• Latest
  • Trending
କ’ଣ ରହିବ ଆଜିର ରାଶିଫଳ

କ’ଣ ରହିବ ଆଜିର ରାଶିଫଳ

Nov-29-2025 08:24 AM IST
odisha.newsroom.in

ତାମିଲନାଡୁରେ ‘ବିଜୟ’ ସରକାର…୧୧୮ ବିଧାୟକଙ୍କ ସମର୍ଥନ ମାଗିଲେ ରାଜ୍ୟପାଳ…

May-06-2026 06:03 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
odisha.newsroom.in

ମହୁ ସଂଗ୍ରହ କରିବାକୁ ପଥର ଖୋଲରେ ମୁଣ୍ଡ ପୂରାଇଦେଲେ ନାବାଳକ …କାଢ଼ିବାକୁ ଅଗ୍ନିଶମବାହିନୀ ନାକେଦମ

May-06-2026 03:58 PM IST
odisha.newsroom.in

TVK ମୁଖ୍ୟ ବିଜୟଙ୍କ ଗାଡ଼ି ନମ୍ବର TN 07 CM 2026…କଣ ରହସ୍ୟ ?

May-06-2026 12:24 PM IST
odisha.newsroom.in

ଏବେ ବି ନିଜ ଜିଦରେ ଅଟଳ ମମତା…ଜାଣନ୍ତୁ ବେଙ୍ଗଲରେ ଆଗକୁ କଣ ହେବ ?

May-06-2026 11:34 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କୁ କଂଗ୍ରେସର ସମର୍ଥନ: ଜାଣନ୍ତୁ କଣ ରଖିଲା ସର୍ତ୍ତ

May-06-2026 10:49 AM IST
odisha.newsroom.in

ମଝି ଆକାଶରେ ଆତଙ୍କ: ଇଣ୍ଡିଗୋ ବିମାନ ଭିତରେ ଫାଟିଲା ପାୱାରବ୍ୟାଙ୍କ

May-06-2026 10:17 AM IST
Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

May-06-2026 09:50 AM IST
odisha.newsroom.in

“ଇସ୍ତଫା ଦେବାର ପ୍ରଶ୍ନ ଉଠୁନି, ମୁଁ ନିର୍ବାଚନ ହାରିନି”…ପରାଜୟ ପରେ ମମତାଙ୍କ ବଡ଼ ବୟାନ…

May-05-2026 05:43 PM IST
odisha.newsroom.in

ଶେଷ ହେଲା ମମତାଙ୍କ ‘ଆଳୁ ପଲିଟିକ୍ସ’: ଓଡ଼ିଶାକୁ ଏବେ ସହଜରେ ଆସିବ ପଶ୍ଚିମବଙ୍ଗ ଆଳୁ

May-05-2026 04:07 PM IST
  • About
  • Careers
  • Contact Us
Wednesday, May 6, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ ରହିବ ଆଜିର ରାଶିଫଳ

by M M
Nov-29-2025 08:24 AM IST
in ଆପଣଙ୍କ ଭାଗ୍ୟ
0
କ’ଣ ରହିବ ଆଜିର ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ: ଭବିଷ୍ୟତ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଅଫିସରେ କାର୍ଯ୍ୟଭାରରୁ ଆରାମ ପାଇବେ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ବେପାରରେ ପ୍ରଚୁର ଲାଭ ପାଇବେ। ‌

ବୃଷ: ସବୁ କାମ ସୁଚାରୁରୂପେ ହୋଇଯିବ। ଜୀବନସାଥୀଙ୍କର ସଂପୂର୍ଣ୍ଣରୂପେ ସହଯୋଗ ପାଇବେ। ଅଫିସରେ କୌଣସି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ। ‌

ମିଥୁନ: କୌଣସି ବିଶେଷ ନିବେଶ ସମ୍ବନ୍ଧରେ ତୁରନ୍ତ ନିର୍ଣ୍ଣୟ ନିଅନ୍ତୁ। ମିଡ଼ିଆ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିମାନେ ବ୍ୟସ୍ତତାରେ ରହିବେ। କୌଣସି ଧାର୍ମିକ କାର୍ଯ୍ୟ ସଂପନ୍ନ ହେବ। ସମାଜରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ। ‌

କର୍କଟ: ଆପଣଙ୍କ ସହିତ ଭଲ ହିଁ ଭଲ ହେବ। ବ୍ୟବସାୟରେ ଲାଭ ଆପଣଙ୍କ ଆଶାକୁ ଟପି ଯିବ। ଅନାବଶ୍ୟକ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ।

ସିଂହ: ଇଚ୍ଛା ପୂରା କରିବା ପ୍ରୟାସରେ ସଫଳ ହେବେ। ନୂଆ ଜମି କିଣିବା ଲାଗି ଦିନଟି ଶୁଭ। ପରିବାର ଲୋକଙ୍କ ସହଯୋଗ ପାଇବେ। ଯୁବକ ନିଜର ଭବିଷ୍ୟତକୁ ନେଇ ସଜାଗ ରହିବେ।

କନ୍ୟା: ଆପଣ ନିଜକୁ ଆରାମ ଅନୁଭବ କରିବେ। ଅଫିସରେ ସହକର୍ମୀଙ୍କ ସହିତ ବନ୍ଧୁତା ହେବ। ଲୁଗା ବ୍ୟବସାୟୀଙ୍କ ଲାଗି ଦିନଟି ଲାଭଦାୟକ ହେବ। ସନ୍ତାନ ପକ୍ଷରୁ ଖୁସି ଖବର ପାଇବେ।

ତୁଳା: ସଠିକ୍ ଫଇସଲା ଆପଣଙ୍କ ଜୀବନକୁ ସୁନ୍ଦର କରିବ। ଘରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପିଲାଙ୍କୁ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ମିଳିବ। ଶିକ୍ଷକଙ୍କ ଲାଗି ଦିନଟି ଭଲ। ବେପାରୀଙ୍କୁ ଆୟର ନୂଆ ଉତ୍ସ ମିଳିବ।

ବିଛା: ଅକାରଣରେ ସୃଷ୍ଟି ହୋଇଥିବା ସମସ୍ୟା ସମାପ୍ତ ହୋଇଯିବ। ବିବେକରେ କାମ କଲେ ବାଜି ଆପଣଙ୍କ ପକ୍ଷରେ ହେବ। ଅଫିସରେ ଆପଣଙ୍କୁ କୌଣସି ଭଲ ଖବର ମିଳିବ। ପ୍ରେମ ଜୀବନ ଭଲ ରହିବ।

ଧନୁ: ଯେଉଁ କାମ ଆରମ୍ଭ କରିବେ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ ହୋଇଯିବ। ନୂଆ ଯୋଜନା ପ୍ରସ୍ତୁତ କରିବା ଲାଗି ଦିନଟି ଅନୁକୂଳ। ରାଜନୀତିକ ଲୋକଙ୍କୁ କୌଣସି ବିଶେଷ ଉପଲବ୍ଧି ମିଳିବ।

ମକର: ନୂଆ ଚୁକ୍ତିବଦ୍ଧ କାର୍ଯ୍ୟ ମିଳିବାର ସମ୍ଭାବନା। କୌଣସି ଧାର୍ମିକ କାର୍ଯ୍ୟରେ ସାମିଲ ହୋଇପାରନ୍ତି। ସୁଖଦ ଖବର ମିଳିବା ଯୋଗୁଁ ମନ ପ୍ରସନ୍ନ ରହିବ। କାର୍ଯ୍ୟକ୍ଷେତ୍ରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ କର୍ମଚାରୀମାନଙ୍କ ସହିତ ତାଳମେଳ ବଜାୟ ରଖି‌ବେ। ବ୍ୟବସାୟ ସମ୍ବନ୍ଧୀୟ କାମ ସମୟ ଅନୁକୂଳ। ଚାକିରିଆଙ୍କର ପଦୋନ୍ନତି ଯୋଗ ରହିଛି। ସ୍ବାସ୍ଥ୍ୟ ପାଇଁ ଖର୍ଚ୍ଚ କରିବେ।

ମୀନ: ବ୍ୟବସାୟ ବୃଦ୍ଧି ଲାଗି ନୂଆ କୌଶଳ ଗ୍ରହଣ କରିବେ। ଲେଖକ ନୂଆ ରଚନା ଆରମ୍ଭ କରିବେ। ରାଜନୀତିରେ ଯୋଗାଯୋଗ ଭଲ ରହିବ। ବୈବାହିକ ଜୀବନରେ ମଧୁରତା ଆସିବ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 6, 2026, 10:54 PM
 

SSW
Clear sky
27°C
2.8 m/s
Apparent: 30°C
Pressure: 1009 mb
Humidity: 94%
Winds: 2.8 m/s SSW
Windgusts: 9.1 m/s
UV-Index: 0
Precip.: 0mm /55% / Rain
Sunrise: 5:14 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom