• Latest
  • Trending
ପିପିଲି ଟୋଲ୍ ଗେଟ୍ ରେ ପୋଲିସର କଡା ଚେକିଂ

ପିପିଲି ଟୋଲ୍ ଗେଟ୍ ରେ ପୋଲିସର କଡା ଚେକିଂ

Nov-11-2025 09:53 AM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ପିପିଲି ଟୋଲ୍ ଗେଟ୍ ରେ ପୋଲିସର କଡା ଚେକିଂ

by M M
Nov-11-2025 09:53 AM IST
in ରାଜ୍ୟ
0
ପିପିଲି ଟୋଲ୍ ଗେଟ୍ ରେ ପୋଲିସର କଡା ଚେକିଂ
495
SHARES
1.4k
VIEWS
Share on FacebookShare on Twitter

ଦିଲ୍ଲୀ ବିସ୍ଫୋରଣ ଘଟଣାରେ ପ୍ରଥମେ ୯ଜଣଙ୍କ ମୃତ୍ୟୁ ‌ହୋଇଥିବା ବେଳେ ଏହି ସଂଖ୍ୟା ଏବେ ବଢ଼ି ୧୨ରେ ପହଞ୍ଚିଛି। ଦିଲ୍ଲୀ ପୁଲିସ ଏହା ନିଶ୍ଚିତ କରିଛି। ସୋମବାର ସନ୍ଧ୍ୟା ପ୍ରାୟ ୬:୫୦ ସମୟରେ ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେସନର ଗେଟ୍ ନମ୍ବର ୧ ନିକଟରେ ଏକ ବଡ଼ ବିସ୍ଫୋରଣ ହୋଇଥିଲା। ଏକ ହୁଣ୍ଡାଇ ଆଇ୨୦ କାରରେ ହଠାତ୍ ବିସ୍ଫୋରଣ ହେବାରୁ ନିଆଁ ଶୀଘ୍ର ବ୍ୟାପି ଯାଇ ପାଖରେ ଥିବା ୬ଟି କାର ଏବଂ ଅନେକ ଅଟୋରିକ୍ସାକୁ ପୋଡ଼ି ଦେଇଥିଲା।

ଦିଲ୍ଲୀ ରେ ବିସ୍ପୋରଣ ପରେ ପୁରୀ କୁ ହାଇ ଆଲର୍ଟ କରିଛନ୍ତି ପ୍ରଶାସନ। ପୁରୀ ଜଗନ୍ନାଥ ମନ୍ଦିର, କୋଣାର୍କ ମନ୍ଦିର କୁ କଡା  ସୁରକ୍ଷା ବଳୟ ଭିତରେ ରଖା ଯାଇଛି ।  ସେହିପରି ପୁରୀ ର ପ୍ରବେଶ ପଥ ପିପିଲି ଟୋଲ ଗେଟ ନିକଟରେ ରାତି ତମାମ କଡା ଚେକିଂ କରୁଛି ପିପିଲି ପୋଲିସ! ପିପିଲି ଥାନା ଅଧିକାରୀ ସୋମେନ୍ଦ୍ର ଶେଖର ତ୍ରିପାଠୀ ଙ୍କ ନେତୃତ୍ୱ ରେ ବନ୍ଧୁକଧାରୀ ପୋଲିସ ପୁରୀ କୁ ଆସୁଥିବା କାର ଓ ଯାନବାହନ କୁ କଡା  ଚେକିଙ୍ଗ କରୁଛନ୍ତି ।

ସେପଟେ ପର୍ଯ୍ୟଟକଙ୍କ ପାଇଁ ନଭେମ୍ବର ୧୧ ​ରୁ ୧୩ନଭେମ୍ବର ପର୍ଯ୍ୟନ୍ତ ବନ୍ଦ ରହିବ ଲାଲକିଲ୍ଲା । ସୋମବାର ସନ୍ଧ୍ୟାରେ ଐତିହାସିକ ସ୍ମାରକୀ ନିକଟରେ ଘଟିଥିବା କାର ବିସ୍ଫୋରଣ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ‌ବିସ୍ଫୋରଣରେ ୯ଜଣଙ୍କର ମୃତ୍ୟୁ ଏବଂ ୨୦ରୁ ଅଧିକ ଆହତ ହୋଇଥିଲେ।

Share198Tweet124
M M

M M

ଆଜିର ପାଗ

Bhubaneswar
February 2, 2026, 7:00 PM
 

S
Mainly clear
24°C
3.2 m/s
Apparent: 23°C
Pressure: 1018 mb
Humidity: 88%
Winds: 3.2 m/s S
Windgusts: 6.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom