• Latest
  • Trending
ଉତ୍ସବ ମୁଖର ବାରବାଟୀ: ଟି-୨୦ ମହାସମର ପାଇଁ ପ୍ରସ୍ତୁତି ଶେଷ

ଉତ୍ସବ ମୁଖର ବାରବାଟୀ: ଟି-୨୦ ମହାସମର ପାଇଁ ପ୍ରସ୍ତୁତି ଶେଷ

Dec-08-2025 09:32 AM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ଉତ୍ସବ ମୁଖର ବାରବାଟୀ: ଟି-୨୦ ମହାସମର ପାଇଁ ପ୍ରସ୍ତୁତି ଶେଷ

ଖେଳାଳିଙ୍କୁ ଭବ୍ୟ ସ୍ୱାଗତ

by M M
Dec-08-2025 09:32 AM IST
in ଖେଳ
0
ଉତ୍ସବ ମୁଖର ବାରବାଟୀ: ଟି-୨୦ ମହାସମର ପାଇଁ ପ୍ରସ୍ତୁତି ଶେଷ
494
SHARES
1.4k
VIEWS
Share on FacebookShare on Twitter

କଟକ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆସନ୍ତାକାଲି ଟି-୨୦ ମହାସମର । ଡିସେମ୍ବର ୯ରେ, ବାରବାଟୀ ଷ୍ଟାଡିୟମ୍‌ରେ ଆୟୋଜିତ ହେବାକୁ ଥିବା ଏହି ହାଇ-ଭୋଲଟେଜ୍ ଟି-୨୦ ମ୍ୟାଚ୍ ପାଇଁ କଟକ ସହର ଏବେ ସମ୍ପୂର୍ଣ୍ଣ ଉତ୍ସବ ମୁଖର ।  ଉଭୟ ଦଳର ଖେଳାଳିମାନେ ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି ।  ଖେଳାଳିମାନଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ହୋଟେଲକୁ ନିଆଯିବା ପରେ ସେଠାରେ ଭବ୍ୟ ସ୍ୱାଗତ କରାଯାଇଛି। ଆଜି ଷ୍ଟାଡିୟମ ଯାଇ ପ୍ରାକ୍ଟିସ କରିବେ ଖେଳାଳି ।

ଦର୍ଶକଙ୍କ ମଧ୍ୟରେ ଉତ୍କଣ୍ଠା

ଐତିହାସିକ ବାରବାଟୀରେ ଆନ୍ତର୍ଜାତୀୟ ମ୍ୟାଚ୍ ଅନୁଷ୍ଠିତ ହେଉଥିବାରୁ ଦର୍ଶକଙ୍କ ମଧ୍ୟରେ ଉତ୍କଣ୍ଠା ଚରମ ସୀମାରେ ପହଞ୍ଚିଛି। ପ୍ରଶଂସକମାନେ ଟିମ୍ ଇଣ୍ଡିଆ ଏବଂ ପ୍ରିୟ ଖେଳାଳିମାନଙ୍କୁ ଦେଖିବାକୁ ଉତ୍ସାହର ସହ ଅପେକ୍ଷା କରିଛନ୍ତି। ମ୍ୟାଚ୍‌କୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ପାର୍କିଂ ସୁବିଧା: ଦର୍ଶକଙ୍କ ସୁବିଧା ପାଇଁ ମୋଟ୍ ୬ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି । ସାଧାରଣ ଦର୍ଶକଙ୍କ ପାଇଁ ତଳ ବାଲିଯାତ୍ରା ପଡ଼ିଆ, ଭିଆଇପିଙ୍କ ପାଇଁ ଉପର ବାଲିଯାତ୍ରା ପଡ଼ିଆ, ଏବଂ ଓସିଏ ସଦସ୍ୟଙ୍କ ପାଇଁ କ୍ରିକେଟ୍ ଏକାଡେମୀ ପଡ଼ିଆରେ ପାର୍କିଂର ବ୍ୟବସ୍ଥା କରାଯାଇଛି।

ମୁଖ୍ୟମନ୍ତ୍ରୀ ଦେଖିବେ ମ୍ୟାଚ୍: ଏହି ହାଇ-ଭୋଲଟେଜ୍ ମ୍ୟାଚ୍‌ରେ ମୁଖ୍ୟମନ୍ତ୍ରୀ ନିଜେ ଉପସ୍ଥିତ ରହି ପୂରା ମ୍ୟାଚ୍‌କୁ ଉପଭୋଗ କରିବେ ବୋଲି ସୂଚନା ମିଳିଛି ।

ନେଟ୍ ପ୍ରାକ୍ଟିସ୍ ଓ ଖେଳାଳିଙ୍କ ପ୍ରସ୍ତୁତି

OCA ସଭାପତି ପଙ୍କଜ ଲୋଚନ ମହାନ୍ତିଙ୍କ ସୂଚନା ଅନୁଯାୟୀ, ଉଭୟ ଦଳ ନେଟ୍ ପ୍ରାକ୍ଟିସ୍ ପାଇଁ ଆଜି ପଡ଼ିଆକୁ ଓହ୍ଲାଇବେ ।  ସୋମବାର ଦିନ ସାଢ଼େ ୧୧ଟାରେ ଭାରତୀୟ ଦଳର ନେଟ୍ ପ୍ରାକ୍ଟିସ୍ ବାରବାଟୀରେ ଅନୁଷ୍ଠିତ ହେବ।  ଦକ୍ଷିଣ ଆଫ୍ରିକା ଟିମ୍ ସନ୍ଧ୍ୟାରେ ଫ୍ଲଡ୍ ଲାଇଟ୍ ତଳେ ଅଭ୍ୟାସ କରିବ।  ପ୍ରାକ୍ଟିସ୍ ଦେଖିବା ପାଇଁ ଦୁଇଟି ଗ୍ୟାଲେରୀକୁ ଖୋଲା ରଖାଯିବାର ବ୍ୟବସ୍ଥା କରାଯାଇଛି।  ରବିବାର ଦିନ ଷ୍ଟାର୍ ଖେଳାଳି ହାର୍ଦ୍ଦିକ ପାଣ୍ଡ୍ୟା ବାରବାଟୀ ଯାଇ ସ୍ୱତନ୍ତ୍ର ଅଭ୍ୟାସ କରିଥିଲେ । ସମଗ୍ର କଟକ ଓ ଭୁବନେଶ୍ୱରରେ କ୍ରିକେଟ୍ କ୍ରେଜ୍ ବଢ଼ିଯାଇଛି । ଆସନ୍ତାକାଲି ବାରବାଟୀ ଷ୍ଟାଡିୟମ୍‌ରେ ଏହି ଦୁଇ ବଡ଼ ଟିମ୍‌ର ମୁକାବିଲା ଦେଖିବାକୁ କ୍ରୀଡ଼ାପ୍ରେମୀମାନେ ଅପେକ୍ଷା କରିଛନ୍ତି।

Share198Tweet124
M M

M M

ଆଜିର ପାଗ

Bhubaneswar
February 2, 2026, 3:03 AM
 
NW
Overcast
19°C
0.6 m/s
Apparent: 23°C
Pressure: 1017 mb
Humidity: 90%
Winds: 0.6 m/s NW
Windgusts: 6.6 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom