• Latest
  • Trending
ବିରାଟଙ୍କ ୫୩ତମ ଶତକ, ରୁତୁରାଜଙ୍କ ପ୍ରଥମ ଶତକ

ବିରାଟଙ୍କ ୫୩ତମ ଶତକ, ରୁତୁରାଜଙ୍କ ପ୍ରଥମ ଶତକ

Dec-03-2025 06:03 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ବିରାଟଙ୍କ ୫୩ତମ ଶତକ, ରୁତୁରାଜଙ୍କ ପ୍ରଥମ ଶତକ

by M M
Dec-03-2025 06:03 PM IST
in ଖେଳ
0
ବିରାଟଙ୍କ ୫୩ତମ ଶତକ, ରୁତୁରାଜଙ୍କ ପ୍ରଥମ ଶତକ
494
SHARES
1.4k
VIEWS
Share on FacebookShare on Twitter

ଦକ୍ଷିଣ ଆଫ୍ରିକା ବିପକ୍ଷରେ  ଭାରତୀୟ ଦଳ ଏକ ବଡ଼ ସ୍କୋର ଛିଡ଼ା କରି ଦକ୍ଷିଣ ଆଫ୍ରିକା ସମ୍ମୁଖରେ ଏକ ବିଶାଳ ଟାର୍ଗେଟ୍ ରଖିଛି। ଟସ୍ ହାରି ବ୍ୟାଟିଂ କରିଥିବା ଭାରତର ଦୁଇ ଓପନର ରୋହିତ ଓ ଜୟସ୍ଵାଲ ୪୦ ରନ ଯୋଡ଼ିଥିଲେ। ରୋହିତ ୮ ବଲରୁ ୧୪ ରନ କରିଥିଲେ । ଯଶସ୍ଵୀ ଜୟସ୍ଵାଲ ମିଳିଥିବା ସୁଯୋଗର ଫାଇଦା ଉଠାଇ ପାରି ନ ଥିଲେ। ସେ ୨୨ ରନ କରି ଆଉଟ୍ ହୋଇଥିଲେ। ଏହା ପରେ ବିରାଟ କୋହଲି ଓ ଋତୁରାଜ ଗାଏକ୍ଵାଡ଼ ଇନିଂସ ସମ୍ଭାଳିଥିଲେ। ଆଜି ଋତୁରାଜ ଗାଏକ୍ଵାଡ଼ ଭଲ ଫର୍ମରେ ନଜର ଆସିଥିଲେ। ଦୁଇ ବ୍ୟାଟର ବିପକ୍ଷ ବୋଲରଙ୍କ ପ୍ରହାର କରି ନିଜର ଶତକ ପୂରଣ କରିଥିଲେ। ଗାଏକ୍ଵାଡ଼ ପ୍ରଥମ ଦିନିକିଆ ହାସଲ କରିଥିବା ବେଳେ କୋହଲି ସିରିଜରେ ଲଗାତାର ଦ୍ଵିତୀୟ ଶତକ ହାସଲ କରିଛନ୍ତି। କୋହଲିଙ୍କ ଏହା ୫୩ତମ ଦିନିକିଆ ଶତକ। ଦୁଇ ବ୍ୟାଟର ତୃତୀୟ ଓ୍ଵିକେଟରେ ୧୯୫ ରନ ଯୋଡ଼ି ଦଳର ସ୍କୋରକୁ ୨୫୭ ସ୍କୋରରେ ପହଞ୍ଚାଇଥିଲେ। ତେବେ ଶତକ ହାସଲ କରିବା ପରେ ପରେ ଦୁଇ ବ୍ୟାଟର ଅଳ୍ପ ବ୍ୟବଧାନରେ ଆଉଟ୍ ହୋଇଥିଲେ।

ଗାଏକ୍ଵାଡ଼ ୮୩ ବଲରୁ ୧୨ ଚୌକା ଓ ୨ ଛକା ସହ ୧୦୫ ରନ କରିଥିଲେ। କୋହଲି ୯୩ ବଲରୁ ୭ ଚୌକା ଓ ୨ ଛକା ସହ ୧୦୨ ରନ କରିଥିଲେ। ଏହା ପରେ କେଏଲ ରାହୁଲ ପୁଣି ଥରେ ଅଧିନାୟକତ୍ଵ ଇନିଂସ ଖେଳିଛନ୍ତି। କ୍ରମାଗତ ଅର୍ଦ୍ଧଶତକ ହାସଲ କରି ୪୩ ବଲରୁ ୬ ଚୌକା ଓ ୨ ଛକା ସହ ୬୬ ରନର ଅପରାଜିତ ଇନିଂସ ଖେଳିଛନ୍ତି। ରବୀନ୍ଦ୍ର ଜାଡ଼େଜା ୨୪ ରନ କରିଥିଲେ। ଭାରତ ୫ ଓ୍ଵିକେଟ୍ ହରାଇ ୩୫୮ ରନ କରିଛି।

ରାୟପୁରର ଶହୀଦ ବୀର ନାରାୟଣ ସିଂ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତର ଆରମ୍ଭ କିଛିଟା ମନ୍ଥର ଥିଲା, ପ୍ରଥମେ ରୋହିତ, ପରେ ଜୟସ୍ବାଲ ଆଉଟ ହେବା ପରେ କ୍ରିଜରେ ଯୋଡି ହୋଇଥିବା ବିରାଟ କୋହଲି ଏବଂ ରୁତୁରାଜ ଗାଏକୱାଡ ଧୈର୍ଯ୍ୟର ସହ ଇନିଂସକୁ ଆଗେଇ ନେଇଥିଲେ।

 

Share198Tweet124
M M

M M

ଆଜିର ପାଗ

Bhubaneswar
February 2, 2026, 4:20 AM
 

N
Overcast
19°C
0.6 m/s
Apparent: 23°C
Pressure: 1018 mb
Humidity: 88%
Winds: 0.6 m/s N
Windgusts: 6.5 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom