• Latest
  • Trending
ବିହାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର

ବିହାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର

Nov-04-2025 09:03 AM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Thursday, March 5, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ବିହାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର

by M M
Nov-04-2025 09:03 AM IST
in ଦେଶ ବିଦେଶ, ରାଜନୀତି
0
ବିହାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର
493
SHARES
1.4k
VIEWS
Share on FacebookShare on Twitter

ବିହାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର  । ଆସନ୍ତା ୬ ତାରିଖରେ ହେବ ଭୋଟ ଏବଂ ୧୪ରେ ଗଣତି । ପ୍ରଥମ ପର୍ଯ୍ୟାୟରେ ୨୪୩ ଆସନରୁ ୧୮ ଜିଲ୍ଲାର ୧୨୧ ଆସନରେ ହେବ ଭୋଟ  । ମଇଦାନରେ ଅଛନ୍ତି ୧ ହଜାର ୩୧୪ ପ୍ରାର୍ଥୀ । ସେମାନଙ୍କ ମଧ୍ୟରେ ୧୩୩ ଜଣ ହେଉଛନ୍ତି ମହିଳା  । ପ୍ରଥମ ପର୍ଯ୍ୟାୟରେ ଦୁଇ ଉପମୁଖ୍ଯମନ୍ତ୍ରୀ ବିଜୟ କୁମାର ସିହ୍ନା ଓ ସମ୍ରାଟ ଚୌଧୁରୀ, ଆରଜେଡି ନେତା ତେଜସ୍ବୀ ଯାଦବ, ଭାଇ ତେଜପ୍ରତାପ ଯାଦବ, ଗାୟିକା ମୈଥିଳୀ ଠାକର, ଗ୍ୟାଙ୍ଗଷ୍ଟର ଶାହାବୁଦ୍ଦିନଙ୍କ ପୁଅ ଓସାମା ସାହାବ, ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ମିଶ୍ରଙ୍କ ପୁଅ ନୀତୀଶ ମିଶ୍ର, ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କ ନାତୁଣୀ ଜାଗ୍ରୁତି ଠାକୁର, ଅଭିନେତା ଖେସାରୀ ଲାଲ ଯାଦବ ପ୍ରମୁଖଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ ।

ଏନଡିଏରେ ହୋଇଥିବା ଆସନ ବୁଝାମଣା ଅନୁସାରେ ପ୍ରଥମ ପର୍ଯ୍ୟାୟ ଲାଗି ଜେଡିୟୁ ୫୭, ବିଜେପି ୪୮ ଓ ଏଲଜିପି(ରାମବିଳାସ) ୧୩ ଆସନରେ ଲଢୁଛନ୍ତି  । ସେହିପରି ମହାଗଠବନ୍ଧନ ପକ୍ଷରୁ ଆରଜେଡି ୭୨, କଂଗ୍ରେସ ୨୪, ସିପିଆଇଏମଏଲ ୧୪ ଆସନରେ ଲଢୁଛନ୍ତି  । ଫେଜ-୧ ନିର୍ବାଚନରେ ପ୍ରାର୍ଥୀଙ୍କ ମଧ୍ୟରୁ ୩୨ପ୍ରତିଶତ ପ୍ରାର୍ଥୀଙ୍କ ନାମରେ ରହିଛି ଅପରାଧିକ ମାମଲା  ।

ଉଭୟ ମେଣ୍ଟର ପ୍ରଚାର ମୁଖ୍ୟତଃ ତିନୋଟି ମୁଖ୍ୟ ପ୍ରସଙ୍ଗ ଉପରେ କେନ୍ଦ୍ରିତ ରହିଛି ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବିଜେପି ଏବଂ ଏନଡିଏ ପୁରୁଣା ‘ଜଙ୍ଗଲରାଜ’ ଏବଂ ‘ପରିବାରବାଦ’ ପ୍ରସଙ୍ଗ ଉପରେ ବିରୋଧୀଙ୍କୁ ଆକ୍ରମଣ କରିଛି। ଏହାର ଉଦ୍ଦେଶ୍ୟ ହେଉଛି ଭୋଟରଙ୍କୁ ପରିବର୍ତ୍ତନର ରାଜନୀତି ବିକାଶ ପ୍ରତି ଆକୃଷ୍ଟ କରିବା। ବିହାରର ଦୀର୍ଘ ଦିନର ଭିତ୍ତିଭୂମି ଓ ପ୍ରାକୃତିକ ସମସ୍ୟାକୁ ସମାଧାନ କରିବାକୁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।  ଏହା ମାଧ୍ୟମରେ ଏନଡିଏ ‘ବିକାଶ’ ଏବଂ ଯୋଜନାର ଲାଭକୁ ନିର୍ବାଚନର କେନ୍ଦ୍ରବିନ୍ଦୁ କରିବାକୁ ଚେଷ୍ଟା କରିଛି।

ଏହି ପର୍ଯ୍ୟାୟରେ ମୋଟ ୧୨୧ଟି ଆସନ ମଧ୍ୟରୁ ଦୁଇ ଉପମୁଖ୍ୟମନ୍ତ୍ରୀ ବିଜୟ କୁମାର ସିହ୍ନା ଓ ସମ୍ରାଟ ଚୌଧୁରୀ ଏବଂ ଆରଜେଡିର ଦୁଇ ଭାଇ ତେଜସ୍ୱୀ ଓ ତେଜପ୍ରତା ଭାଗ୍ୟ ନିର୍ଣ୍ଣୟ ହେବ। ନଭେମ୍ବର ୬ ତାରିଖରେ ଭୋଟ୍ ଗ୍ରହଣ ସମାପ୍ତ ହେବା ପରେ, ରାଜନୈତିକ ଦଳଗୁଡ଼ିକ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ଉପରେ ଧ୍ୟାନ ଦେବେ।

କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଏନଡିଏକୁ ଶାଣିତ ସମାଲୋଚନା କରିଛନ୍ତି। ବିରୋଧୀଙ୍କୁ ଅପମାନ ଦିଆଯାଉଥିବା ଦର୍ଶାଇ ସେ ବିହାରରେ ଏକ ‘ଅପମାନ ମନ୍ତ୍ରାଳୟ’ ପ୍ରତିଷ୍ଠା କରିବାକୁ ବ୍ୟଙ୍ଗ କରିଛନ୍ତି। ଏହା ସହ ରାଜ୍ୟ ସରକାର ଦିଲ୍ଲୀରୁ ‘ରିମୋଟ କଣ୍ଟ୍ରୋଲ’ରେ ଚାଲୁଥିବା ଅଭିଯୋଗ କରି ଏନଡିଏର ଆତ୍ମବିଶ୍ୱାସ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛନ୍ତି।

 

Tags: bihar election
Share197Tweet123
M M

M M

ଆଜିର ପାଗ

Bhubaneswar
March 5, 2026, 5:06 AM
 

NE
Fog
22°C
0.6 m/s
Apparent: 29°C
Pressure: 1010 mb
Humidity: 93%
Winds: 0.6 m/s NE
Windgusts: 9.1 m/s
UV-Index: 0
Precip.: 0mm /0% / Rain
Sunrise: 6:03 AM
Sunset: 5:52 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom