• Latest
  • Trending
ଧନ୍ୟରେ ଆମ ବିଜୁପ୍ରେମୀ, ହେଇଗଲ ସବୁ ଭଣ୍ଡ ଅନୁଗାମୀ

ଧନ୍ୟରେ ଆମ ବିଜୁପ୍ରେମୀ, ହେଇଗଲ ସବୁ ଭଣ୍ଡ ଅନୁଗାମୀ

Nov-26-2025 04:14 PM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
  • About
  • Careers
  • Contact Us
Thursday, March 12, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଧନ୍ୟରେ ଆମ ବିଜୁପ୍ରେମୀ, ହେଇଗଲ ସବୁ ଭଣ୍ଡ ଅନୁଗାମୀ

by M M
Nov-26-2025 04:14 PM IST
in ବଡ଼ ଖବର, ରାଜନୀତି
0
ଧନ୍ୟରେ ଆମ ବିଜୁପ୍ରେମୀ, ହେଇଗଲ ସବୁ ଭଣ୍ଡ ଅନୁଗାମୀ
492
SHARES
1.4k
VIEWS
Share on FacebookShare on Twitter

ଅନ୍ୟ ମୁଣ୍ଡରେ ଅଠା ବୋଳ

ଏହା ହେଉଛି ତାମିଲ୍ ଖେଳ

ଅନାମ ବାବୁଙ୍କ ମୁହଁରେ କୁହାଇ

ପୁରୁଖାଙ୍କୁ ଦେଉଛି ସେ ଫସାଇ

ଆରମ୍ଭ ହେଲାଣି ପଲିଟିକାଲ ଇଭେଣ୍ଟ

ଖୋଜା ଚାଲିଛି ବିଶ୍ୱସ୍ତ ଏଜେଣ୍ଟ

ଧମକ ଦେଲେଣି ପାଲତୁ ବାବୁ

ମୁଣ୍ଡପୋତି ସହୁଛନ୍ତି ବରିଷ୍ଠ ସବୁ

ଧନ୍ୟରେ ଆମ ବିଜୁପ୍ରେମୀ

ହେଇଗଲ ସବୁ ଭଣ୍ଡ ଅନୁଗାମୀ

ଏ ହେଉଛି  ଶ୍ରୀମୟୀଙ୍କ କବିତା । ବିଜୁ ଜନତା ଦଳ ରୁ ନିଲମ୍ବିତ ନେତ୍ରୀ ଶ୍ରୀମୟୀ ମିଶ୍ର ପୁଣି ଥରେ ସୋସିଆଲ୍ ମିଡିଆରେ ଦଳର ନେତୃତ୍ୱକୁ ଟାର୍ଗେଟ୍ କରିଛନ୍ତି। ସେ ତାଙ୍କ ଫେସବୁକ୍ ଆକାଉଣ୍ଟରେ ଏକ ୧୦ ଧାଡ଼ି ବିଶିଷ୍ଟ କବିତା ପୋଷ୍ଟ କରିଛନ୍ତି, ଯାହା ରାଜନୈତିକ ମହଲରେ ବଡ଼ ଧରଣର ଚର୍ଚ୍ଚା ସୃଷ୍ଟି କରିଛି। ଶ୍ରୀମୟୀଙ୍କ ଏହି କବିତା ପୋଷ୍ଟ ଭାଇରାଲ ହେଉଛି । ଏଥିରେ କାହାକୁ ଇଙ୍ଗିତ କରାଯାଇଛି, ତାହା ସ୍ପଷ୍ଟ ନହେଲେ ମଧ୍ୟ, ଏହା ପରୋକ୍ଷରେ ବିଜେଡି ନେତା ପାଣ୍ଡିଆନଙ୍କୁ ଘାଇଲା କରିବା ପାଇଁ ଲେଖାଯାଇଥିବା ବୁଝାପଡ଼ୁଛି । ଗତ କିଛି ମାସ ହେଲା ଲଗାତାର ଟାର୍ଗେଟ୍ କରୁଛନ୍ତି ଶ୍ରୀମୟୀ । ଶ୍ରୀମୟୀ ମିଶ୍ରଙ୍କୁ ଦଳରୁ ବିଦା କରାଯିବା ପରଠାରୁ ହିଁ ସେ ଲଗାତାର ସୋସିଆଲ୍ ମିଡିଆକୁ ରାଜନୈତିକ ମଞ୍ଚ ଭାବେ ବ୍ୟବହାର କରି ଆସୁଛନ୍ତି । ପ୍ରଥମେ ‘ଧୃତରାଷ୍ଟ୍ର’ ଓ ‘ଭଣ୍ଡ ସନ୍ନ୍ୟାସୀ’ ପୋଷ୍ଟ ବେଶ୍ ଭାଇରାଲ୍ ହୋଇଥିଲା, ଯେଉଁଥିରେ ସେ ପାଣ୍ଡିଆନଙ୍କୁ ଟାର୍ଗେଟ୍ କରିଥିଲେ। ତା’ପରେ ସେ ନୂଆପଡ଼ା ପରାଜୟ ପଛର କାରଣକୁ ନେଇ ତାଙ୍କୁ ସିଧା ଟାର୍ଗେଟ କରିଥିଲେ। ସର୍ବଦା ସେ ତାଙ୍କ ପୋଷ୍ଟରେ ‘ତାମିଲ ବାବୁ’ କଥା ଉଠାଇ ପରୋକ୍ଷରେ ପାଣ୍ଡିଆନଙ୍କୁ ଟାର୍ଗେଟ୍ କରୁଥିବା ରାଜନୈତିକ ବିଶ୍ଳେଷକମାନେ ମତ ଦେଉଛନ୍ତି । ତାଙ୍କର ଏହି ନୂଆ କବିତା ପୋଷ୍ଟ ପୁଣି ଥରେ ରାଜନୈତିକ ମହଲରେ ଆଲୋଚନା ହେଉଛି ।

Share197Tweet123
M M

M M

ଆଜିର ପାଗ

Bhubaneswar
March 12, 2026, 8:02 PM
 
S
Mainly clear
27°C
3.6 m/s
Apparent: 29°C
Pressure: 1009 mb
Humidity: 87%
Winds: 3.6 m/s S
Windgusts: 9.5 m/s
UV-Index: 0
Precip.: 0mm /3% / Rain
Sunrise: 5:57 AM
Sunset: 5:54 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

March 9, 2026
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom