• Latest
  • Trending
ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

Dec-08-2025 04:51 PM IST
odisha.newsroom.in

ସାଙ୍ଘାତିକ ଝଟକା…ଟ୍ରମ୍ପଙ୍କ ଯୁଦ୍ଧ ନୀତିକୁ ପାଗଳାମି କହିଲା ୟୁଏସ ସିନେଟ

Mar-27-2026 06:25 PM IST
odisha.newsroom.in

ଲିଭ୍-ଇନ୍ ରିଲେସନ ଉପରେ ହାଇକୋର୍ଟ ଦେଲେ ବଡ଼ ରାୟ, କହିଲେ…

Mar-27-2026 04:41 PM IST
odisha.newsroom.in

ଟ୍ରମ୍ପଙ୍କ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ଭୟଙ୍କର ସର୍ତ୍ତ

Mar-27-2026 03:57 PM IST
odisha.newsroom.in

ସାମ୍ନାକୁ ଆସିଲା ଖାମନେଇଙ୍କ ମୃତ୍ୟୁର କିଛି ସମୟ ପୂର୍ବର ଫଟୋ

Mar-27-2026 02:34 PM IST
odisha.newsroom.in

ଏମିତି କରନ୍ତୁ ଶୋଇବା ଘର ଡିଜାଇନ…ନିଶ୍ଚୟ ଆସିବ ସୁଖନିଦ୍ରା

Mar-27-2026 01:07 PM IST
odisha.newsroom.in

ମହଳାଙ୍କୁ ହୋଟେଲ ନେଇ କହିଲା, ମୁଁ ଶିବଙ୍କ ଅବତାର ଆଉ ତୁମେ ସାକ୍ଷାତ ପାର୍ବତୀ…ତାପରେ…

Mar-27-2026 12:37 PM IST
odisha.newsroom.in

ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା…ସତର୍କ ସୂଚନା ଜାରି

Mar-27-2026 12:09 PM IST
odisha.newsroom.in

ଆଜି ରାମନବମୀ…ସାରା ଜଗତ ରାମମୟ…ଶୁଭୁଛି ଜୟ ଶ୍ରୀରାମ ନାରା

Mar-27-2026 11:46 AM IST
odisha.newsroom.in

ପେଟ୍ରୋଲ ଓ ଡିଜେଲ ଉପରୁ ସରକାର କମାଇଲେ ଟ୍ୟାକ୍ସ, କମିବ ଦର ?

Mar-27-2026 11:22 AM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-27-2026 08:32 AM IST
  • About
  • Careers
  • Contact Us
Friday, March 27, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

by M M
Dec-08-2025 04:51 PM IST
in ରାଜନୀତି, ରାଜ୍ୟ
0
ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି
491
SHARES
1.4k
VIEWS
Share on FacebookShare on Twitter

ରାଜ୍ୟ କଂଗ୍ରେସ ପକ୍ଷରୁ ବାଚସ୍ପତି ସୁରମା ପାଢ଼ୀଙ୍କୁ ଚିଠି ଲେଖାଯାଇଛି । 6 ଡିସେମ୍ବରରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଲେଖାଯାଇଥିବା ଏହି ଚିଠିରେ ସମସ୍ତ ପ୍ରକାର ଉଚ୍ଚଶିକ୍ଷା (ବୈଷୟିଦ/ ମେଡିକାଲ | ବୃତ୍ତିଗତ) ଏବଂ ସରକାରୀ ନିଯୁକ୍ତିରେ ସଂରକ୍ଷଣ ତୁରନ୍ତ ଲାଗୁ କରିବାକୁ କୁହାଯାଇଛି । ଏହା ସହ  “ସଂଖ୍ୟାନୁପାତିକ ସଂରକ୍ଷଣ ବ୍ୟବସ୍ଥା”କୁ “ସମ୍ବିଧାନର ନବମ ସୂଚୀ” ରେ ସାମିଲ କରିବାପାଇଁ ଆବଶ୍ୟକୀୟ ପଦକ୍ଷେପ ତୁରନ୍ତ ଗ୍ରହଣ କରିବାକୁ ଅନୁରୋଧ କରାଯାଇଛି ।

ଚିଠିରେ ଦର୍ଶାଯାଇଛି ଯେ ଓଡ଼ିଶାର ସମୁଦାୟ ଜନସଂଖ୍ୟାର ପ୍ରାୟ ୯୪ ପ୍ରତିଶତ ପଛୁଆବର୍ଗ (ଓବିସି ଓ ଏସ୍‌ଇବିସି ୫୪ ପ୍ରତିଶତ, ଅନୁସୂଚିତ ଜାତି ଓ ଜନଜାତି ୪୦ ପ୍ରତିଶତ) ଅଟନ୍ତି। ସମ୍ବିଧାନର ୧୬୪(୧) ଧାରା ଅନୁଯାୟୀ ଓଡ଼ିଶାର ଉକ୍ତ ବର୍ଗଙ୍କୁ ଏକ ବିଶେଷ ସୁବିଧା ଦେବାପାଇଁ ବ୍ୟବସ୍ଥା ଥ‌ିବା ସତ୍ତ୍ବେ ଏହି ବର୍ଗ ସେମାନଙ୍କ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ହୋଇଆସିଛନ୍ତି। ଏ ବିଷୟକୁ ଅତ୍ୟନ୍ତ ଗୁରୁତ୍ଵର ସହ ବିଚାରକୁ ନେଇ ଓଡ଼ିଶା ବିଧାନସଭା, ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଦୂରିତ ପଦକ୍ଷେପ ନେବା ପାଇଁ ପ୍ରସ୍ତାବ ଗ୍ରହଣ କରିବାକୁ ଆମେ ଅନୁରୋଧ  ।

ଚିଠିରେ ଦର୍ଶାଯାଇଛି ଯେ ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆୟୋଜିତ “ ସାମାଜିକ ନ୍ୟାୟ ଓ ଓଡ଼ିଶା”” ସମାବେଶରେ ପ୍ରସ୍ତାବ ଗ୍ରହଣ କରୁଛୁ ଯେ “ ଓଡ଼ିଶା ବିଧାନସଭା ରାଜ୍ୟ ସରକାରଙ୍କୁ ସମ୍ବିଧାନର ଅନୁଚ୍ଛେଦ ୧୫ (୪) ଓ ୧୬ (୪) ଅନୁଯାୟୀ ସୁପାରିଶ କରୁଛି ଯେ ରାଜ୍ୟର ଓବିସି/ଏସଇବିସି ଏବଂ ଅନୁସୂଚିତ ଜାତି – ଅନୁସୂଚିତ ଜାତି ବର୍ଗର ସଂଖ୍ୟାନୁପାତିକ ଆଧାରରେ ସମସ୍ତ ପ୍ରକାର ଉଚ୍ଚଶିକ୍ଷା (ବୈଷୟିଦ/ ମେଡିକାଲ | ବୃତ୍ତିଗତ) ଏବଂ ସରକାରୀ ନିଯୁକ୍ତିରେ ସଂରକ୍ଷଣ ତୁରନ୍ତ ଲାଗୁ କରିବା ସଂଗେ ସଂଗେ ଏହି “ସଂଖ୍ୟାନୁପାତିକ ସଂରକ୍ଷଣ ବ୍ୟବସ୍ଥା”କୁ “ସମ୍ବିଧାନର ନବମ ସୂଚୀ” ରେ ସାମିଲ କରିବାପାଇଁ ଆବଶ୍ୟକୀୟ ପଦକ୍ଷେପ ତୁରନ୍ତ ଗ୍ରହଣ କରନ୍ତୁ ” ।

ଏଥନିମନ୍ତେ ରାଜ୍ୟ ସରକାର ବିଧାନସଭାରେ ଏକ ସରକାରୀ ପ୍ରସ୍ତାବ ଆଗତ କରିବା ସହ ତାକୁ ସର୍ବଦଳୀୟ ସମର୍ଥନରେ ଗୃହୀତ କରି କେନ୍ଦ୍ର ସରକାରଙ୍କ ନିକଟକୁ କାର୍ଯ୍ୟାନୁଷ୍ଠାନ ପାଇଁ ବିଧାନସଭାର ଚଳିତ ଅଧୂବେଶନରେ ଗୃହୀତ କରାଇବାକୁ ଅନୁରୋଧ କରିଛି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ।

 

Share196Tweet123
M M

M M

ଆଜିର ପାଗ

Bhubaneswar
March 27, 2026, 9:41 PM
 

SW
Overcast
27°C
1.9 m/s
Apparent: 32°C
Pressure: 1010 mb
Humidity: 97%
Winds: 1.9 m/s SW
Windgusts: 8.1 m/s
UV-Index: 0
Precip.: 7.6mm /35% / Rain
Sunrise: 5:44 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom