୍ଦର ୪୯ ରନ୍‌ର ଏକ ବିସ୍ଫୋରକ ପାଳି ଖେଳି ଦଳକୁ ଜିତାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ତାଙ୍କ ପାଳିରେ ୪ଟି ଛକା ଓ ୩ଟି ଚୌକା ସାମିଲ ଥିଲା। ଅଭିଷେକ ଶର୍ମା ୨୫ ରନ୍ ଏବଂ ଶୁବମନ ଗିଲ୍ ୧୫ ରନ୍ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସୂର୍ଯ୍ୟକୁମାର ଯାଦବ ୨୪ ରନ୍ ଓ ତିଳକ ବର୍ମା ୨୯ ରନ୍ କରିଥିଲେ।

Share197Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 5:52 PM
 
SE
Mainly clear
27°C
1.5 m/s
Apparent: 23°C
Pressure: 1018 mb
Humidity: 88%
Winds: 1.5 m/s SE
Windgusts: 6.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom