• Latest
  • Trending
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Nov-26-2025 10:09 AM IST

ମଝି ଆକାଶରେ ଆତଙ୍କ: ଇଣ୍ଡିଗୋ ବିମାନ ଭିତରେ ଫାଟିଲା ପାୱାରବ୍ୟାଙ୍କ

May-06-2026 10:17 AM IST
Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

May-06-2026 09:50 AM IST
odisha.newsroom.in

“ଇସ୍ତଫା ଦେବାର ପ୍ରଶ୍ନ ଉଠୁନି, ମୁଁ ନିର୍ବାଚନ ହାରିନି”…ପରାଜୟ ପରେ ମମତାଙ୍କ ବଡ଼ ବୟାନ…

May-05-2026 05:43 PM IST
odisha.newsroom.in

ଶେଷ ହେଲା ମମତାଙ୍କ ‘ଆଳୁ ପଲିଟିକ୍ସ’: ଓଡ଼ିଶାକୁ ଏବେ ସହଜରେ ଆସିବ ପଶ୍ଚିମବଙ୍ଗ ଆଳୁ

May-05-2026 04:07 PM IST
odisha.newsroom.in

ହାରିଯିବା ପରେ କଣ ହେବ ମମତାଙ୍କ ପରବର୍ତ୍ତୀ ରଣନୀତି ? ବଢୁଛି ଚର୍ଚ୍ଚା…

May-05-2026 03:16 PM IST
odisha.newsroom.in

ଗୋଟିଏ ଭୋଟରେ କେମିତି ହାରିଲେ ତାମିଲନାଡୁ ମନ୍ତ୍ରୀ…ଜାଣିଲେ ହେବେ ଆଶ୍ଚର୍ଯ୍ୟ…

May-05-2026 02:48 PM IST
odisha.newsroom.in

ମ୍ୟାଜିକ ନମ୍ବର ଛୁଇଁନି TVK…କେମିତି ଗଢ଼ିବ ସରକାର ?

May-05-2026 11:59 AM IST
odisha.newsroom.in

ଓଡ଼ିଶାରେ କାଳବୈଶାଖୀର କରାଳ ରୂପ: ୧୦ ଯାଏଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

May-05-2026 11:11 AM IST
odisha.newsroom.in

“ଗୁଣ୍ଡାମାନେ ଭିତରେ ପଶି ମୋତେ ମାଡ଼ ମାରିଲେ”: ପରାଜୟ ପରେ ମମତାଙ୍କ ସାଂଘାତିକ ଅଭିଯୋଗ

May-05-2026 10:55 AM IST
odisha.newsroom.in

କାହିଁକି ଭବାନୀପୁର ଆସନ ରଖିପାରିଲେନି ମମତା ? ଜାଣନ୍ତୁ ଏହା ପଛର ୫ କାରଣ…

May-05-2026 10:37 AM IST
  • About
  • Careers
  • Contact Us
Wednesday, May 6, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆଜିର ରାଶିଫଳ

by M M
Nov-26-2025 10:09 AM IST
in ଆପଣଙ୍କ ଭାଗ୍ୟ
0
କ’ଣ କହୁଛି ଆଜିର ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ: ଲାଗି ରହିଥିବା ଅଶାନ୍ତି ସମାପ୍ତ ହୋଇପାରେ। କୌଣସି ଶୁଭ ଖବର ପାଇବେ। ବ୍ୟବସାୟ ଡ଼ିଲ୍ ପାଇଁ ରାଜ୍ୟ ବାହାରକୁ ଯିବେ। ପ୍ରତିଯୋଗୀ ଶିକ୍ଷାର୍ଥୀଙ୍କ ଲାଗି ଦିନଟି ଭଲ।

ବୃଷ: ରାଜନୀତିକ ଓ ସାମାଜିକ କାର୍ଯ୍ୟରେ ସମୟ ଦେବେ। ନୂଆ ଉତ୍ସରୁ ଧନଲାଭ ହେବ। ଚାକିରିଜୀବୀ ମନ ଚାହୁଁଥିବା ଅଞ୍ଚଳକୁ ବଦଳି ହୋଇପାରନ୍ତି। ବାହନ କିଣିବା ଲାଗି ଦିନଟି ଶୁଭ।

ମିଥୁନ: ଆପଣଙ୍କ ବ୍ୟବହାର ସମସ୍ତଙ୍କ ପ୍ରତି ଭଲ ରହିବ। ବ୍ୟବସାୟରେ ଉନ୍ନତି ନୂଆ ମାର୍ଗ ଖୋଲିବ। ବିବାହିତ ଜୀବନସାଥୀଙ୍କୁ ଅଧିକରୁ ଅଧିକ ସମୟ ଦିଅନ୍ତୁ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ।

କର୍କଟ: ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି। ଅନ୍ୟମାନଙ୍କ ସହ କଥା କହିବା ସମୟରେ ଠିକ୍ ଭାଷା ପ୍ରୟୋଗ କରନ୍ତୁ। ଜୀବନସାଥୀ ଆପଣଙ୍କ ପ୍ରତି ଖୁସି ରହିବେ। ବିଦ୍ୟାର୍ଥୀଙ୍କର ପାଠପଢ଼ାରେ ମନ ଲାଗିବ।

ସିଂହ: ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗକୁ ଢ଼ଳି ରହିବ। କୌଣସି ପାଖଲୋକ ଆପଣଙ୍କ ଖୁସିକୁ ଦିଗୁଣା କରିବେ। ଭଲ ଉଦ୍ୟୋଗରେ ସାକ୍ଷାତକାର ପାଇଁ ଖବର ଆସିବ। ପ୍ରେମ ଜୀବନ ଭଲ ରହିବ। ‌

କନ୍ୟା: ଅଫିସରେ ଅଧିକ ସମୟ କାମ କରନ୍ତୁ ଅଧୁରା କାମ ପୂରା ହୋଇଯିବ। ଦାମ୍ପତ୍ୟ ଜୀବନରେ ମିଷ୍ଟତା ରହିବ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଶିକ୍ଷାର୍ଥୀ କୌଣସି ବରିଷ୍ଠଙ୍କର ପରାମର୍ଶ ନିଅନ୍ତୁ।‌

ତୁଳା: ବ୍ୟବସାୟରେ କିଛି ନୂଆ କରିବା ପାଇଁ ମନରେ ନୂଆ ବିଚାର ଆସିବ। ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁ ସହ ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି।

ବିଛା: ନୂଆ ଲୋକଙ୍କ ସହ ବନ୍ଧୁତା ହେବ। ଆପଣଙ୍କ ମସ୍ତିଷ୍କରେ ଏଭଳି ବିଚାର ଆସିବ ଯାହା ପ୍ରଗତିର ଦ୍ବାର ଖୋଲିଦେବ। ଚାକିରି ଖୋଜୁଥିବା ଯୁବକଙ୍କୁ ଶୁଭ ଖବର ମିଳିବ।

ଧନୁ: ବୟୋଜ୍ୟେଷ୍ଠଙ୍କ ସେବା କରନ୍ତୁ ଆର୍ଥିକ ସ୍ଥିତି ସୁଧିରିବ। ବ୍ୟବସାୟ କାମରେ ରାଜ୍ୟ ବାହାରକୁ ଯିବାର ଯୋଜନା କରିବେ। ଜମିରେ ନିବେଶ ଲାଗି ଭଲ ଦିନଟିଏ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ। ‌

ମକର: ଆପଣଙ୍କର ସବୁ ଇଚ୍ଛା ପୂରଣ ହେବ। ବ୍ୟବସାୟରେ ବଡ଼ ଡ଼ିଲ୍ କରିପାରନ୍ତି। ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଅଚାନକ କୌଣସି ବନ୍ଧୁ ଘରକୁ ଆସିବେ।

କୁମ୍ଭ: ଆପଣଙ୍କର ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଦିନଟି ଭଲ। ସାମାଜିକ ଓ ରାଜନୀତି କାର୍ଯ୍ୟରେ ମନ ଲାଗିବ। ଅଚାନକ ଧନଲାଭ ହେବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ।

ମୀନ: ଧର୍ମକାର୍ଯ୍ୟରେ ଆପଣଙ୍କର ବିଶ୍ବାସ ବଢ଼ିବ। ଜରୁରୀ କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ସଂପୂର୍ଣ୍ଣ ହୋଇଯିବ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 6, 2026, 10:17 AM
 

S
Clear sky
32°C
2.5 m/s
Apparent: 38°C
Pressure: 1008 mb
Humidity: 60%
Winds: 2.5 m/s S
Windgusts: 9.4 m/s
UV-Index: 7.9
Precip.: 2.5mm /53% / Rain
Sunrise: 5:14 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom