• Latest
  • Trending
ଦୁବାଇ ଏୟାର ଶୋ’ରେ ତେଜସ୍ ଲଢ଼ୁଆ ବିମାନ କ୍ରାସ୍: ପାଇଲଟ ସହିଦ

ଦୁବାଇ ଏୟାର ଶୋ’ରେ ତେଜସ୍ ଲଢ଼ୁଆ ବିମାନ କ୍ରାସ୍: ପାଇଲଟ ସହିଦ

Nov-21-2025 04:43 PM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
  • About
  • Careers
  • Contact Us
Tuesday, February 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଦୁବାଇ ଏୟାର ଶୋ’ରେ ତେଜସ୍ ଲଢ଼ୁଆ ବିମାନ କ୍ରାସ୍: ପାଇଲଟ ସହିଦ

by M M
Nov-21-2025 04:43 PM IST
in ବଡ଼ ଖବର
0
ଦୁବାଇ ଏୟାର ଶୋ’ରେ ତେଜସ୍ ଲଢ଼ୁଆ ବିମାନ କ୍ରାସ୍: ପାଇଲଟ ସହିଦ
492
SHARES
1.4k
VIEWS
Share on FacebookShare on Twitter

ଦୁବାଇ ଏୟାର ଶୋ’ ପ୍ରଦର୍ଶନୀରେ ଅଂଶଗ୍ରହଣ କରିଥିବା ଏକ ତେଜସ୍ ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ଆସିଛି। ଭାରତୀୟ ବାୟୁସେନା  ତରଫରୁ ଏକ ଦୁଃଖଦ ଖବର ପ୍ରକାଶ ପାଇଛି। ଦୁବାଇ ଏୟାର ଶୋ’ରେ ଆକାଶ ମାର୍ଗରେ ପ୍ରଦର୍ଶନ କରୁଥିବା ସମୟରେ LCA ତେଜସ୍ ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ପାଇଲଟ୍ ସହିଦ ହୋଇଛନ୍ତି।

ଭାରତୀୟ ବାୟୁସେନା ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ସହିଦ୍ ପାଇଲଟ୍‌ଙ୍କ ପରିବାର ପ୍ରତି ସମବେଦନା ଜଣାଇଛି।  ଦୁବାଇ ଏୟାର ଶୋ’ ବେଳେ  ଅପରାହ୍ନ ପ୍ରାୟ ୨.୧୦ ରେ  ଆକାଶ ମାର୍ଗରେ ପ୍ରଦର୍ଶନ କରୁଥିବା ସମୟରେ ତେଜସ୍ ବିମାନଟି ଖସି ପଡ଼ିଛି। ଭାଇରାଲ ଭିଡିଓରେ ଦେଖାଯାଉଛି ଦୁର୍ଘଟଣାସ୍ଥଳରୁ କଳା ଧୂଆଁ ଉଠିଥିଲା ଏବଂ ଦର୍ଶକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା।  ଦୁର୍ଘଟଣା ପୂର୍ବରୁ ପାଇଲଟ୍ ବିମାନରୁ ବାହାରକୁ ଆସିପାରିଥିଲେ କି ନାହିଁ, ତାହା ସ୍ପଷ୍ଟ ହୋଇନାହିଁ। ତେବେ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି। କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ଘଟଣା ସମ୍ପର୍କରେ ଅଧିକ ସୂଚନା ପ୍ରକାଶ ପାଇନାହିଁ।

Share197Tweet123
M M

M M

ଆଜିର ପାଗ

Bhubaneswar
February 3, 2026, 4:34 AM
 
NNW
Mainly clear
17°C
0.9 m/s
Apparent: 22°C
Pressure: 1017 mb
Humidity: 87%
Winds: 0.9 m/s NNW
Windgusts: 5.7 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom