• Latest
  • Trending
ଆଜି ଦ୍ୱିତୀୟ ପର୍ଯ୍ୟାୟ ଭୋଟିଙ୍ଗ

ଆଜି ଦ୍ୱିତୀୟ ପର୍ଯ୍ୟାୟ ଭୋଟିଙ୍ଗ

April 26, 2024
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

ବାସବରାଜୁ ଏନକାଉଁଟର,ଦୁଇ ଭାଇ: ଦୁଇ ଭିନ୍ନ ପଥ

May 27, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

May 21, 2025
ଅମଲାତନ୍ତ୍ରରୁ  ନେତାଙ୍କ ଶାସନ ଆରମ୍ଭ

ଅମଲାତନ୍ତ୍ରରୁ ନେତାଙ୍କ ଶାସନ ଆରମ୍ଭ

May 21, 2025
ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

May 20, 2025
୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

May 16, 2025
ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

May 16, 2025
  • About
  • Careers
  • Contact Us
Saturday, June 7, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆଜି ଦ୍ୱିତୀୟ ପର୍ଯ୍ୟାୟ ଭୋଟିଙ୍ଗ

by M M
April 26, 2024
in ବଡ଼ ଖବର
0
ଆଜି ଦ୍ୱିତୀୟ ପର୍ଯ୍ୟାୟ ଭୋଟିଙ୍ଗ
491
SHARES
1.4k
VIEWS
Share on FacebookShare on Twitter

୨୦୨୪ ସାଧାରଣ ନିର୍ବାଚନ ପାଇଁ ଆଜି ପଡ଼ିବ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଦ୍ୱିତୀୟ ପର୍ଯ୍ୟାୟରେ ୧୨ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଂଚଳର ୮୮ଟି ଆସନ ପାଇଁ ମତଦାନ ହେବ । ପାଖାପାଖି ୧୬ କୋଟି ଭୋଟର ୧୨୦୨ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ । ଏମାନଙ୍କ ମଧ୍ୟରୁ ୨୦ରୁ ୨୯ ବର୍ଷ ମଧ୍ୟରେ ୩ ଲକ୍ଷ ୨୩ ହଜାର ଭୋଟର ଅଛନ୍ତି । ସେହିପରି ୧୦୦ ବର୍ଷରୁ ଅଧିକ ବୟସର ଭୋଟରଙ୍କ ସଂଖ୍ୟା ୪୨ହଜାର ୨୨୬ ରହିଛି ।ଦ୍ୱିତୀୟ ପର୍ଯ୍ୟାୟରେ ୩୪ଲକ୍ଷ ୮୦ହଜାର ଭୋଟର ପ୍ରଥମଥର ମତଦାନ କରିବେ । ଏଥିରୁ ୨୦ରୁ ୨୯ ବର୍ଷ ବୟସର ୩ଲକ୍ଷ ୨୩ହଜାର ଭୋଟର ରହିଛନ୍ତି । ସେହିପରି ୮୫ ବର୍ଷରୁ ଅଧିକ ବୟସର ଭୋଟରଙ୍କ ସଙ୍ଖ୍ୟା ୧୪ଲକ୍ଷ ୭୮ ହଜାର ରହିଛି । ଦ୍ୱିତୀୟ ପର୍ଯ୍ୟାୟରେ ୧୨ଶହ ୨ ପ୍ରାର୍ଥୀଙ୍କ ମଧ୍ୟରୁ ୧୦୯୮ ପୁରୁଷ, ୧୦୨ ମହିଳା ଏବଂ ୨ଜଣ ଥାର୍ଡ ଜେଣ୍ଡର ରହିଛନ୍ତି । ଦ୍ୱିତୀୟ ପର୍ଯ୍ୟାୟରେ କେରଳରେ ସମସ୍ତ ୨୦ଟି ଆସନରେ ମତଦାନ ହେବ । ସେହିଭଳି କର୍ଣ୍ଣାଟକର ୧୪, ରାଜସ୍ଥାନର ୧୩, ଉତରପ୍ରଦେଶ ଓ ମହାରାଷ୍ଟ୍ରର ୮ଟି ଲେଖାଏଁ ଆସନରେ ମତଦାନ ଗ୍ରହଣ କରାଯିବ । ମଧ୍ୟପ୍ରଦେଶର ୭, ବିହାର ଓ ଆସାମର ୫ଟି ଲେଖାଏଁ ଆସନ ଏବଂ ପଶ୍ଚିମବଙ୍ଗ ଓ ଛତିଶଗଡ଼ର ୩ଟି ଲେଖାଏଁ ଆସନ ପାଇଁ ହେବ ମତଦାନ । ଏହାବ୍ୟତୀତ ମଣିପୁର, ଜମ୍ମ-କଶ୍ମୀର, ତ୍ରିପୁରା ଓ ଦାଦର ନଗର ହାବେଳିର ଗୋଟିଏ ଲେଖାଏଁ ଆସନରେ ମତଦାନ ହେବ । ମତଦାନ ପାଇଁ ନିର୍ବାଚନ କମିଶନ ପକ୍ଷରୁ ପୂରା ପ୍ରସ୍ତୁତି କରାଯାଇଛି । ୫୦ ପ୍ରତିଶତରୁ ଅଧିକ ମତଦାନ କେନ୍ଦ୍ର ସିସିଟିଭି ନଜରରେ ରହିବ ।

 

 

Tags: newsroom
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

0
ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

0
ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

0
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

Weather

Bhubaneswar
June 7, 2025, 7:58 pm
 

SSW
Partly cloudy
28°C
0.9 m/s
Apparent: 36°C
Pressure: 1004 mb
Humidity: 95%
Winds: 0.9 m/s SSW
Windgusts: 5.5 m/s
UV-Index: 0
Precip.: 5.1mm /45% / Rain
Sunrise: 5:05 am
Sunset: 6:25 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom