• Latest
  • Trending
ବାରବାଟୀରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଦକ୍ଷିଣ ଆଫ୍ରିକାକୁ ହରାଇ ସିରିଜ୍‌ରେ ୧-୦ରେ ଅଗ୍ରଣୀ

ବାରବାଟୀରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଦକ୍ଷିଣ ଆଫ୍ରିକାକୁ ହରାଇ ସିରିଜ୍‌ରେ ୧-୦ରେ ଅଗ୍ରଣୀ

Dec-09-2025 10:09 PM IST
https://odisha.newsroom.in/

ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ

Mar-18-2026 04:14 PM IST
https://odisha.newsroom.in/

କଟକ ବଡ ମେଡିକାଲ ନିଆଁକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ

Mar-18-2026 03:22 PM IST
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

Mar-17-2026 05:13 PM IST
ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

Mar-16-2026 11:47 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Mar-16-2026 11:40 AM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
  • About
  • Careers
  • Contact Us
Thursday, March 19, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ବାରବାଟୀରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଦକ୍ଷିଣ ଆଫ୍ରିକାକୁ ହରାଇ ସିରିଜ୍‌ରେ ୧-୦ରେ ଅଗ୍ରଣୀ

୧୦୧ ରନ୍‌ରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କଲା

by M M
Dec-09-2025 10:09 PM IST
in ଖେଳ
0
ବାରବାଟୀରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଦକ୍ଷିଣ ଆଫ୍ରିକାକୁ ହରାଇ ସିରିଜ୍‌ରେ ୧-୦ରେ ଅଗ୍ରଣୀ
491
SHARES
1.4k
VIEWS
Share on FacebookShare on Twitter

କଟକ, ଡିସେମ୍ବର ୯: ବାରବାଟୀରେ ଭାରତୀୟ କ୍ରିକେଟ୍‌ ଟିମ୍‌ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କର ବିସ୍ଫୋରକ ବ୍ୟାଟିଂ ଓ ବୋଲରଙ୍କ ଦମଦାର ବୋଲିଂ ଫଳରେ ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌କୁ ସୂର୍ଯ୍ୟକୁମାର ଯାଦବଙ୍କ ଟିମ୍‌ ୧୦୧ ରନ୍‌ରେ ଜିତିଛି।

୧୭୬ ରନ୍‌ର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ୧୨.୩ ଓଭରରେ ସମସ୍ତ ୱିକେଟ୍‌ ହରାଇ ୭୪ ରନ୍‌ କରିବାକୁ ସକ୍ଷମ ହୋଇଥିଲା । ଟସ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ  ନିର୍ଦ୍ଧାରିତ ୨୦ ଓଭରରେ ୬ ୱିକେଟ୍‌ ହରାଇ ୧୭୫ ରନ୍‌ ସଂଗ୍ରହ କରିଥିଲା। ଏହି ବିଜୟ ସହିତ ଭାରତ ଶୃଙ୍ଖଳାରେ ୧-୦ରେ ଅଗ୍ରଣୀଲାଭ କରିଛି।

ଭାରତ ଆରମ୍ଭରୁ ବିପର୍ଯ୍ୟୟ ଶିକାର ହୋଇଥିଲା। ଓପନର ଶୁଭମନ ଗିଲ ୨ଟି ବଲ୍‌ ସାମ୍ନା କରି ମାତ୍ର ୪ ରନ୍‌ ସଂଗ୍ରହ କରି  ଆଉଟ ହୋଇଥିଲେ ।  ସୂର୍ଯ୍ୟକୁମାର ଯାଦବ ମଧ୍ୟ କ୍ରିଜ୍‌ରେ ଅଧିକ ସମୟ ରହିପାରି ନଥିଲେ। ସେ ୧୧ଟି ବଲ୍‌କୁ ସାମ୍ନା କରି ଗୋଟିଏ ଚୌକା ଏବଂ ଗୋଟିଏ ଛକା ବଳରେ ବ୍ୟକ୍ତିଗତ ଭାବେ ୧୨ ରନ୍‌ ସଂଗ୍ରହ କରି ଆଉଟ ହୋଇଥିଲେ। ଅଭିଷେକ ଶର୍ମା ୧୭ ରନ୍‌ ସଂଗ୍ରହ କରି ଆଉଟ୍‌ ହୋଇଥିଲେ । ସେ ୧୨ଟି ବଲ୍‌ ଖେଳି ୨ଟି ଚୌକା ଓ ଗୋଟିଏ ଛକା ମାରିଥିଲେ।  ୪ର୍ଥ ୱିକେଟ୍‌ ଭାବେ ତିଲକ ବର୍ମା ଆଉଟ୍‌ ହୋଇଥିଲେ। ସେ ୩୨ଟି ବଲ୍‌ ଖେଳି ୨୬ ରନ୍‌ ସଂଗ୍ରହ କରିଥିଲେ, ଯେଉଁଥିରେ ୨ଟି ଚୌକା ଓ ଗୋଟିଏ ଛକା ସାମିଲ ଥିଲା। ଅକ୍ଷର ପଟେଲ ୨୧ଟି ବଲ୍‌ ଖେଳି ୨୩ ରନ୍‌ ସଂଗ୍ରହ କରି ଦକ୍ଷିଣ ଆଫ୍ରିକାର ୫ମ ଶିକାର ହୋଇଥିଲେ। ୧୭.୧ ଓଭରରେ ଶିବମ ଦୁବେ ୧୧ ରନ୍ କରି ଆଉଟ୍‌ ହୋଇଥିଲେ। ସେ ୨ଟି ଚୌକା ମାରିଥିଲେ।

ଟିମ୍ ଇଣ୍ଡିଆର ଇନିଂସ୍କ କୁ ହାର୍ଦ୍ଦିକ ପାଣ୍ଡ୍ୟା ଚମତ୍କାରୀ ବ୍ୟାଟିଂ ବଳରେ ପୂରା ବଦଳାଇ ଦେଇଥିଲେ।   ହାର୍ଦ୍ଦିକପାଣ୍ଡ୍ୟା ବିସ୍ଫୋରକ ଅର୍ଦ୍ଧଶତକ ହାସଲ କରିଥିଲେ। ହାର୍ଦ୍ଦିକ ଅପରାଜିତ ୫୯ ରନ୍‌ ସଂଗ୍ରହ କରିଥିଲେ। ସେ ୨୮ଟି ବଲ୍‌ ଖେଳି ୬ଟି ଚୌକା ଓ ୪ଟି ଛକା ମାରିଥିଲେ।

ପିଚ୍ ସାମାନ୍ୟ କଷ୍ଟକର ଥିବାରୁ ଅନ୍ୟ ବ୍ୟାଟ୍ସମ୍ୟାନ୍‌ମାନେ ରନ୍ କରିବାକୁ ସଂଘର୍ଷ କରୁଥିବା ବେଳେ, ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୈର୍ଯ୍ୟପୂର୍ଣ୍ଣ ,ଆକ୍ରମଣାତ୍ମକ ପାଳି ଭାରତକୁ ଏକ ସମ୍ମାନଜନକ ସ୍କୋର୍ ଆଡକୁ ନେଇଯାଇଥିଲା। ତାଙ୍କ ଇନିଂସ୍ ଦଳକୁ ଏକ ସାଧାରଣ ସ୍କୋରରୁ ବହୁତ ଉପରକୁ ଉଠାଇବାରେ ସାହାଯ୍ୟ କରିଥିଲା।

ବ୍ୟାଟିଂ ପରେ ଯେତେବେଳେ ବୋଲରମାନେ ପଡିଆକୁ ଆସିଲେ, ସେତେବେଳେ ମ୍ୟାଚ୍ ସମ୍ପୂର୍ଣ୍ଣ ରୂପେ ଭାରତ ସପକ୍ଷରେ ପରିବର୍ତ୍ତନ ହୋଇଯାଇଥିଲା। ଭାରତୀୟ ବୋଲରଙ୍କ ଆଗରେ ଦକ୍ଷିଣ ଆଫ୍ରିକାର ଟପ୍-ଅର୍ଡର ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିଲା। ୫୦ ରନ୍‌ ପୂରଣ ହେବା ପୂର୍ବରୁ ହିଁ ଡି କକ୍, ଷ୍ଟବ୍ସ, ମାର୍କରମ୍ ଏବଂ ମିଲର୍ଙ୍କ ପରି ମୁଖ୍ୟ ଖେଳାଳିମାନେ ଆଉଟ୍ ହୋଇ ପାଭିଲିୟନ୍ ଫେରିଥିଲେ।

କେବଳ ବ୍ରେଭିସ୍ ଏକାକୀ ଗୋଟିଏ ପଟେ ଲଢ଼େଇ ଜାରି ରଖିଥିଲେ, କିନ୍ତୁ ତାଙ୍କ ଚାରିପଟେ ଉଇକେଟ୍ ପତନ ହେବା ଏବଂ ଆବଶ୍ୟକୀୟ ରନ୍ ହାର ଅଧିକ ହେବା କାରଣରୁ ଦକ୍ଷିଣ ଆଫ୍ରିକା ପୂରା ଚେଜ୍ ସମୟରେ ପଛରେ ପଡ଼ି ରହିଥିଲା। ଶେଷରେ ଦକ୍ଷିଣ ଆଫ୍ରିକା ଦଳ ମାତ୍ର ୭୪ ରନ୍‌ରେ ଅଲ୍‌ଆଉଟ୍ ହୋଇଯାଇଥିଲା।

Share196Tweet123
M M

M M

ଆଜିର ପାଗ

Bhubaneswar
March 19, 2026, 1:28 AM
 

S
Overcast
24°C
1.1 m/s
Apparent: 29°C
Pressure: 1011 mb
Humidity: 92%
Winds: 1.1 m/s S
Windgusts: 5.4 m/s
UV-Index: 0
Precip.: 5.1mm /55% / Rain
Sunrise: 5:51 AM
Sunset: 5:57 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
https://odisha.newsroom.in/

ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ

March 18, 2026
https://odisha.newsroom.in/

କଟକ ବଡ ମେଡିକାଲ ନିଆଁକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ

March 18, 2026
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

March 17, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom