• Latest
  • Trending
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Nov-20-2025 09:49 AM IST

୪୮ ଘଣ୍ଟା ପରେ, ଇରାନର ଖେଳ ଖତମ୍

Mar-22-2026 07:40 PM IST
ସୁବାସିନୀଙ୍କ ପାଇଁ ଦଳ ଛାଡିଲେ ଏକାଧିକ ନେତା..

ସୁବାସିନୀଙ୍କ ପାଇଁ ଦଳ ଛାଡିଲେ ଏକାଧିକ ନେତା..

Mar-22-2026 05:03 PM IST
SCB ଅଗ୍ନିକାଣ୍ଡ: ମନ୍ତ୍ରୀପଦ ଛାଡ଼ିବେ ମହାଲିଙ୍ଗ ! 

SCB ଅଗ୍ନିକାଣ୍ଡ: ମନ୍ତ୍ରୀପଦ ଛାଡ଼ିବେ ମହାଲିଙ୍ଗ ! 

Mar-22-2026 10:47 AM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-22-2026 10:44 AM IST
କିଛି ଘଣ୍ଟାରେ ପ୍ରବଳ ବର୍ଷା 

କିଛି ଘଣ୍ଟାରେ ପ୍ରବଳ ବର୍ଷା 

Mar-21-2026 05:06 PM IST
ଭୟଙ୍କର ହେଲା ଯୁଦ୍ଧ !ଭାରତ ମହାସାଗରେ ଘନଘନ ମିସାଇଲ ମାଡ଼…

ଭୟଙ୍କର ହେଲା ଯୁଦ୍ଧ !ଭାରତ ମହାସାଗରେ ଘନଘନ ମିସାଇଲ ମାଡ଼…

Mar-21-2026 05:02 PM IST
ପ୍ରତାପଙ୍କୁ ଶ୍ରୀମୟୀଙ୍କ ନିଶାନା, କହିଲେ କର୍ମଫଳ ଏଇଠି ଭୋଗିବାକୁ ହୁଏ

ପ୍ରତାପଙ୍କୁ ଶ୍ରୀମୟୀଙ୍କ ନିଶାନା, କହିଲେ କର୍ମଫଳ ଏଇଠି ଭୋଗିବାକୁ ହୁଏ

Mar-21-2026 04:58 PM IST
odisha.newsroom.in

ଏପ୍ରିଲ ପହିଲାରୁ ATM ରେ ଲାଗୁହେବ ନୂଆ ନିୟମ

Mar-21-2026 04:06 PM IST
odisha.newsroom.in

ସୋଫିଆଙ୍କ ଭବିଷ୍ୟତ ନେଇ ବଡ଼ ବୟାନ ଦେଲେ ମୋକିମ, କହିଲେ…

Mar-21-2026 02:09 PM IST
odisha.newsroom.in

ବଲିଉଡ ଇତିହାସରେ ସବୁଠୁ ବଡ଼ ରେକର୍ଡ କଲା ଧୁରନ୍ଧର-୨

Mar-21-2026 01:04 PM IST
  • About
  • Careers
  • Contact Us
Sunday, March 22, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ରାଶିଫଳ

by M M
Nov-20-2025 09:49 AM IST
in ଆପଣଙ୍କ ଭାଗ୍ୟ
0
କ’ଣ କହୁଛି ଆପଣଙ୍କ ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ: ଜୀବନରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ବ୍ୟବସାୟରେ ବକେୟା ଅର୍ଥ ପାଇବେ। ସାଥୀରେ କାମ କରୁଥିବା ଲୋକ ସାହାଯ୍ୟକାରୀ ହେବେ। ପାରିବାରିକ ସମ୍ବନ୍ଧ ମଜଭତ ହେବ।

ବୃଷ: ଆପଣଙ୍କ ଭଲ ବ୍ୟବହାରରେ ଆଖପାଖର ଲୋକ ଖୁସି ରହିବେ। କାରବାରରେ ଉନ୍ନତି ହେବ। ପରିବାର ସହିତ ବିଶେଷ ବିଷୟରେ ଆଲୋଚନା କରିବେ। ଛାତ୍ର ଭଲ ଖବର ଶୁଣିବେ।

ମିଥୁନ: ଆପଣଙ୍କ କାର୍ଯ୍ୟରେ ନୂତନତ୍ବ ଆସିବ। ପ୍ରେମୀଯୁଗଳ ଜଣେ ଅନ୍ୟଜଣଙ୍କ ସହ ଖୁସିର ମୁହୂର୍ତ୍ତ ଅତିବାହିତ କରିବେ। ପରିବାରରେ ଶୁଭ ମାଙ୍ଗଳିକ କାର୍ଯ୍ୟ‌ର ରୂପରେଖ ପ୍ରସ୍ତୁତ ହେବ।

କର୍କଟ: କମ୍ ପରିଶ୍ରମରେ ଯଥେଷ୍ଟ ଲାଭ ପାଇବେ। ଆପଣଙ୍କ କ୍ୟାରିୟର ଲାଗି ଭଲ ସୁଯୋଗ ଅପେକ୍ଷା କରି ରହିଛି। ସମାଜରେ ମାନ ପ୍ରତିଷ୍ଠା ବଢ଼ିବ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ।

ସିଂହ: ପରିବାରରେ ସୁଖ ଶାନ୍ତି ବଜାୟ ରହିବ। ଆପଣଙ୍କୁ ଆନନ୍ଦର ଅନୁଭୂତି ହେବ। ସାମାଜିକ କାର୍ଯ୍ୟ କରିବା ଲାଗି ଆପଣଙ୍କର ଆଗ୍ରହ ବଢ଼ିବ। କର୍ମଜୀବୀ ମହିଳାଙ୍କର ଅଫିସରେ ଦିନଟି ଭଲରେ କଟିବ। ‌

କନ୍ୟା: ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଅଫିସରେ ଆପଣଙ୍କୁ କୌଣସି ନୂଆ କାମ ମିଳିବ। ବେପାରରେ ଯଥେଷ୍ଟ ଲାଭ ପାଇବେ। ପରିବାରରେ ଆନନ୍ଦ ଉଲ୍ଲାସର ବାତାବରଣ ରହିବ। ‌

ତୁଳା: ପୂଜାପାଠରେ ସମୟ ବିତିବ। ଆପଣଙ୍କ ମନକୁ ଶାନ୍ତି ମିଳିବ। ନୂଆ କାରବାରରେ ପୁଞି ଲଗାଇବା ପୂର୍ବରୁ ଭଲଭାବେ ପରୀକ୍ଷା ନିରୀକ୍ଷା କରି ନିଅନ୍ତୁ। ପ୍ରିୟଜନଙ୍କର ପ୍ରେମ ଓ ସହଯୋଗ ଉଭୟ ପାଇବେ।

ବିଛା: ବ୍ୟବସାୟ କ୍ଷେତ୍ରରେ କୌଣସି ଲୋକଙ୍କର ସାହାଯ୍ୟ ପାଇବେ। ନିଜକୁ ପ୍ରମାଣିତ କରିବା ଲାଗି ସୁଯୋଗ ପାଇବେ। ଜୀବନସାଥୀ ସହ ରାତ୍ରିଭୋଜନ ପାଇଁ ଯୋଜନା କରିବେ।

ଧନୁ: ଜୀବନସାଥୀ ସହ କଥାବାର୍ତ୍ତାରେ କୋମଳ ରଖନ୍ତୁ। ଲୋକେ ଆପଣଙ୍କ କଥାରେ ସହମତ ହେବେ। ଜମି ବ୍ୟବସାୟୀଙ୍କ ଲାଗି ଭଲ ଦିନଟିଏ। ରାଜନୀତିରେ ସଫଳତା ପାଇବେ।

ମକର: ନିର୍ମାଣ କାର୍ଯ୍ୟ କରୁଥିବା ଲୋକଙ୍କୁ ନୂଆ ପ୍ରୋଜେକ୍ଟ ମିଳିବ। ଅଫିସରେ ଆପଣଙ୍କ ସମ୍ମୁଖକୁ ବାଧାଜନକ ଅବସ୍ଥା ଆସିପାରେ। ସ୍ବାସ୍ଥ୍ୟ ପ୍ରତି ସଚେତ ଓ ଖାଦ୍ୟ ପାନୀୟ ପ୍ରତି ସଚେତ ରହନ୍ତୁ।

କୁମ୍ଭ: ଉନ୍ନତି ପାଇଁ ନୂଆ ସାଧନ ପାଇବେ। ଅନ୍ୟମାନଙ୍କ ସମ୍ମୁଖରେ ନିଜର କଥା ଭଲଭାବେ ରଖି ପାରିବେ। ରାଜନୀତିକ ଲୋକଙ୍କର ସମାଜରେ ପ୍ରଭାବ ବଢ଼ିବ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ।

ମୀନ: ଅନ୍ତରଙ୍ଗ ବନ୍ଧୁ ଆପଣଙ୍କ ସହ ମିଶିବା ଲାଗି ଘରକୁ ଆସିବେ। ଅଧୁରା କାମ ପୂରା ହୋଇଯିବ। ସଂପତ୍ତି ବଢ଼ାଇବା ଲାଗି ଯୋଜନା ସଫଳ ହେବ। ଛାତ୍ରଙ୍କ ଲାଗି ଦିନଟି ଭଲ।

Share196Tweet123
M M

M M

ଆଜିର ପାଗ

Bhubaneswar
March 22, 2026, 7:40 PM
 

S
Partly cloudy
27°C
3.5 m/s
Apparent: 29°C
Pressure: 1011 mb
Humidity: 75%
Winds: 3.5 m/s S
Windgusts: 7.9 m/s
UV-Index: 0
Precip.: 0mm /13% / Rain
Sunrise: 5:48 AM
Sunset: 5:57 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0

୪୮ ଘଣ୍ଟା ପରେ, ଇରାନର ଖେଳ ଖତମ୍

March 22, 2026
ସୁବାସିନୀଙ୍କ ପାଇଁ ଦଳ ଛାଡିଲେ ଏକାଧିକ ନେତା..

ସୁବାସିନୀଙ୍କ ପାଇଁ ଦଳ ଛାଡିଲେ ଏକାଧିକ ନେତା..

March 22, 2026
SCB ଅଗ୍ନିକାଣ୍ଡ: ମନ୍ତ୍ରୀପଦ ଛାଡ଼ିବେ ମହାଲିଙ୍ଗ ! 

SCB ଅଗ୍ନିକାଣ୍ଡ: ମନ୍ତ୍ରୀପଦ ଛାଡ଼ିବେ ମହାଲିଙ୍ଗ ! 

March 22, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom