• Latest
  • Trending
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

Nov-23-2025 01:01 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

by M M
Nov-23-2025 01:01 PM IST
in ରାଜନୀତି
0
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
491
SHARES
1.4k
VIEWS
Share on FacebookShare on Twitter

କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ତଥା ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରି ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ତେବେ  ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ଉପରେ ବିସ୍ତୃତ ଆଲୋଚନା କରିଥିବା ସେ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ସୂଚନା ଦେଇଛନ୍ତି।

ଏଥିସହ ସେ ଉଲ୍ଲେଖ କରିଛନ୍ତି, ନଡ୍ଡାଙ୍କ ଦୂରଦୃଷ୍ଟିସମ୍ପନ୍ନ ମାର୍ଗଦର୍ଶନ ତାଙ୍କୁ ଅଧିକ ଉତ୍ସାହରେ କାର୍ଯ୍ୟକରିବା ପାଇଁ ପ୍ରେରଣା ଯୋଗାଇବ। ଏହାପରେ ସେ ସ୍ଥାନୀୟ ଭାରତ ମଣ୍ଡପମ୍‌ କମ୍ପ୍ଲେକ୍ସଠାରେ ଆୟୋଜିତ ଓଡ଼ିଶା ଷ୍ଟେଟ୍‌ ଡେ’ ସେଲିବ୍ରେଶନ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି, ଭାଜପା ସରକାରର ଲକ୍ଷ୍ୟ ହେଉଛି ଟ୍ରାନ୍ସଫର୍ମେସନାଲ ଗ୍ରୋଥ୍‌।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଡବଲ ଇଞ୍ଜିନ ସରକାର ସମୃଦ୍ଧ ଓଡ଼ିଶାର ସ୍ବପ୍ନକୁ ସାକାର କରିବା ପାଇଁ ଉଦ୍ୟମ କରୁଛି। ଗତ ଦେଢବର୍ଷ ମଧ୍ୟରେ ଓଡ଼ିଶାରେ ଶିକ୍ଷା, ସ୍ବାସ୍ଥ୍ୟ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆସିଛି। ଭିତ୍ତିଭୂମି କ୍ଷେତ୍ରରେ ଭିଜନ୍‌ ୨୦୩୬କୁ ଲକ୍ଷ୍ୟ କରି ୧୫ ହଜାର କି.ମି. ବିଶ୍ୱସ୍ତରୀୟ ସଡ଼କ, ବାହୁଦା ଓ କେନ୍ଦ୍ରାପଡ଼ାଠାରେ ନୂତନ ବନ୍ଦର ଏବଂ ପୁରୀରେ ଅନ୍ତର୍ଜାତୀୟ ଏୟାରପୋର୍ଟ ପ୍ରତିଷ୍ଠା ଭଳି ବୃହତ୍‌ ପ୍ରକଳ୍ପ ଆରମ୍ଭ କରାଯାଇଛି। ଶିଳ୍ପ କ୍ଷେତ୍ରରେ ୧୭ ଲକ୍ଷ କୋଟି ଟଙ୍କାର ନିବେଶ ସୁଯୋଗ ସୃଷ୍ଟି କରାଯାଇଛି।

Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 11:48 AM
 
NE
Partly cloudy
27°C
1.3 m/s
Apparent: 23°C
Pressure: 1018 mb
Humidity: 88%
Winds: 1.3 m/s NE
Windgusts: 5.8 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom