• Latest
  • Trending

ଆଜିଠୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା :ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ

Nov-05-2025 11:44 AM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
ବିଜେପି ନେଲା ୧୬ ସେଟ ପ୍ରାର୍ଥୀପତ୍ର, ଜଣାପଡ଼ିଲା କୁଆଡେ ଯାଉଛି ଅଙ୍କ

ବିଜେପି ନେଲା ୧୬ ସେଟ ପ୍ରାର୍ଥୀପତ୍ର, ଜଣାପଡ଼ିଲା କୁଆଡେ ଯାଉଛି ଅଙ୍କ

Mar-02-2026 07:48 PM IST
କାହିଁକି ବିଦା ହେଲେ ପ୍ରଭାତ, ଖୋଲି କହିଦେଲେ ବୁନୁ

କାହିଁକି ବିଦା ହେଲେ ପ୍ରଭାତ, ଖୋଲି କହିଦେଲେ ବୁନୁ

Mar-02-2026 07:44 PM IST
ରାହୁଲଙ୍କୁ କେମିତି ହତ୍ୟା କଲେ, ଟିକିନିଖି କହିଲେ ତଦନ୍ତ ଅଧିକାରୀ

ରାହୁଲଙ୍କୁ କେମିତି ହତ୍ୟା କଲେ, ଟିକିନିଖି କହିଲେ ତଦନ୍ତ ଅଧିକାରୀ

Mar-02-2026 07:39 PM IST
  • About
  • Careers
  • Contact Us
Tuesday, March 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home Uncategorized

ଆଜିଠୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା :ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ

by M M
Nov-05-2025 11:44 AM IST
in Uncategorized
0
492
SHARES
1.4k
VIEWS
Share on FacebookShare on Twitter

ଆଜିଠୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା। ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍‌ଘାଟନ କରିବେ। ଏହି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି- “ଆ କା ମା ବୈ, ପାନ ଗୁଆ ଥୋଇ ପାନ ଗୁଆ ତୋର, ମାସକ ଧରମ ମୋର” ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟ ଓ ପରମ୍ପରାର ପର୍ବ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ନୌବାଣିଜ୍ୟ ଆମ ପରମ୍ପରା, ସଂସ୍କୃତି ଓ ଗରିମାମୟ ଅତୀତର ପରିଚୟ । ଏହି ପର୍ବ ସମସ୍ତଙ୍କ ମନରେ ନୂଆ ଆଶା ଓ ଉତ୍ସାହ ଭରିଦେଉ ଏହା ହିଁ ମୋର କାମନା ଲେଖି ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି ।

ବାଲିଯାତ୍ରାକୁ ଏଥର ଆକର୍ଷଣୀୟ କରିବା ପାଇଁ ଶ୍ରେୟା ଘୋଷାଲ ଓ ହର୍ଷଦୀପ କୌର ସଂଗୀତ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ‘କଟକ ଇନ୍‌ କଟକ’ରେ ଓଡ଼ିଆ ଭାଷା, ସାହିତ୍ୟ ଥିମ୍‌ରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏଥର ପାଖାପଖି ୧୬୦୦ ଷ୍ଟଲ୍‌ ପଡ଼ିଛି। ଅନ୍ୟପକ୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ କମିସନରେଟ୍‌ ପୁଲିସ ପକ୍ଷରୁ ୫୦ ପ୍ଲାଟୁନ୍‌ ଫୋର୍ସ ଓ ୩୦୦ରୁ ଅଧିକ ଅଫିସର ମୁତୟନ ହେବେ ବୋଲି କମିସନର ଏସ୍‌ ଦେବଦତ୍ତ ସିଂହ ସୂଚନା ଦେଇଛନ୍ତି। ବାଲିଯାତ୍ରାରେ ବିଶ୍ବ ରେକର୍ଡ କରିବା ପାଇଁ ପ୍ରଶାସନ ତିନୋଟି ପଦକ୍ଷେପ ନେଇଛି।

ଶାଳପତ୍ରରେ ୧୦ହଜାର ଗ୍ରିନ୍‌ ବୋଟ୍‌ ତିଆରି କରାଯିବ। ‘କଟକ ଇନ୍‌ କଟକ’ ଭିତରେ ୧ଲକ୍ଷ ବହି ସଂଗ୍ରହ କରି ମାଗଣାରେ ବଣ୍ଟାଯିବ। ବାଲିଯାତ୍ରାକୁ ଆସୁଥିବା ଲୋକମାନଙ୍କର ମତାମତକୁ ସଂଗ୍ରହ କରିବା ପାଇଁ ଷ୍ଟିକିଂ ନୋଟ୍‌ସ ବୋର୍ଡରେ ଲଗାଯିବାକୁ ପ୍ରଶାସନ ବ୍ୟବସ୍ଥା କରିଛି। ସେହିପରି ବାଲିଯାତ୍ରାକୁ ୟୁନେସ୍କୋ ଐତିହ୍ୟ ମେଳାର ମାନ୍ୟତା ଦେବା ପାଇଁ ଏଥର ଇଣ୍ଡୋନେସିଆ ଓ କୋରିଆରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବାକୁ ଟିମ୍‌ ଆସୁଥିଲା ବେଳେ ସେମାନଙ୍କ ପାଇଁ ସ୍ବତନ୍ତ୍ର ପାଭିଲିଅନ୍‌ କରାଯାଇଥିବା ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ସୂଚନା ଦେଇଛନ୍ତି।

Share197Tweet123
M M

M M

ଆଜିର ପାଗ

Bhubaneswar
March 3, 2026, 7:36 PM
 
SSE
Clear sky
28°C
2.8 m/s
Apparent: 29°C
Pressure: 1011 mb
Humidity: 67%
Winds: 2.8 m/s SSE
Windgusts: 7.4 m/s
UV-Index: 0
Precip.: 0mm /0% / Rain
Sunrise: 6:04 AM
Sunset: 5:51 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

March 3, 2026
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

March 3, 2026
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom