• Latest
  • Trending
ଆଜି ନୂଆପଡ଼ା ଭାଗ୍ୟ ପରୀକ୍ଷା

ଆଜି ନୂଆପଡ଼ା ଭାଗ୍ୟ ପରୀକ୍ଷା

Nov-11-2025 07:48 AM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆଜି ନୂଆପଡ଼ା ଭାଗ୍ୟ ପରୀକ୍ଷା

ବିଜେପି, ବିଜେଡ଼ି ଓ କଂଗ୍ରେସ ତିନି ପ୍ରମୁଖ ଦଳ ଭିତରେ ନିର୍ଣ୍ଣାୟକ ଲଢ଼େଇ

by M M
Nov-11-2025 07:48 AM IST
in ବଡ଼ ଖବର, ରାଜନୀତି, ରାଜ୍ୟ
0
ଆଜି ନୂଆପଡ଼ା ଭାଗ୍ୟ ପରୀକ୍ଷା
491
SHARES
1.4k
VIEWS
Share on FacebookShare on Twitter

୧୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ମତଦାତା। ନୂଆପଡ଼ା ଓ କୋମନା ବ୍ଲକ ସମେତ ନୂଆପଡ଼ା ଓ ଖରିଆର ରୋଡ଼ ଏନଏସିରେ ୩୫୮ଟି ମତଦାନ କେନ୍ଦ୍ର କରାଯାଇଛି । ସକାଳୁ ମତଦାନ ଆରମ୍ଭ ହୋଇଛି।

ନୂଆପଡ଼ାରେ ବିଜେପି, ବିଜେଡ଼ି ଓ କଂଗ୍ରେସ ତିନି ପ୍ରମୁଖ ଦଳ ଭିତରେ ନିର୍ଣ୍ଣାୟକ ଲଢ଼େଇ । ଶାସକ ଦଳ ବିଜେପିରୁ ଜୟ ଢୋଲକିଆ, ବିଜେଡ଼ିରୁ ସ୍ନେହାଙ୍ଗିନୀ ଛୁରିଆ ଓ କଂଗ୍ରେସରୁ ଘାସିରାମ ମାଝିଙ୍କ ମଧ୍ୟରେ କଡ଼ା ଟକ୍କର ହେଉଛି । ଏହା ବ୍ୟତୀତ ସମାଜବାଦୀ ପାର୍ଟିରୁ ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିରୁ ହେମନ୍ତ ତାଣ୍ଡି, ଓଡ଼ିଶା ଜନତା ଦଳରୁ ଶୁକଧର ଦଣ୍ଡସେନା, ସ୍ୱାଧୀନ ପ୍ରାର୍ଥୀ ଭାବେ ଭକ୍ତବନ୍ଧୁ ଧରୁଆ, ନୀତା ବାଗ, ଇଂ ଚକ୍ରାନ୍ତ ଜେନା, ଆଶ୍ରୟ ମହାନନ୍ଦ, ଭୁବନଲାଲ ସାହୁ, ଲୋଚନ ମାଝି, କିଶୋର କୁମାର ବାଗ, ଲକ୍ଷ୍ମୀକାନ୍ତ ତାଣ୍ଡି ପ୍ରମୁଖ ଲଢ଼େଇ ମଇଦାନରେ ଓହ୍ଲାଇଛନ୍ତି ।

ସୂଚନା ଅନୁଯାୟୀ, ସକାଳ ସାଢ଼େ ୫ଟାରୁ ମକ୍‌ ପୋଲ୍‌ ଆରମ୍ଭ ହୋଇଥିଲା । ମକ୍‌ ପୋଲ୍‌ ପରେ ୭ଟାରୁ ମତଦାନ ଚାଲିଛି। । ସୁନାବେଡ଼ାର ୮ଟି ଉତ୍ତେଜନାପ୍ରବଣ ବୁଥରେ  ଅପରାହ୍ନ ୪ଟାରେ ସରିବ ମତଦାନ । ଅନ୍ୟ ବୁଥ୍‌ମାନଙ୍କରେ  ଅପରାହ୍ନ ୫ଟା ପର୍ଯ୍ୟନ୍ତ ମତଦାନ । ସମୟ ସରିବା ପୂର୍ବରୁ  ଯେଉଁମାନେ ଧାଡ଼ିରେ ଥିବେ ଭୋଟ୍‌ ଦେଇପାରିବେ । ଇଭିଏମରେ  ତ୍ରୁଟି ସାମ୍ନାକୁ ଆସିଲେ ସଙ୍ଗେ ସଙ୍ଗେ ରିଜର୍ଭ ରୁମରୁ ଆସିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଆର ଏସ୍‌ ଗୋପାଳନ  କହିଛନ୍ତି । ତେବେ ନୂଆପଡ଼ା ନିର୍ବାଚନ ମଣ୍ଡଳୀର ୨ ଲକ୍ଷ  ୫୩ ହଜାର ୬୨୪ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ  କରିବେ ।

ନୂଆପଡ଼ା ବିଧାନସଭା ନୂଆପଡ଼ା ଓ କୋମନା  ବ୍ଲକ ସମେତ ଖରିଆରରୋଡ଼ ଓ ନୂଆପଡ଼ା ଏନଏସିକୁ ନେଇ  ଗଠିତ । କୋମନା ବ୍ଲକର ୩୨ଟି ଓ ନୂଆପଡ଼ା ବ୍ଲକର ୩୧ଟି  ପଞ୍ଚାୟତ ସମେତ ଖରିଆର ରୋଡ଼ ଏନଏସିରେ ୧୯ଟି ଓ  ନୂଆପଡ଼ା ଏନଏସିରେ ୧୪ଟି ୱାର୍ଡ଼ ରହିଛି । ସମୁଦାୟ ୩୫୮ଟି  ମତଦାନ କେନ୍ଦ୍ରରୁ ନୂଆପଡ଼ା ଏନଏସିରେ ୧୭ଟି, ଖରିଆର  ରୋଡ଼ ଏନଏସିରେ ୧୯ଟି, ନୂଆପଡ଼ା ବ୍ଲକରେ ୧୫୭ ଓ କୋମନା  ବ୍ଲକରେ ୧୬୫ଟି ବୁଥ୍‌ କରାଯାଇଛି । ୧ଲକ୍ଷ ୨୪ ହଜାର ୫୪୪  ଜଣ ପୁରୁଷ ଭୋଟର୍‌ ଥିବାବେଳେ ୧ ଲକ୍ଷ ୨୯ ହଜାର ୯୩୨  ମହିଳା ଓ ୨୧ ଜଣ ତୃତୀୟ ଲିଙ୍ଗ ମତଦାତା ରହିଛନ୍ତି ।  ମତଦାନ ପାଇଁ ଜିଲ୍ଲା ପ୍ରଶାସନ ବ୍ୟାପକ ବ୍ୟବସ୍ଥା ଗ୍ରହଣ  କରାଯାଇଛି । ୩୯୬ଟି ପୁଲିଂ ପାର୍ଟିରେ ୧୫୮୪ ଜଣ କର୍ମଚାରୀ  ନିୟୋଜିତ ହୋଇଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 5:26 PM
 

E
Mainly clear
27°C
1.2 m/s
Apparent: 23°C
Pressure: 1018 mb
Humidity: 88%
Winds: 1.2 m/s E
Windgusts: 6.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom