• Latest
  • Trending
ନୂଆପଡ଼ାରେ ଜୋରଦାର କ୍ୟାମ୍ପେନିଂ: ଆସନ୍ତାକାଲି ସଂଧ୍ୟାରେ ସରୁଛି ପ୍ରଚାର

ନୂଆପଡ଼ାରେ ଜୋରଦାର କ୍ୟାମ୍ପେନିଂ: ଆସନ୍ତାକାଲି ସଂଧ୍ୟାରେ ସରୁଛି ପ୍ରଚାର

Nov-08-2025 11:24 AM IST
ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

Dec-07-2025 11:11 AM IST
ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

Dec-07-2025 11:07 AM IST

ବିଶାଖାପାଟନମରେ ଭାରତର ଦମଦାର ବିଜୟ

Dec-07-2025 10:19 AM IST
ମୁମ୍ବାଇ ବିମାନବନ୍ଦରରେ ହଙ୍ଗାମା, ଆଫ୍ରିକୀୟ-ଆମେରିକୀୟ ମହିଳାଙ୍କ କ୍ରୋଧର ଭିଡିଓ ଭାଇରାଲ

ମୁମ୍ବାଇ ବିମାନବନ୍ଦରରେ ହଙ୍ଗାମା, ଆଫ୍ରିକୀୟ-ଆମେରିକୀୟ ମହିଳାଙ୍କ କ୍ରୋଧର ଭିଡିଓ ଭାଇରାଲ

Dec-07-2025 08:41 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-07-2025 08:33 AM IST
ବିଭିନ୍ନ ସ୍ଥାନରୁ ଆଜି ମଧ୍ୟ ଇଣ୍ଡିଗୋ ବିମାନ ରଦ୍ଦ: ଯାତ୍ରୀ ହଇରାଣୀ ବଢ଼ିଲା

ବିଭିନ୍ନ ସ୍ଥାନରୁ ଆଜି ମଧ୍ୟ ଇଣ୍ଡିଗୋ ବିମାନ ରଦ୍ଦ: ଯାତ୍ରୀ ହଇରାଣୀ ବଢ଼ିଲା

Dec-06-2025 09:51 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-06-2025 09:46 AM IST
ସୁସ୍ଥ ମୃତ୍ତିକା ହେଉଛି କୃଷିର ଜୀବନରେଖା : କେ ଭି ସିଂହଦେଓ

ସୁସ୍ଥ ମୃତ୍ତିକା ହେଉଛି କୃଷିର ଜୀବନରେଖା : କେ ଭି ସିଂହଦେଓ

Dec-05-2025 05:33 PM IST
ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

Dec-05-2025 01:20 PM IST
ପ୍ରଧାନମନ୍ତ୍ରୀ ମୋଦୀଙ୍କ ଫିଟ୍ ଇଣ୍ଡିଆ ଅଭିଯାନର ବାର୍ତ୍ତା କପିଳାସ ହାଫ୍ ମାରାଥନରେ ପ୍ରତିଧ୍ୱନିତ ହେଉଛି- ଧର୍ମେନ୍ଦ୍ର

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଫିଟ୍ ଇଣ୍ଡିଆ ଅଭିଯାନର ବାର୍ତ୍ତା କପିଳାସ ହାଫ୍ ମାରାଥନରେ ପ୍ରତିଧ୍ୱନିତ ହେଉଛି- ଧର୍ମେନ୍ଦ୍ର

Dec-05-2025 12:48 PM IST
  • About
  • Careers
  • Contact Us
Sunday, December 7, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ନୂଆପଡ଼ାରେ ଜୋରଦାର କ୍ୟାମ୍ପେନିଂ: ଆସନ୍ତାକାଲି ସଂଧ୍ୟାରେ ସରୁଛି ପ୍ରଚାର

by M M
Nov-08-2025 11:24 AM IST
in ବଡ଼ ଖବର, ରାଜନୀତି, ରାଜ୍ୟ
0
ନୂଆପଡ଼ାରେ ଜୋରଦାର କ୍ୟାମ୍ପେନିଂ: ଆସନ୍ତାକାଲି ସଂଧ୍ୟାରେ ସରୁଛି ପ୍ରଚାର
497
SHARES
1.4k
VIEWS
Share on FacebookShare on Twitter

ନୂଆପଡ଼ା ବିଧାନସଭା ଉପ-ନିର୍ବାଚନ ପାଇଁ ପ୍ରଚାରର ଅନ୍ତିମ ପର୍ଯ୍ୟାୟରେ ରାଜନୈତିକ ବାତାବରଣ ସରଗରମ ହୋଇ ଉଠିଛି। ଭୋଟ୍ ଗ୍ରହଣ ପାଇଁ ମାତ୍ର ଦୁଇ ଦିନ (ଆଜି ଓ କାଲି) ବାକି ଥିବାରୁ, ସମସ୍ତ ପ୍ରମୁଖ ଦଳ ଏବଂ ପ୍ରାର୍ଥୀମାନେ ଲୋକଙ୍କ ସମର୍ଥନ ହାସଲ କରିବା ପାଇଁ ପ୍ରାଣମୂର୍ଚ୍ଛା ଉଦ୍ୟମ କରୁଛନ୍ତି।

ନୂଆପଡା ଉପ-ନିର୍ବାଚନରେ ସ୍ୱଚ୍ଛତା ବଜାୟ ରଖିବା ଏବଂ ମତଦାତାମାନଙ୍କ ପାଇଁ ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ପରିବେଶ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶୁକ୍ରବାର ନିର୍ଦେଶାବଳୀ ଜାରି କରିଛନ୍ତି। ମତଦାନ ଶେଷ ହେବାର ୪୮ ଘଣ୍ଟା ପୂର୍ବ ଅବଧି, ଯାହାକୁ ସାଧାରଣତଃ ନୀରବ ଅବଧି ବୋଲି କୁହାଯାଇଥାଏ, ସେହି ନୀରବ ଅବଧି ନେଇ ଜାରି କରାଯାଇଥିବା ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳୀ ସମ୍ପର୍କରେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର. ଏସ. ଗୋପାଳନ(ଭା.ପ୍ର.ସେ) ସାମ୍ବାଦିକ ସମ୍ମିଳନୀରେ ତଥ୍ୟ ଦେଇଛନ୍ତି। ଆସନ୍ତା ୯ ତାରିଖ ଅପରାହ୍ନ ୪ଟା ସୁଦ୍ଧା ବାହାର ଭୋଟରମାନେ ନୂଆପଡ଼ା ଛାଡ଼ନ୍ତୁ ବୋଲି ଗୋପାଳନ କହିଛନ୍ତି। ୪୮ ଘଣ୍ଟା ପୂର୍ବରୁ ନିର୍ବାଚନ ସମ୍ପର୍କିତ କୌଣସି କଣ୍ଟେଣ୍ଟ ପ୍ରସାରଣ ନ କରିବାକୁ ସମସ୍ତ ରାଜନୈତିକ ଦଳକୁ ଅପିଲ କରିଛନ୍ତି।

ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ସ୍ୱତନ୍ତ୍ର ସଚିବ ସୁଶାନ୍ତ କୁମାର ମିଶ୍ର, ଅତିରିକ୍ତ ଶାସନ ସଚିବ ପ୍ରମୋଦ ସାହୁ ଏବଂ ଉପ ମୁଖ୍ୟ ନିର୍ବାଚନ ଅଧିକାରୀ ଡ. ଲକ୍ଷ୍ମୀପ୍ରସାଦ ସାହୁଙ୍କ ଉପସ୍ଥିତ ଥିଲେ। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ମିଡ଼ିଆ ସେଣ୍ଟରରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକଙ୍କୁ ସବିଶେଷ ସୂଚନା ଦେଇଥିଲେ। ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଗୋପାଳନ ନୀରବ ଅବଧି ସମ୍ପର୍କିତ ନିର୍ଦ୍ଦେଶାବଳୀ ସମ୍ପର୍କରେ ସୂଚନା ଦେବା ସହ ସାମ୍ବାଦିକମାନଙ୍କର ନୂଆପଡା ନିର୍ବାଚନ ସମ୍ପର୍କିତ ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥିଲେ।

ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନୂଆପଡ଼ା ଗସ୍ତ କରି ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ ଭୋଟ୍ ଭିକ୍ଷା କରିଥିଲେ। ତାଙ୍କ ରୋଡ୍‌ ସୋ’ ପରେ ଦଳୀୟ କର୍ମୀଙ୍କ ମନୋବଳ ଦୃଢ଼ ହୋଇଛି। କଂଗ୍ରେସ, ବିଜେଡି ଏବଂ ବିଜେପି ପକ୍ଷରୁ ବର୍ତ୍ତମାନ ପାଟ ପଟୁଆର ସହ ସଭା ସମିତି ଏବଂ ଘରକୁ ଘର ବୁଲି ପ୍ରଚାର କାର୍ଯ୍ୟ ଜୋରସୋରରେ ଚାଲିଛି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନାନା ପ୍ରତିଶୃତି ଦିଆଯାଉଛି। ପ୍ରଚାର ଶେଷ ହେବାର ଦିନକ ପରେ, ଅର୍ଥାତ୍ ଆସନ୍ତା ମଙ୍ଗଳବାର, ନଭେମ୍ବର ୧୧ ତାରିଖରେ ନୂଆପଡ଼ା ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ।

Share199Tweet124
M M

M M

ଆଜିର ପାଗ

Bhubaneswar
December 7, 2025, 2:18 PM
 

NNE
Partly cloudy
27°C
1.8 m/s
Apparent: 16°C
Pressure: 1017 mb
Humidity: 76%
Winds: 1.8 m/s NNE
Windgusts: 5.4 m/s
UV-Index: 0
Precip.: 0mm /0% / Rain
Sunrise: 6:09 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

December 7, 2025
ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

December 7, 2025

ବିଶାଖାପାଟନମରେ ଭାରତର ଦମଦାର ବିଜୟ

December 7, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom