• Latest
  • Trending

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
odisha.newsroom.in

ତାମିଲନାଡୁରେ ‘ବିଜୟ’ ସରକାର…୧୧୮ ବିଧାୟକଙ୍କ ସମର୍ଥନ ମାଗିଲେ ରାଜ୍ୟପାଳ…

May-06-2026 06:03 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
odisha.newsroom.in

ମହୁ ସଂଗ୍ରହ କରିବାକୁ ପଥର ଖୋଲରେ ମୁଣ୍ଡ ପୂରାଇଦେଲେ ନାବାଳକ …କାଢ଼ିବାକୁ ଅଗ୍ନିଶମବାହିନୀ ନାକେଦମ

May-06-2026 03:58 PM IST
odisha.newsroom.in

TVK ମୁଖ୍ୟ ବିଜୟଙ୍କ ଗାଡ଼ି ନମ୍ବର TN 07 CM 2026…କଣ ରହସ୍ୟ ?

May-06-2026 12:24 PM IST
odisha.newsroom.in

ଏବେ ବି ନିଜ ଜିଦରେ ଅଟଳ ମମତା…ଜାଣନ୍ତୁ ବେଙ୍ଗଲରେ ଆଗକୁ କଣ ହେବ ?

May-06-2026 11:34 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କୁ କଂଗ୍ରେସର ସମର୍ଥନ: ଜାଣନ୍ତୁ କଣ ରଖିଲା ସର୍ତ୍ତ

May-06-2026 10:49 AM IST
odisha.newsroom.in

ମଝି ଆକାଶରେ ଆତଙ୍କ: ଇଣ୍ଡିଗୋ ବିମାନ ଭିତରେ ଫାଟିଲା ପାୱାରବ୍ୟାଙ୍କ

May-06-2026 10:17 AM IST
Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

May-06-2026 09:50 AM IST
odisha.newsroom.in

“ଇସ୍ତଫା ଦେବାର ପ୍ରଶ୍ନ ଉଠୁନି, ମୁଁ ନିର୍ବାଚନ ହାରିନି”…ପରାଜୟ ପରେ ମମତାଙ୍କ ବଡ଼ ବୟାନ…

May-05-2026 05:43 PM IST
odisha.newsroom.in

ଶେଷ ହେଲା ମମତାଙ୍କ ‘ଆଳୁ ପଲିଟିକ୍ସ’: ଓଡ଼ିଶାକୁ ଏବେ ସହଜରେ ଆସିବ ପଶ୍ଚିମବଙ୍ଗ ଆଳୁ

May-05-2026 04:07 PM IST
  • About
  • Careers
  • Contact Us
Wednesday, May 6, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆଜିର ରାଶିଫଳ

by M M
Nov-16-2025 10:01 AM IST
in ଆପଣଙ୍କ ଭାଗ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ମେଷ: ନିଜର କାର୍ଯ୍ୟ ଭଲ କରିବା ଲାଗି ପ୍ରୟାସ କରିବେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। କାରବାରରେ ନିକଟ ସଂପର୍କିୟଙ୍କ ଠାରୁ ପରାମର୍ଶ ନିଅନ୍ତୁ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ।

ବୃଷ: ଭାବିଥିବା କାମ ସଂପୂର୍ଣ୍ଣ ହେବ। ‌ବନ୍ଧୁବର୍ଗର ସହଯୋଗ ପାଇବେ। ଅଚାନକ କୌଣସି ଉତ୍ସରୁ ଧନଲାଭ ହେବ। ବଡ଼ ଅଧିକାରୀଙ୍କ ସହ ସାକ୍ଷାତ ସଫଳ ରହିବ।

ମିଥୁନ: ଅଫିସରେ ଅଧିକ କାମ କରିବା ଯୋଗୁଁ ଘରେ ବିଳମ୍ବରେ ପହଞ୍ଚିବେ। ବନ୍ଧୁ ସହ ବାହାରକୁ ବୁଲି ଯିବାର ଯୋଜନା କରିବେ। ଆପଣଙ୍କୁ ଉପାର୍ଜନର ସୁଯୋଗ ମିଳିବ।

କର୍କଟ: ନିଜର ଦାୟିତ୍ବ ଭଲଭାବେ ତୁଲାଇବେ। ଖୁସିୁ ଖବର ପାଇବେ। ପେସାଦାର ବ୍ୟବସାୟୀଙ୍କ ଲାଗି ଧନଲାଭ ଯୋଗ ଅଛି। ଜୀବନସାଥୀ କୌଣସି କାମରେ ସାହାଯ୍ୟ କରିବେ।

ସିଂହ: ଅଫିସ କାମ ଦୈନନ୍ଦିନ ଅପେକ୍ଷା ଭଲଭାବେ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ଜୀବନସାଥୀ କୌଣସି କାମ ପାଇଁ ଆପଣଙ୍କର ପ୍ରଶଂସା କରିବେ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

କନ୍ୟା: ଅଫିସରେ ଆପଣ ମତ ଦେବାର ସୁଯୋଗ ପାଇବେ। ଅନିୟମିତ ଦିନଚର୍ଯ୍ୟା କାରଣରୁ ଆଳସ୍ୟ ହେବେ। ଭାଇ ଭଉଣୀଙ୍କ ସହଯୋଗ ପାଇବେ। ଛାତ୍ରଛାତ୍ରୀ ଲେଖାପଢ଼ାରେ ମନୋଯୋଗ ଦିଅନ୍ତୁ। ‌

ତୁଳା: କୌଣସି ନୂଆ କଥା ଆପଣ ଶିଖିବେ। ଲେଖକ ଓ ସାହିତ୍ୟିକଙ୍କ ଲାଗି ଦିନଟି ଭଲ। ପରିଜନଙ୍କ ସହ ଭଲ ସଂପର୍କ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ।

ବିଛା: କୌଣସି ମହତ୍ବପୂର୍ଣ୍ଣ ଖବର ପାଇବେ। ରାଜନୀତିରେ ପ୍ରତିଷ୍ଠା ବୃଦ୍ଧି ହେବ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ପାରିବାରିକ ଜୀବନ ଉତ୍ସବ ମୁଖର ହେବ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

‌ଧନୁ: ପୂଜାପାଠରେ ସମୟ ବିତିବ। କାମରେ ଆପଣଙ୍କୁ ସଫଳତା ମଳିବ। ବେପାର ସମ୍ବନ୍ଧିତ ବିଷୟରେ ଆପଣଙ୍କୁ ଲାଭ ହେବ। ଜୀବନସାଥୀ ସହ ଲାଗି ରହିଥିବା ମନୋମାଳିନ୍ୟ ଦୂର ହେବ।

ମକର: ବିବାଦ ଠାରୁ ଦୂରରେ ରୁହନ୍ତୁ। କୌଣସି କଥାରେ ରାଗନ୍ତୁ ନାହିଁ। ପ୍ରଭାବଶାଳୀ ଲୋକଙ୍କ ସହ ସାକ୍ଷାତ ହେବ। ପୁଞି ନବେଶ ସମ୍ବନ୍ଧରେ ନୂଆ ପରାମର୍ଶ ପାଇବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ।

କୁମ୍ଭ: ଆପଣଙ୍କ ବ୍ୟକ୍ତିତ୍ବରେ ବିକଶିତ ହେବ। ଲୋକମାନଙ୍କ ଇଚ୍ଛା ଜାଣିବାକୁ ଚେଷ୍ଟା କରିବେ। ଜୀବନସାଥୀଙ୍କ ସହଯୋଗରେ କାମ ସଂପୂର୍ଣ୍ଣ ହେବ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ।

ମୀନ: ପରିବାରରେ ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତି ହେବ। ଶିକ୍ଷଣୀୟ କାମରେ ମନ ଲାଗିବ। ବଡ଼ଭାଇ ଠାରୁ ଉପହାର ପାଇବେ। ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରହିବ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 6, 2026, 9:43 PM
 

SSW
Clear sky
27°C
3.4 m/s
Apparent: 32°C
Pressure: 1008 mb
Humidity: 87%
Winds: 3.4 m/s SSW
Windgusts: 9.1 m/s
UV-Index: 0
Precip.: 0mm /55% / Rain
Sunrise: 5:14 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom