• Latest
  • Trending
ଓଡ଼ିଶାର ବିକାଶ କରିବ ବିଜେପି

ଓଡ଼ିଶାର ବିକାଶ କରିବ ବିଜେପି

Dec-10-2025 10:02 PM IST

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

Dec-11-2025 07:38 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

Dec-11-2025 07:10 PM IST
ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

Dec-11-2025 04:33 PM IST
ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

Dec-11-2025 08:36 AM IST
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

Dec-11-2025 07:08 AM IST
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

Dec-11-2025 06:21 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-11-2025 06:11 AM IST
ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

Dec-10-2025 11:01 PM IST
ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

Dec-10-2025 10:19 PM IST
ବାସୁଦେବପୁରରେ ବିଜେଡିର ଗଡ଼ ଦୋହଲିଲା; ବିଷ୍ଣୁବ୍ରତ ରାଉତରାୟଙ୍କ ‘ସଙ୍ଗଠନ ବଞ୍ଚାଅ’ ଉଦ୍ୟମ

ବାସୁଦେବପୁରରେ ବିଜେଡିର ଗଡ଼ ଦୋହଲିଲା; ବିଷ୍ଣୁବ୍ରତ ରାଉତରାୟଙ୍କ ‘ସଙ୍ଗଠନ ବଞ୍ଚାଅ’ ଉଦ୍ୟମ

Dec-10-2025 11:45 AM IST
  • About
  • Careers
  • Contact Us
Thursday, December 11, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଓଡ଼ିଶାର ବିକାଶ କରିବ ବିଜେପି

ସଂଗଠନକୁ ଆହୁରି ମଜ୍‌ଭୁତ କରିବାକୁ ଗୁରୁତ୍ୱ

by M M
Dec-10-2025 10:02 PM IST
in ବଡ଼ ଖବର, ରାଜନୀତି, ରାଜ୍ୟ
0
ଓଡ଼ିଶାର ବିକାଶ କରିବ ବିଜେପି
491
SHARES
1.4k
VIEWS
Share on FacebookShare on Twitter

ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବିକଶିତ ଭାରତ ଓ ସମୃଦ୍ଧ ଓଡ଼ିଶା ଗଠନ କରିବା ପାଇଁ ଭାରତୀୟ ଜନତା ପାର୍ଟି ପ୍ରତିଶ୍ରୁତିବଦ୍ଧ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକୁ ସାଧାରଣ ଲୋକଙ୍କ ପାଖରେ ପହଂଚାଇବା ସହ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକୁ ସଂଗଠନ ସହ ସମନ୍ୱୟ କରି ଦେଶ ଏବଂ ଓଡ଼ିଶାର ବିକାଶ କରିବା ପାଇଁ ବିଭିିନ୍ନ ସମୟରେ ବିଜେପି ପକ୍ଷରୁ କର୍ମଶାଳା ଆୟୋଜନ କରାଯାଇଥାଏ । ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ କାର୍ଯ୍ୟାଳୟରେ ପ୍ରଦେଶସ୍ତରୀୟ ସାଙ୍ଗଠନିକ କର୍ମଶାଳ ଅନୁଷ୍ଠିତ ହୋଇଯାଇଛି ବୋଲି ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ବିରଂଚି ନାରାୟଣ ତ୍ରିପାଠୀ କହଛନ୍ତି ।
ଶ୍ରୀ ତ୍ରିପାଠୀ କହିଛନ୍ତି ଯେ, ଓଡ଼ିଶାବାସୀଙ୍କ ଆଶୀର୍ବାଦ ଭାରତୀୟ ଜନତା ପାର୍ଟି ସହ ଅଛି । ଓଡ଼ିଶାବାସୀ ଏହି ଦଳ ମାଧ୍ୟମରେ ଓଡ଼ିଶାର ଭବିଷ୍ୟତ ଦେଖୁଛନ୍ତି । ଏଥିପାଇଁ ବିଜେପି ନିଷ୍ଠାର ସହ ଲୋକଙ୍କ ସେବା କରୁଛି । ଆଜିର କର୍ମଶାଳା ମାଧ୍ୟମରେ ବିଜେପି ତା’ର ସଂଗଠନକୁ ସର୍ବବ୍ୟାପୀ, ସର୍ବସ୍ପର୍ଶୀ କରାଇବା ପାଇଁ ପ୍ରୟାସ ଜାରି ରଖିଛି । ଦେଶ ଓ ରାଜ୍ୟର ବିକାଶରେ କାର୍ଯ୍ୟକର୍ତାଙ୍କ କିପରି ସହଯୋଗ ରହିବ ସେସମ୍ପର୍କରେ କର୍ମଶାଳାରେ ଆଲୋଚନା କରାଯାଇଥିଲା । ଏଥିରେ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ(ସଂଗଠନ) ଶ୍ରୀ ବି.ଏଲ୍‌.ସନ୍ତୋଷ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟପାଲ ସିଂ ତୋମାର, ସହ ପ୍ରଭାରୀ ଶ୍ରୀମତୀ ଲତା ଉଷେଣ୍ଡି, ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ରାଜ୍ୟ ସାଧାରଣ ସମ୍ପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି ପ୍ରମୁଖ ଯୋଗଦେଇ ବିଜେପିର ଆଗାମୀ ଦିନର ରୋଡ ମ୍ୟାପ୍ ପ୍ରସ୍ତୁତ କରିଥିଲେ । ଏଥିସହ ସଂଗଠନକୁ ଆହୁରି ମଜ୍‌ଭୁତ କରିବା ଉପରେ କର୍ମଶାଳାରେ ଆଲୋଚନା କରିଥିଲେ ବୋଲି ଶ୍ରୀ ତ୍ରିପାଠୀ କହିଛନ୍ତି ।
ଅନ୍ୟମାନଙ୍କ ମଧ୍ୟରେ ଏହି କର୍ମଶାଳାରେ ସମସ୍ତ ରାଜ୍ୟ ପ୍ରଦାଧିକାରୀ, ମୋର୍ଚ୍ଚା ସଭାପତି, ଜିଲ୍ଲା ପ୍ରଭାରୀ, ଜିଲ୍ଲା ସଭାପତିମାନେ ଯୋଗଦେଇଥିଲେ ।

Share196Tweet123
M M

M M

ଆଜିର ପାଗ

Bhubaneswar
December 11, 2025, 9:56 PM
 

SE
Clear sky
18°C
1.1 m/s
Apparent: 15°C
Pressure: 1016 mb
Humidity: 86%
Winds: 1.1 m/s SE
Windgusts: 4.5 m/s
UV-Index: 0
Precip.: 0mm /0% / Rain
Sunrise: 6:11 AM
Sunset: 5:07 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

December 11, 2025
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

December 11, 2025
ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

December 11, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom