• Latest
  • Trending
ହଂକଂର ତାଇପୋରେ ଅନେକ ବହୁମହଲା କୋଠାରେ ଅଗ୍ନିକାଣ୍ଡ ଘଟି ଅତି କମରେ ୪୪ ଜଣଙ୍କର ମୃତ୍ୟୁ

ହଂକଂର ତାଇପୋରେ ଅନେକ ବହୁମହଲା କୋଠାରେ ଅଗ୍ନିକାଣ୍ଡ ଘଟି ଅତି କମରେ ୪୪ ଜଣଙ୍କର ମୃତ୍ୟୁ

Nov-27-2025 09:26 AM IST
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

Feb-03-2026 11:21 PM IST
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

Feb-03-2026 11:17 PM IST
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

Feb-03-2026 11:15 PM IST
ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

Feb-03-2026 11:12 PM IST
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

Feb-03-2026 09:46 AM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
  • About
  • Careers
  • Contact Us
Wednesday, February 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ହଂକଂର ତାଇପୋରେ ଅନେକ ବହୁମହଲା କୋଠାରେ ଅଗ୍ନିକାଣ୍ଡ ଘଟି ଅତି କମରେ ୪୪ ଜଣଙ୍କର ମୃତ୍ୟୁ

by M M
Nov-27-2025 09:26 AM IST
in ଦେଶ ବିଦେଶ
0
ହଂକଂର ତାଇପୋରେ ଅନେକ ବହୁମହଲା କୋଠାରେ ଅଗ୍ନିକାଣ୍ଡ ଘଟି ଅତି କମରେ ୪୪ ଜଣଙ୍କର ମୃତ୍ୟୁ
491
SHARES
1.4k
VIEWS
Share on FacebookShare on Twitter

ହଂକଂର ତାଇପୋ  ଅଞ୍ଚଳରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଅତି କମରେ ୪୪ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଭୟଙ୍କର ଅଗ୍ନିକାଣ୍ଡ ଫଳରେ ଏକାଧିକ ବହୁମହଲା କୋଠା କ୍ଷତିଗ୍ରସ୍ତ ହୋଇଛି। ଏକ ହାଉସିଂ କମ୍ପ୍ଲେକ୍ସରେ ଏହି ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବାରୁ ଅଧିକ ଧନଜୀବନ କ୍ଷତି ହୋଇଛି । ଏହି ଅଗ୍ନିକାଣ୍ଡକୁ ଦଶନ୍ଧି ମଧ୍ୟରେ ସବୁଠାରୁ ବଡ଼ ଭୟଙ୍କର ଘଟଣା ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଉଛି। ୩୨ ମହଲା ବିଶିଷ୍ଟ କୋଠାର ବାହାର ଭାଗରେ ବନ୍ଧା ହୋଇଥିବା  ବାଉଁଶରେ ହଠାତ୍ ନିଆଁ ଲାଗିଯାଇଥିଲା।ଅଗ୍ନିକାଣ୍ଡ ଏତେ ପ୍ରଚଣ୍ଡ ଥିଲା ଯେ ଏହା ଆଖପାଖର ସାତଟି କୋଠାକୁ ବ୍ୟାପି ଯାଇଥିଲା।  ଅଗ୍ନିଶମ ସେବା ବିଭାଗକୁ ଉଦ୍ଧୃତ କରି ଜାତୀୟ ଗଣମାଧ୍ୟମ କହିଛି ଯେ ପ୍ରଚଣ୍ଡ ଅଗ୍ନିଶିଖା କାରଣରୁ ଅନେକ ଲୋକ କୋଠା ଭିତରେ ଫସି ରହିଥିଲେ। ନିଆଁର ତୀବ୍ରତା ଏତେ ଅଧିକ ଥିଲା ଯେ ଏହା କିଛି କିଲୋମିଟର ଦୂରରୁ ମଧ୍ୟ ଦେଖାଯାଉଥିଲା। ଏହି ଘଟଣା ସମ୍ପର୍କରେ ପୁଲିସ୍ ତଦନ୍ତ ଆରମ୍ଭ କରିଛି ଏବଂ ଅଗ୍ନିକାଣ୍ଡ ଘଟାଇବା ସନ୍ଦେହରେ ତିନି ଜଣ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି।ହି ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ବାତାବରଣ ସୃଷ୍ଟି କରିଛି। ତାଇ ପୋ ହେଉଛି ହଂକଂର ଉତ୍ତର ଭାଗରେ ଥିବା ଏକ ଛୋଟ ସହର ଦ୍ବୀପ ଯାହା ଚୀନର ପ୍ରମୁଖ ସହର ସେନଜେନ  ସୀମା ନିକଟରେ ଅବସ୍ଥିତ।

Share196Tweet123
M M

M M

ଆଜିର ପାଗ

Bhubaneswar
February 4, 2026, 1:35 PM
 
NE
Overcast
29°C
2.9 m/s
Apparent: 29°C
Pressure: 1016 mb
Humidity: 42%
Winds: 2.9 m/s NE
Windgusts: 7.1 m/s
UV-Index: 6.35
Precip.: 0mm /0% / Rain
Sunrise: 6:21 AM
Sunset: 5:39 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

February 3, 2026
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

February 3, 2026
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

February 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom