• Latest
  • Trending
ଆସନ୍ତାକାଲି ୧୨୨ ଆସନରେ ଭୋଟ୍‌ , ୩.୭ କୋଟି ଭୋଟର ମତାଧିକାର ସାବ୍ୟସ୍ତ କରିବେ

ଆସନ୍ତାକାଲି ୧୨୨ ଆସନରେ ଭୋଟ୍‌ , ୩.୭ କୋଟି ଭୋଟର ମତାଧିକାର ସାବ୍ୟସ୍ତ କରିବେ

Nov-10-2025 03:01 PM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-25-2025 09:36 AM IST
ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

Dec-25-2025 09:20 AM IST
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

Dec-24-2025 09:09 AM IST

ଆଜିଠୁ ଆରମ୍ଭ ହେଉଛି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ,ମଥୁରା ନଗରୀ ସାଜିଛି ବରଗଡ଼

Dec-24-2025 08:57 AM IST
ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

Dec-24-2025 08:43 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-24-2025 08:33 AM IST
ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

Dec-23-2025 03:30 PM IST

ଗ୍ୟାସ୍ ଚାମ୍ବର ପାଲଟିଛି ଦିଲ୍ଲୀ, ବିପଦ ସଙ୍କେତ ଦେଉଛି ଭୁବନେଶ୍ୱର

Dec-23-2025 02:10 PM IST
ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

Dec-23-2025 09:22 AM IST
କ’ଣ କହୁଛି ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ଭାଗ୍ୟ

Dec-23-2025 09:04 AM IST
  • About
  • Careers
  • Contact Us
Thursday, December 25, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଆସନ୍ତାକାଲି ୧୨୨ ଆସନରେ ଭୋଟ୍‌ , ୩.୭ କୋଟି ଭୋଟର ମତାଧିକାର ସାବ୍ୟସ୍ତ କରିବେ

by M M
Nov-10-2025 03:01 PM IST
in ଦେଶ ବିଦେଶ
0
ଆସନ୍ତାକାଲି ୧୨୨ ଆସନରେ ଭୋଟ୍‌ , ୩.୭ କୋଟି ଭୋଟର ମତାଧିକାର ସାବ୍ୟସ୍ତ କରିବେ
491
SHARES
1.4k
VIEWS
Share on FacebookShare on Twitter

ବିହାର ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୨୦ଟି ଜିଲ୍ଲାର ୧୨୨ଟି ଆସନରେ ମତଦାନ ହେବାକୁ ଯାଉଛି। ପ୍ରଥମ ପର୍ଯ୍ୟାୟରେ ୧୮ଟି ଜିଲ୍ଲାର ୧୨୧ଟି ଆସନରେ ମତଦାନ ହୋଇଥିଲା।

୩.୭ କୋଟିରୁ ଅଧିକ ଭୋଟର ୧,୩୦୨ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଏହି ପର୍ଯ୍ୟାୟରେ ଏନଡିଏ ଏବଂ ମହାଗଠବନ୍ଧନ  ଉଭୟଙ୍କ ପାଇଁ ଏକ କଡ଼ା ଲଢ଼େଇ ଦେଖିବାକୁ ମିଳିଛି।

ପ୍ରଚାରର ଶେଷ ଦିନରେ ଏନଡିଏ ପକ୍ଷରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପ୍ରମୁଖ ସଭାଗୁଡ଼ିକୁ ସମ୍ବୋଧିତ କରି ‘ମହାଗଠବନ୍ଧନ’ର ଆଭ୍ୟନ୍ତରୀଣ କନ୍ଦଳକୁ ତୀବ୍ର ଟାର୍ଗେଟ କରିଥିଲେ। ଅନ୍ୟପକ୍ଷରେ, ମହାଗଠବନ୍ଧନର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତେଜସ୍ୱୀ ଯାଦବ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବେକାରୀ ଏବଂ ବିକାଶ ପ୍ରସଙ୍ଗ ଉଠାଇ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରିଥିଲେ।

ନିର୍ବାଚନ କମିଶନଙ୍କ ଦ୍ୱାରା ୪୫,୩୯୯ରୁ ଅଧିକ ପୋଲିଂ ଷ୍ଟେସନ୍ ସ୍ଥାପନ କରାଯାଇଛି ଏବଂ ଶାନ୍ତିପୂର୍ଣ୍ଣ ମତଦାନ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସମସ୍ତ ୨୪୩ଟି ଆସନର ଭୋଟ୍ ଗଣନା ଆସନ୍ତା ନଭେମ୍ବର ୧୪ ତାରିଖରେ ହେବ। ବିହାରର ଜନତା କାହାକୁ କ୍ଷମତାକୁ ଫେରାଇ ଆଣୁଛନ୍ତି, ତାହା ମଙ୍ଗଳବାରର ମତଦାନ ପରେ ସ୍ପଷ୍ଟ ହେବ।

ଦ୍ବିତୀୟ ପର୍ଯ୍ୟାୟରେ,  ୧୩୬ (ପ୍ରାୟ ୧୦ ପ୍ରତିଶତ) ମହିଳା ଅଛନ୍ତି। ୪୫,୩୯୯ଟି କେନ୍ଦ୍ରରେ ମତଦାନ ହେବ ଏବଂ ଯୋଗ୍ୟ ଭୋଟରଙ୍କ ସଂଖ୍ୟା ୩.୭୦ କୋଟି ରହିଛି, ଯେଉଁଥିରେ ୧.୯୫ କୋଟି ପୁରୁଷ ଓ ୧.୭୪ କୋଟି ମହିଳା ଅଛନ୍ତି। ୨୦୨୦ ନିର୍ବାଚନରେ ଏହି ୧୨୨ଟି ଆସନରୁ ବିଜେପି ୪୨ଟି ଆସନରେ ବିଜୟୀ ହୋଇଥିବା ବେଳେ ଆର୍‌ଜେଡି ୩୩ଟି, ଜେଡିୟୁ ୨୦ଟି, କଂଗ୍ରେସ ୧୧ ଓ ବାମପନ୍ଥୀ ୫ଟି ଆସନରେ ବିଜୟୀ ହୋଇଥିଲା। ୨୦୧୫ ନିର୍ବାଚନରେ ଯେତେବେଳେ ଜେଡିୟୁ ଓ ଆର୍‌ଜେଡି ସହଯୋଗୀ ଥିଲେ, ସେତେବେଳେ  ଏହି ୧୨୨ଟି ଆସନରୁ ସେମାନେ ୮୦ଟିରେ ଜିତିଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
December 25, 2025, 11:06 AM
 

ENE
Mainly clear
23°C
3 m/s
Apparent: 19°C
Pressure: 1014 mb
Humidity: 97%
Winds: 3 m/s ENE
Windgusts: 7.1 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:13 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

December 25, 2025
ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

December 25, 2025
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

December 24, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom