• Latest
  • Trending
ଭଦ୍ରକ ରାଜନୀତିରେ କମ୍ପନ: ଗୋଟିଏ ଦିନରେ ବିଜେଡି ଛାଡ଼ିଲେ ୩ ବ୍ଲକ୍‌ ଅଧ୍ୟକ୍ଷ

ଭଦ୍ରକ ରାଜନୀତିରେ କମ୍ପନ: ଗୋଟିଏ ଦିନରେ ବିଜେଡି ଛାଡ଼ିଲେ ୩ ବ୍ଲକ୍‌ ଅଧ୍ୟକ୍ଷ

Nov-30-2025 02:54 PM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
  • About
  • Careers
  • Contact Us
Tuesday, February 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଭଦ୍ରକ ରାଜନୀତିରେ କମ୍ପନ: ଗୋଟିଏ ଦିନରେ ବିଜେଡି ଛାଡ଼ିଲେ ୩ ବ୍ଲକ୍‌ ଅଧ୍ୟକ୍ଷ

by M M
Nov-30-2025 02:54 PM IST
in ବଡ଼ ଖବର
0
ଭଦ୍ରକ ରାଜନୀତିରେ କମ୍ପନ: ଗୋଟିଏ ଦିନରେ ବିଜେଡି ଛାଡ଼ିଲେ ୩ ବ୍ଲକ୍‌ ଅଧ୍ୟକ୍ଷ
491
SHARES
1.4k
VIEWS
Share on FacebookShare on Twitter

ଭଦ୍ରକ: ଭଦ୍ରକରେ  ବିଜେଡି ଗଡ଼ ଭାଙ୍ଗୁଛି ।  ବିଜୁ ଜନତା ଦଳ (BJD)ରେ ବଡ଼ ଧରଣର କମ୍ପନ ସୃଷ୍ଟି ହୋଇଛି। ଗୋଟିଏ ଦିନରେ ବିଜେଡି ସମର୍ଥିତ ତିନି ଜଣ ବ୍ଲକ୍‌ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେବା ପରେ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି ହୋଇଛି। ଭଦ୍ରକ ଜିଲ୍ଲା ରାଜନୀତିରେ ଏହି ଘଟଣାକୁ ନେଇ ବିଧାୟକ ସଞ୍ଜୀବ ମଲ୍ଲିକ ଓ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ରାଜନୈତିକ ପତିଆରା ଏବେ କାଠଗଡ଼ାରେ।

ବିଜେଡିରୁ ଇସ୍ତଫା

ପ୍ରଥମେ ବନ୍ତ ବ୍ଲକ୍‌ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ ଦଳରୁ ଇସ୍ତଫା ଦେଇଥିଲେ। ଏହା ପରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ନିଲମ୍ବିତ କରାଯାଇଥିବା ରାଜ୍ୟ ଉପସଭାପତି ପ୍ରତାପ ଜେନା ସୂଚନା ଦେଇଛନ୍ତି। ମନୋରଞ୍ଜନ ଘଡ଼େଇଙ୍କ ଇସ୍ତଫା ପରେ ପରେ ଭଣ୍ଡାରିପୋଖରୀ ଓ ଭଦ୍ରକ ବ୍ଲକ୍‌ର ଅଧ୍ୟକ୍ଷା ମଧ୍ୟ ବିଜେଡି ଛାଡ଼ିଛନ୍ତି।  କିଛିଦିନ ହେବ ବନ୍ତ, ଭଣ୍ଡାରିପୋଖରୀ, ବାସୁଦେବପୁର ଓ ଭଦ୍ରକ ବ୍ଲକ ଅଧ୍ୟକ୍ଷମାନେ ବିଜେଡି ଛାଡ଼ି ବିଜେପିରେ ମିଶିବା ନେଇ ଚର୍ଚ୍ଚା ହେଉଥିଲା। ବିଜେଡିର ଏହି କ୍ଷତି ଆଗାମୀ ଦିନରେ ବଢ଼ିବାର ସମ୍ଭାବନା ଥିବାରୁ ରାଜନୀତି ସରଗରମ ହୋଇଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
February 3, 2026, 3:12 AM
 
NNW
Clear sky
18°C
0.8 m/s
Apparent: 22°C
Pressure: 1017 mb
Humidity: 85%
Winds: 0.8 m/s NNW
Windgusts: 5.7 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom