• Latest
  • Trending
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-13-2025 01:26 PM IST
odisha.newsroom.in

ତାମିଲନାଡୁରେ ‘ବିଜୟ’ ସରକାର…୧୧୮ ବିଧାୟକଙ୍କ ସମର୍ଥନ ମାଗିଲେ ରାଜ୍ୟପାଳ…

May-06-2026 06:03 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
odisha.newsroom.in

ମହୁ ସଂଗ୍ରହ କରିବାକୁ ପଥର ଖୋଲରେ ମୁଣ୍ଡ ପୂରାଇଦେଲେ ନାବାଳକ …କାଢ଼ିବାକୁ ଅଗ୍ନିଶମବାହିନୀ ନାକେଦମ

May-06-2026 03:58 PM IST
odisha.newsroom.in

TVK ମୁଖ୍ୟ ବିଜୟଙ୍କ ଗାଡ଼ି ନମ୍ବର TN 07 CM 2026…କଣ ରହସ୍ୟ ?

May-06-2026 12:24 PM IST
odisha.newsroom.in

ଏବେ ବି ନିଜ ଜିଦରେ ଅଟଳ ମମତା…ଜାଣନ୍ତୁ ବେଙ୍ଗଲରେ ଆଗକୁ କଣ ହେବ ?

May-06-2026 11:34 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କୁ କଂଗ୍ରେସର ସମର୍ଥନ: ଜାଣନ୍ତୁ କଣ ରଖିଲା ସର୍ତ୍ତ

May-06-2026 10:49 AM IST
odisha.newsroom.in

ମଝି ଆକାଶରେ ଆତଙ୍କ: ଇଣ୍ଡିଗୋ ବିମାନ ଭିତରେ ଫାଟିଲା ପାୱାରବ୍ୟାଙ୍କ

May-06-2026 10:17 AM IST
Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

May-06-2026 09:50 AM IST
odisha.newsroom.in

“ଇସ୍ତଫା ଦେବାର ପ୍ରଶ୍ନ ଉଠୁନି, ମୁଁ ନିର୍ବାଚନ ହାରିନି”…ପରାଜୟ ପରେ ମମତାଙ୍କ ବଡ଼ ବୟାନ…

May-05-2026 05:43 PM IST
odisha.newsroom.in

ଶେଷ ହେଲା ମମତାଙ୍କ ‘ଆଳୁ ପଲିଟିକ୍ସ’: ଓଡ଼ିଶାକୁ ଏବେ ସହଜରେ ଆସିବ ପଶ୍ଚିମବଙ୍ଗ ଆଳୁ

May-05-2026 04:07 PM IST
  • About
  • Careers
  • Contact Us
Wednesday, May 6, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ ରହିଛି ଆଜିର ରାଶିଫଳ

by M M
Nov-13-2025 01:26 PM IST
in ଆପଣଙ୍କ ଭାଗ୍ୟ
0
କ’ଣ ରହିଛି ଆଜିର ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ: ବେପାରରେ ଯୋଜନାବଦ୍ଧ ରୂପେ କାମ କରିବେ। ଦୀର୍ଘ ଦିନରୁ ଘରେ ଲାଗି ରହିଥିବା ସମସ୍ୟାର ସମାଧାନ ବାହାରିବ। କୌଣସି ବନ୍ଧୁ ଠାରୁ ଭଲ ଖବର ପାଇବେ।

ବୃଷ: ପରିବାରରେ ଆନନ୍ଦ ଉଲ୍ଲାସର ବାତାବରଣ ରହିବ। ଆତ୍ମବିଶ୍ବାସ ବଳରେ ବହୁତ କିଛି କରିପାରିବେ। ବିଦ୍ୟାର୍ଥୀଙ୍କୁ ଲକ୍ଷ୍ୟ ହାସଲ ପାଇଁ ଶିକ୍ଷକଙ୍କର ପୂରା ସହଯୋଗ ମିଳିବ। ‌

ମିଥୁନ: କିଣାବିକାରେ ସାବଧାନତା ଅବଲମ୍ବନ କରନ୍ତୁ। ଆପଣଙ୍କ ଠାରୁ କୌଣସି ମାମଲାରେ କେହି ପରାମର୍ଶ ନେଇ ପାରନ୍ତି। ପାରିବାରିକ ଜୀବନ ଉତ୍ସବମୁଖର ହେବ।

କର୍କଟ: ବନ୍ଧୁ ଠାରୁ ଭଲ ପରାମର୍ଶ ପାଇବେ। ଅଜଣା ବ୍ୟକ୍ତିଙ୍କ ଉପରେ ଭରସା ନକଲେ ଭଲ ହେବ। ଧନ୍ଦାମୂଳକ ବିଦ୍ୟା ଅଧ୍ୟୟନ କରୁଥିବା ଛାତ୍ର କିଛି ନୂଆ ଶିଖିବେ।

ସିଂହ: ଆପଣଙ୍କ ଭିତରେ ଅତ୍ୟଧିକ ଆତ୍ମବିଶ୍ବାସ ରହିବ। ନୂଆ କାମ ଆରମ୍ଭ କରିବା ଲାଗି ଯୋଜନା କରିବେ। ଜୀବନସାଥୀଙ୍କ ଭାବନାକୁ ବୁଝିବା ପାଇଁ ସବୁ ପ୍ରକାର ପ୍ରୟାସ କରିବେ।

କନ୍ୟା: ସଠିକ୍‌ ଯୋଜନା କ୍ୟାରିଅରରେ ପରିବର୍ତ୍ତନ ଆଣିବ। ଲୋକଙ୍କ ପ୍ରତି ବ୍ୟବହାର ଆପଣଙ୍କୁ ଲୋକପ୍ରିୟ କରିଦେବ। ଚାକିରିଆଙ୍କ ଲାଗି ଦିନଟି ଭଲ।

ତୁଳା: ବ୍ୟବସାୟ କାମରେ ବଡ଼ ସହରକୁ ଯାଇପାରନ୍ତି। ବନ୍ଧୁଙ୍କୁ କୌଣସି ସମସ୍ୟା କହିବେ। ଗ୍ରାଫିକ ଡିଜାଇନରଙ୍କ ଲାଗି ଦିନଟି ଲାଭଦାୟକ ରହିବ। ଦରମା ବୃଦ୍ଧିର ଖବର ପାଇବେ। ‌

ବିଛା: ବାପାମାଆଙ୍କ ସହ ବୁଲିଯିବାର ଯୋଜନା କରିବେ। ଆପଣଙ୍କର ନୂଆ କୌଶଳ ବ୍ୟବସାୟକୁ ଆଗକୁ ବଢ଼ାଇବ। ବନ୍ଧୁ ସହ ସିନେମା ଦେଖିବେ।

ଧନୁ: ବାକିଥିବା କାମ ସମାପ୍ତ କରିବାରେ ସଫଳ ହେବେ। ଜମିରେ ନିବେଶ ପାଇଁ ଭଲ ଦିନଟିଏ। ପ୍ରିୟଜନଙ୍କ ସହ ରାତ୍ରିଭୋଜନର ଯୋଜନା କରିବେ।

ମକର: କୌଣସି ଭଲ ଖବର ପାଇବେ। ଜୀବନସାଥୀର ସହଯୋଗ ମିଳିବ। ଆପଣ ପରିଶ୍ରମ ଅନୁସାରେ ଲାଭ ପାଇବେ। ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ।

କୁମ୍ଭ: ପାରିବାରିକ ଜୀବନ ସୁଖକର ହେବ। ସମାଜରେ ଆପଣଙ୍କର ଲୋକପ୍ରିୟତା ବଢ଼ିବ। ଘରର ଆର୍ଥିକ ସମସ୍ୟାର ସମାଧାନ ହେବ। ‌ବେକାରଙ୍କୁ ରୋଜଗାରର ମଉକା ମିଳିବ।

ମୀନ: କ୍ୟାରିଅରରେ ଭଲ ପରିଣାମ ମିଳିବାର ଯୋଗ ଅଛି। ବନ୍ଧୁ ସହ କୌଣସି କଥାକୁ ନେଇ ଯୁକ୍ତିତର୍କ ହୋଇପାରେ। ଦାମ୍ପତ୍ୟ ଜୀବନରେ ଶାନ୍ତି ବଜାୟ ରହିବ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 6, 2026, 9:43 PM
 

SSW
Clear sky
27°C
3.3 m/s
Apparent: 30°C
Pressure: 1009 mb
Humidity: 94%
Winds: 3.3 m/s SSW
Windgusts: 9.1 m/s
UV-Index: 0
Precip.: 0mm /55% / Rain
Sunrise: 5:14 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom