• Latest
  • Trending
ଶୀତ ଅଧିବେଶନରେ ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ

ଶୀତ ଅଧିବେଶନରେ ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ

Dec-09-2025 03:49 PM IST
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

Dec-11-2025 07:08 AM IST
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

Dec-11-2025 06:21 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-11-2025 06:11 AM IST
ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

Dec-10-2025 11:01 PM IST
ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

Dec-10-2025 10:19 PM IST
ଓଡ଼ିଶାର ବିକାଶ କରିବ ବିଜେପି

ଓଡ଼ିଶାର ବିକାଶ କରିବ ବିଜେପି

Dec-10-2025 10:02 PM IST
ବାସୁଦେବପୁରରେ ବିଜେଡିର ଗଡ଼ ଦୋହଲିଲା; ବିଷ୍ଣୁବ୍ରତ ରାଉତରାୟଙ୍କ ‘ସଙ୍ଗଠନ ବଞ୍ଚାଅ’ ଉଦ୍ୟମ

ବାସୁଦେବପୁରରେ ବିଜେଡିର ଗଡ଼ ଦୋହଲିଲା; ବିଷ୍ଣୁବ୍ରତ ରାଉତରାୟଙ୍କ ‘ସଙ୍ଗଠନ ବଞ୍ଚାଅ’ ଉଦ୍ୟମ

Dec-10-2025 11:45 AM IST
ଆୟୁଷ୍ମାନ ଭାରତ ଯୋଜନା: କାର୍ଡ ଥାଇ ବି ମାଗଣା ଚିକିତ୍ସା କେତେ ସମ୍ଭବ? ଜାଣନ୍ତୁ ୫ ଲକ୍ଷ ଟଙ୍କାର ସୀମା ଓ ନିୟମ

ଆୟୁଷ୍ମାନ ଭାରତ ଯୋଜନା: କାର୍ଡ ଥାଇ ବି ମାଗଣା ଚିକିତ୍ସା କେତେ ସମ୍ଭବ? ଜାଣନ୍ତୁ ୫ ଲକ୍ଷ ଟଙ୍କାର ସୀମା ଓ ନିୟମ

Dec-10-2025 11:23 AM IST

କ’ଣ କହୁଛି ଆଜିର ରାଶିଫଳ

Dec-10-2025 11:16 AM IST
ବାରବାଟୀରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଦକ୍ଷିଣ ଆଫ୍ରିକାକୁ ହରାଇ ସିରିଜ୍‌ରେ ୧-୦ରେ ଅଗ୍ରଣୀ

ବାରବାଟୀରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଦକ୍ଷିଣ ଆଫ୍ରିକାକୁ ହରାଇ ସିରିଜ୍‌ରେ ୧-୦ରେ ଅଗ୍ରଣୀ

Dec-09-2025 10:09 PM IST
  • About
  • Careers
  • Contact Us
Thursday, December 11, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଶୀତ ଅଧିବେଶନରେ ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ

by M M
Dec-09-2025 03:49 PM IST
in ବଡ଼ ଖବର
0
ଶୀତ ଅଧିବେଶନରେ ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ
492
SHARES
1.4k
VIEWS
Share on FacebookShare on Twitter

ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମୋଟ ୧୧ ଦିନ ଚାଲିବା ପରେ ଆଜି ଶେଷ ହୋଇଛି। ଏହି ଅଧିବେଶନ ବେଶ୍ ଚର୍ଚ୍ଚିତ ଥିଲା, କାରଣ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଧାନସଭାକୁ ସମ୍ବୋଧିତ କରି ବିଧାୟକଙ୍କ ଆଚରଣ ଉପରେ ଗୁରୁତ୍ୱ ଦେଇଥିଲେ। ଶୀତ ଅଧିବେଶନରେ ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ । ଆଜିଠାରୁ ଶୀତକାଳୀନ ଅଧିବେଶନ ଶେଷ ହେଲା। ଏଥର ବିଧାନସଭାର ଶୀତ ଅଧିବେଶନ ବେଶ୍‌ ଚର୍ଚ୍ଚିତ ଥିଲା । କାରଣ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଧାନସଭାକୁ ସମ୍ବୋଧିତ କରିଥିଲେ। ବିଧାୟକମାନେ କେମିତି ଆଚରଣ ଓ ଉଚ୍ଚାରଣ କରିବେ ସେନେଇ ସଚେତନ କରାଇଥିଲେ । ଖାଲି ଏତିକି  ନୁହେଁ ବରଂ ଅତିରିକ୍ତ ବଜେଟ୍‌ ଉପସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହ ଅନେକ ପ୍ରସଙ୍ଗରେ ଶାସକ ଓ ବିରୋଧୀ ବି ଗୃହରେ ମୁହାଁମୁହିଁ ହେବାର ଦେଖାଯାଇଥିଲା । ବିଧାନସଭାର ଶେଷ ଦିନରେ ମାଲକାନଗିରିକୁ ନେଇ କମ୍ପିଥିଲା ଗୃହ । ଶୂନ୍ୟକାଳର ନିଆଁ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ ବିରୋଧୀ । ଗୃହରେ ମାଲକାନାଗିରି ହିଂସା ପ୍ରସଙ୍ଗ ଉଠାଇ ସରକାର ଉପରେ ବର୍ଷିଥିଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜ୍ୟର ଗୋଟିଏ ଅଂଶ  ଜଳୁଥିବା ବେଳେ ଆମେ ଏଠି ନିୟମ ତିଆରି କରୁଛେ ଏହା କେତେ ଠିକ୍ ବୋଲି ପ୍ରଶ୍ନ ଉଠାଇଥିଲେ ରାଜା । ମୁଖ୍ୟମନ୍ତ୍ରୀ ଗୃହକୁ ଆସୁ ନାହାନ୍ତି କି ଏହି ପ୍ରସଙ୍ଗରେ ମୁହଁ ଖୋଲୁନାହାନ୍ତି ।  ଯେମିତି ମଣିପୁର ଜଳୁଥିଲା, ସେମିତି ଏବେ ମାଲକାନଗିରି ଜଳୁଛି । ବେଙ୍ଗଲି କହୁଥିବା ଲୋକ ସମସ୍ତେ ବାଂଲାଦେଶୀ ନୁହନ୍ତି । କିନ୍ତୁ ରାଜ୍ୟରେ ସେଭଳି ବାତାବରଣ ତିଆରି କରାଯାଉଛି ବୋଲି ସରକାରଙ୍କୁ ଦୋଷ ଦେଇଛନ୍ତି ରାଜା ସ୍ୱାଇଁ । ଏଥିସହ ମୁଖ୍ୟମନ୍ତ୍ରୀ ଗୃହରେ ବିବୃତ୍ତି ଦେବାକୁ ବାଚସ୍ପତି ନିର୍ଦ୍ଦେଶ ଦିଅନ୍ତୁ ଏବଂ ତୁରନ୍ତ ହାଉସ କମିଟି ଗଠନ କରାଯାଉ ବୋଲି ସେ କହିଛନ୍ତି । ଆଜି ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି ସରକାର  ତଦନ୍ତ କରିବା ଉଚିତ। ସେ ଆହୁରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ ଓଡ଼ିଶାରେ ବିଜେପି ସରକାର ଆସିଲେ  ଚାବି ହଜିବା ପ୍ରସଙ୍ଗରେ ସିବିଆଇ ତଦନ୍ତ କରାଯିବ। ଯାହା ଅଭିଯୋଗ ହେଉଥିଲା ତାହାର ତଦନ୍ତ କାହିଁକି କରାଯାଉନାହିଁ ବୋଲି ସେ କହିଥିଲେ ।

Share197Tweet123
M M

M M

ଆଜିର ପାଗ

Bhubaneswar
December 11, 2025, 7:56 AM
 

NW
Fog
13°C
0.9 m/s
Apparent: 15°C
Pressure: 1016 mb
Humidity: 86%
Winds: 0.9 m/s NW
Windgusts: 4.7 m/s
UV-Index: 0
Precip.: 0mm /0% / Rain
Sunrise: 6:11 AM
Sunset: 5:07 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

December 11, 2025
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

December 11, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

December 11, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom