• Latest
  • Trending
ବିହାରର ନୂତନ ଶପଥ ନେଇଥିବା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ବିହାରର ନୂତନ ଶପଥ ନେଇଥିବା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

Nov-20-2025 06:57 PM IST
ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

Dec-13-2025 07:05 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-13-2025 06:34 AM IST
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

Dec-13-2025 06:49 AM IST
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

Dec-12-2025 07:14 AM IST

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

Dec-11-2025 07:38 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

Dec-11-2025 07:10 PM IST
ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

Dec-11-2025 04:33 PM IST
ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

Dec-11-2025 08:36 AM IST
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

Dec-11-2025 07:08 AM IST
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

Dec-11-2025 06:21 AM IST
  • About
  • Careers
  • Contact Us
Saturday, December 13, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ବିହାରର ନୂତନ ଶପଥ ନେଇଥିବା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

by M M
Nov-20-2025 06:57 PM IST
in ଦେଶ ବିଦେଶ
0
ବିହାରର ନୂତନ ଶପଥ ନେଇଥିବା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
491
SHARES
1.4k
VIEWS
Share on FacebookShare on Twitter

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ନୀତିଶ କୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।  ସେ କହିଛନ୍ତି ଯେ, ଶ୍ରୀ ନୀତିଶ କୁମାର ଜଣେ ଅଭିଜ୍ଞ ପ୍ରଶାସକ ଯାହାଙ୍କର ବହୁ ବର୍ଷ ଧରି ସୁଶାସନର ପ୍ରମାଣିତ ରେକର୍ଡ ରହିଛି । ତାଙ୍କର ଆଗାମୀ କାର୍ଯ୍ୟକାଳ ପାଇଁ ତାଙ୍କୁ ଶୁଭକାମନା ।

ପ୍ରଧାନମନ୍ତ୍ରୀ ଶ୍ରୀ ସମ୍ରାଟ ଚୌଧୁରୀ ଏବଂ ଶ୍ରୀ ବିଜୟ ସିହ୍ନାଙ୍କୁ୍ ବିହାରର ଉପମୁଖ୍ୟମନ୍ତ୍ରୀ ହେବା ପାଇଁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ।  ସେ ଉଲ୍ଲେଖ କରିଛନ୍ତି ଯେ, ଉଭୟ ନେତା ଲୋକଙ୍କ ସେବା କରିବା ପାଇଁ ତୃଣମୂଳ ସ୍ତରରେ ବ୍ୟାପାକ ଭାବରେ କାର୍ଯ୍ୟ କରିଛନ୍ତି ଏବଂ ସେମାନଙ୍କୁ ତାଙ୍କର ଶୁଭକାମନା ଜଣାଇଛନ୍ତି ।  ଶ୍ରୀ ନରେନ୍ଦ୍ର ମୋଦୀ ବିହାର ସରକାରରେ ମନ୍ତ୍ରୀ ଭାବରେ ଶପଥ ନେଇଥିବା ସମସ୍ତଙ୍କୁ ତାଙ୍କର ଶୁଭକାମନା ଜଣାଇଛନ୍ତି ।  ସେ କହିଛନ୍ତି ଯେ, ଏହା ଏକ ଉତ୍ସର୍ଗୀକୃତ ନେତାଙ୍କ ସହିତ ଏକ ଚମତ୍କାର ଦଳ ଯେଉଁମାନେ ବିହାରକୁ ସଫଳତାର ନୂତନ ଶିଖରରେ ପହଞ୍ଚାଇବେ ଏବଂ ସେମାନଙ୍କୁ ବହୁତ ଶୁଭକାମନା ଜଣାଇଛନ୍ତି ।  ଏକ୍ସରେ ପୃଥକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;“ବିହାରର ମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ନୀତିଶ କୁମାର ଜୀଙ୍କୁ ଅଭିନନ୍ଦନ। ସେ ଜଣେ ଦକ୍ଷ ଏବଂ ଅଭିଜ୍ଞ ପ୍ରଶାସକ । ରାଜ୍ୟରେ ସୁଶାସନ ପ୍ରତିଷ୍ଠା କରିବାରେ ତାଙ୍କର ରେକର୍ଡ ରହିଛି । ତାଙ୍କର ନୂଆ କାର୍ଯ୍ୟକାଳ ପାଇଁ ତାଙ୍କୁ ହାର୍ଦ୍ଦିକ ଶୁଭକାମନା ।

@NitishKumar”  “ଶ୍ରୀ ସମ୍ରାଟ ଚୌଧୁରୀ ଏବଂ ଶ୍ରୀ ବିଜୟ ସିହ୍ନାଙ୍କୁ ମଧ୍ୟ ବିହାରର ଉପମୁଖ୍ୟମନ୍ତ୍ରୀ ହେବା ପାଇଁ ଅନେକ ଅଭିନନ୍ଦନ । ଦୁଇ ନେତାଙ୍କ ପାଖରେ ତୃଳମୂଳ ସ୍ତରରେ ଜନସେବାର ଦୀର୍ଘ ଅନୁଭବ ରହିଛି । ତାଙ୍କୁ ମଧ୍ୟ ଅନେକ ଶୁଭକାମନା !  @samrat4bjp @VijayKrSinhaBih” “ବିହାର ସରକାରରେ ମନ୍ତ୍ରୀ ଭାବରେ ଶପଥ ନେଇଥିବା ଅନ୍ୟ ସମସ୍ତ ସାଥୀମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ । ସମର୍ପିତ ନେତାମାନଙ୍କୁ ନେଇ ଏହା ଏକ ଚମତ୍କାର ଦଳ, ଯେଉଁମାନେ ବିହାରକୁ ସଫଳତାର ନୂଆ ଶୀର୍ଷରେ ପହଞ୍ଚାଇବେ ।  ସମସ୍ତଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା।” “ବିହାରର ମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ନୀତିଶ କୁମାର ଜୀଙ୍କୁ ଅଭିନନ୍ଦନ। ସେ ଜଣେ ଦକ୍ଷ ଏବଂ ଅଭିଜ୍ଞ ପ୍ରଶାସକ । ରାଜ୍ୟରେ ସୁଶାସନ ପ୍ରତିଷ୍ଠା କରିବାରେ ତାଙ୍କର ରେକର୍ଡ ରହିଛି । ତାଙ୍କର ନୂଆ କାର୍ଯ୍ୟକାଳ ପାଇଁ ତାଙ୍କୁ ହାର୍ଦ୍ଦିକ ଶୁଭକାମନା । @NitishKumar”   ଶ୍ରୀ ସମ୍ରାଟ ଚୌଧୁରୀ ଏବଂ ଶ୍ରୀ ବିଜୟ ସିହ୍ନାଙ୍କୁ ମଧ୍ୟ ବିହାରର ଉପମୁଖ୍ୟମନ୍ତ୍ରୀ ହେବା ପାଇଁ ଅନେକ ଅଭିନନ୍ଦନ । ଦୁଇ ନେତାଙ୍କ ପାଖରେ ତୃଳମୂଳ ସ୍ତରରେ ଜନସେବାର ଦୀର୍ଘ ଅନୁଭବ ରହିଛି । ତାଙ୍କୁ ମଧ୍ୟ ଅନେକ ଶୁଭକାମନା!  @samrat4bjp

@VijayKrSinhaBih” “ବିହାର ସରକାରରେ ମନ୍ତ୍ରୀ ଭାବରେ ଶପଥ ନେଇଥିବା ଅନ୍ୟ ସମସ୍ତ ସାଥୀମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ । ସମର୍ପିତ ନେତାମାନଙ୍କୁ ନେଇ ଏହା ଏକ ଚମତ୍କାର ଦଳ, ଯେଉଁମାନେ ବିହାରକୁ ସଫଳତାର ନୂଆ ଶୀର୍ଷରେ ପହଞ୍ଚାଇବେ । ସମସ୍ତଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା।”

Share196Tweet123
M M

M M

ଆଜିର ପାଗ

Bhubaneswar
December 13, 2025, 12:02 PM
 

NE
Clear sky
26°C
1.6 m/s
Apparent: 16°C
Pressure: 1016 mb
Humidity: 88%
Winds: 1.6 m/s NE
Windgusts: 4.4 m/s
UV-Index: 0
Precip.: 0mm /0% / Rain
Sunrise: 6:13 AM
Sunset: 5:08 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

December 13, 2025
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

December 13, 2025
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom