• Latest
  • Trending
ସୃଷ୍ଟି ହେଲା ଲଘୁଚାପ ୨୪ରେ ଅବପାତ: ବଢ଼ୁଛି ବାତ୍ୟା ଆଶଙ୍କା

ସୃଷ୍ଟି ହେଲା ଲଘୁଚାପ ୨୪ରେ ଅବପାତ: ବଢ଼ୁଛି ବାତ୍ୟା ଆଶଙ୍କା

Nov-23-2025 03:02 PM IST
odisha.newsroom.in

ବିଜୁ-ନବୀନ ଟ୍ରଷ୍ଟକୁ ନେଇ ପୋଷ୍ଟର ଯୁଦ୍ଧ…ସତ ଜାଣିବାକୁ ବିଜେପିର ଜିଦ

Mar-25-2026 01:46 PM IST
odisha.newsroom.in

ଆପଣ ନୂଆ ଘର ତିଆରି କରୁଛନ୍ତି କି…ବାସ୍ତୁର ଏହି ନିୟମ ନିଶ୍ଚୟ ମାନନ୍ତୁ

Mar-25-2026 01:15 PM IST
odisha.newsroom.in

ଲଗାତାର ହ୍ରାସ ପରେ ଆଜି ପୁଣି ବଢ଼ିଗଲା ସୁନା, ଜାଣନ୍ତୁ କେତେ

Mar-25-2026 12:55 PM IST
odisha.newsroom.in

ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ଅଛି ଦେଢ଼ କ୍ୱିଣ୍ଟାଲ ସୁନା, ରୁପା କେତେ ?

Mar-25-2026 12:39 PM IST
odisha.newsroom.in

ଆମେରିକା ସହ କଥାବାର୍ତ୍ତା ପାଇଁ ଇରାନ ରଖିଲା ବଡ଼ ସର୍ତ୍ତ

Mar-25-2026 12:11 PM IST
odisha.newsroom.in

ବିଧାନସଭାରେ କଳା ଟି-ସାର୍ଟ ପିନ୍ଧି ବିଜେଡି- କଂଗ୍ରେସ ଭାଇ ଭାଇ

Mar-25-2026 11:38 AM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-25-2026 09:23 AM IST
odisha.newsroom.in

ଇରାନରେ ଏବେ ଏମିତି କଟୁଛି ଜୀବନ…ଖଣ୍ଡିଏ ରୁଟିର ଦାମ ହଜାରେ ଟଙ୍କାରୁ ଅଧିକ…

Mar-25-2026 11:15 AM IST
ଯୁଦ୍ଧ କରିବାକୁ ଟ୍ରମ୍ପଙ୍କୁ ଉସୁକାଇଥିଲେ ଏହି ବ୍ୟକ୍ତି 

ଯୁଦ୍ଧ କରିବାକୁ ଟ୍ରମ୍ପଙ୍କୁ ଉସୁକାଇଥିଲେ ଏହି ବ୍ୟକ୍ତି 

Mar-24-2026 05:21 PM IST
odisha.newsroom.in

ଗ୍ୟାସ ସଙ୍କଟ ବେଳେ ଆହାର କେନ୍ଦ୍ର ଭରସା, ହେଲେ ଖୋଲୁ ଖୋଲୁ ଶେଷ

Mar-24-2026 04:03 PM IST
  • About
  • Careers
  • Contact Us
Wednesday, March 25, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

ସୃଷ୍ଟି ହେଲା ଲଘୁଚାପ ୨୪ରେ ଅବପାତ: ବଢ଼ୁଛି ବାତ୍ୟା ଆଶଙ୍କା

by M M
Nov-23-2025 03:02 PM IST
in ଆଜିର ପାଗ
0
ସୃଷ୍ଟି ହେଲା ଲଘୁଚାପ ୨୪ରେ ଅବପାତ: ବଢ଼ୁଛି ବାତ୍ୟା ଆଶଙ୍କା
491
SHARES
1.4k
VIEWS
Share on FacebookShare on Twitter

ଉତ୍ତର ଭାରତରେ ଥଣ୍ଡା ବଢ଼ୁଥିବା ବେଳେ, ଭାରତୀୟ ପାଣିପାଗ ବିଭାଗ (IMD) ଦକ୍ଷିଣ ଭାରତର ଅନେକ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଲର୍ଟ ଜାରି କରିଛି। ନଭେମ୍ବର ୨୨ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ମାଲକ୍କା ଷ୍ଟ୍ରେଟ୍ ନିକଟରେ ସୃଷ୍ଟି ହୋଇଥିବା ଏହି ନିମ୍ନ ଚାପ କ୍ଷେତ୍ର ୨୪ ନଭେମ୍ବର ସୁଦ୍ଧା ବଙ୍ଗୋପସାଗରରେ ଆହୁରି ଅଧିକ ଶକ୍ତିଶାଳୀ ହୋଇପାରେ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ବ୍ୟାପ୍ତି ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ପର୍ଯ୍ୟନ୍ତ ରହିଛି। ଆସନ୍ତା ୨୪ ତାରିଖ ବେଳକୁ ଏହା ଆହୁରି ଘନୀଭୂତ ହୋଇ ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଗତିଶୀଳ ହେବା ସହ ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଅଧିକ ଘନୀଭୂତ ହେବାର ଆଶଙ୍କା ରହିଛି। ଏହା ବାତ୍ୟା ରୂପ ନେବ କି ନାହିଁ ସେ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ ଏପର୍ଯ୍ୟନ୍ତ କୌଣସି ପୂର୍ବାନୁମାନ କରି ନାହିଁ। ତେବେ ଅବପାତ ପରେ ଅଧିକ ଘନୀଭୂତ ହେବାକୁ ଥିବାରୁ ବାତ୍ୟାରେ ପରିଣତ ହୋଇପାରେ ବୋଲି ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି।

Share196Tweet123
M M

M M

ଆଜିର ପାଗ

Bhubaneswar
March 25, 2026, 1:54 PM
 

SSW
Slight rain showers
33°C
2.9 m/s
Apparent: 30°C
Pressure: 1009 mb
Humidity: 85%
Winds: 2.9 m/s SSW
Windgusts: 7.9 m/s
UV-Index: 0
Precip.: 0mm /58% / Rain
Sunrise: 5:46 AM
Sunset: 5:58 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom