• Latest
  • Trending
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

Dec-12-2025 07:14 AM IST
odisha.newsroom.in

ତାମିଲନାଡୁରେ ‘ବିଜୟ’ ସରକାର…୧୧୮ ବିଧାୟକଙ୍କ ସମର୍ଥନ ମାଗିଲେ ରାଜ୍ୟପାଳ…

May-06-2026 06:03 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
odisha.newsroom.in

ମହୁ ସଂଗ୍ରହ କରିବାକୁ ପଥର ଖୋଲରେ ମୁଣ୍ଡ ପୂରାଇଦେଲେ ନାବାଳକ …କାଢ଼ିବାକୁ ଅଗ୍ନିଶମବାହିନୀ ନାକେଦମ

May-06-2026 03:58 PM IST
odisha.newsroom.in

TVK ମୁଖ୍ୟ ବିଜୟଙ୍କ ଗାଡ଼ି ନମ୍ବର TN 07 CM 2026…କଣ ରହସ୍ୟ ?

May-06-2026 12:24 PM IST
odisha.newsroom.in

ଏବେ ବି ନିଜ ଜିଦରେ ଅଟଳ ମମତା…ଜାଣନ୍ତୁ ବେଙ୍ଗଲରେ ଆଗକୁ କଣ ହେବ ?

May-06-2026 11:34 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କୁ କଂଗ୍ରେସର ସମର୍ଥନ: ଜାଣନ୍ତୁ କଣ ରଖିଲା ସର୍ତ୍ତ

May-06-2026 10:49 AM IST
odisha.newsroom.in

ମଝି ଆକାଶରେ ଆତଙ୍କ: ଇଣ୍ଡିଗୋ ବିମାନ ଭିତରେ ଫାଟିଲା ପାୱାରବ୍ୟାଙ୍କ

May-06-2026 10:17 AM IST
Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

May-06-2026 09:50 AM IST
odisha.newsroom.in

“ଇସ୍ତଫା ଦେବାର ପ୍ରଶ୍ନ ଉଠୁନି, ମୁଁ ନିର୍ବାଚନ ହାରିନି”…ପରାଜୟ ପରେ ମମତାଙ୍କ ବଡ଼ ବୟାନ…

May-05-2026 05:43 PM IST
odisha.newsroom.in

ଶେଷ ହେଲା ମମତାଙ୍କ ‘ଆଳୁ ପଲିଟିକ୍ସ’: ଓଡ଼ିଶାକୁ ଏବେ ସହଜରେ ଆସିବ ପଶ୍ଚିମବଙ୍ଗ ଆଳୁ

May-05-2026 04:07 PM IST
  • About
  • Careers
  • Contact Us
Thursday, May 7, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କଣ କହୁଛି ଆଜିର ରାଶିଫଳ

by M M
Dec-12-2025 07:14 AM IST
in ଆପଣଙ୍କ ଭାଗ୍ୟ
0
କଣ କହୁଛି ଆଜିର ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ      ବ୍ୟବସାୟରେ ବଡ଼ ନିଷ୍ପତ୍ତି ନେବାକୁ ପଡ଼ିପାରେ ।    ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ । ପାରିବାରିକ ବିବାଦରୁ ଦୂରେଇ ରୁହନ୍ତୁ ।    ଶିକ୍ଷାର୍ଥୀଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିବ ।

ବୃଷ        ଲକ୍ଷ୍ୟ ପୂରା କରିବାକୁ ନୂଆ ଯୋଜନା କରିବେ । ବ୍ୟବସାୟରେ ଯଥେଷ୍ଟ ଲାଭ ମିଳିବ । କତୃପକ୍ଷ ଅଫିସ କାମରେ ଦୂରସ୍ଥାନକୁ ପଠାଇ ପାରନ୍ତି ।  ଦାମ୍ପତ୍ୟ ଜୀବନ ପ୍ରେମପୂର୍ଣ୍ଣ ରହିବ । ସଫଳତା ପାଇଁ ଯୋଜନା ଜରୁରୀ ।

ମିଥୁନ      ଅଫିସରେ ମତ ରଖିବାକୁ ସୁଯୋଗ ମିଳିବ । କୌଣସି ବିଶେଷ କାମରେ ଲାଭ ମିଳିବା ଯୋଗ ଅଛି ।          ପଇସାକୁ ନେଇ ଚିନ୍ତା ଦୂର ହୋଇପାରେ । ପରିବାରରେ ସୁଖ ଶାନ୍ତି ବୃଦ୍ଧି ହେବ ।          ଆର୍ଥିକ ସ୍ଥିତିରେ ସୁଧାର ଆସିବ ।

କର୍କଟ   ଚାକିରିରେ ଉନ୍ନତିର ଯୋଗ ଅଛି । ବାପାଙ୍କ ସହଯୋଗରେ ନୂଆ କାମ ଆରମ୍ଭ କରିବେ ।     ପରିବାର ଲୋକଙ୍କ ଉତ୍ସାହ ବଜାୟ ରହିବ ।         ଛାତ୍ରଛାତ୍ରୀଙ୍କୁ ଲେଖାପଢ଼ାରେ ସଫଳତା ମିଳିବ ।

ସିଂହ       କାରବାରରେ ଲାଭ ମିଳିବ । ଅଧିକାରୀଙ୍କ ସହ କଥାବାର୍ତ୍ତା ହେବ ।       ଘର ସାମଗ୍ରୀ କିଣିବାରେ ଅଧିକ ଖର୍ଚ୍ଚ ହେବ । ନିଜ ଖୁସି ଉପରେ କାହାରି ନଜର ଲାଗିପାରେ ।       ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବା ଉଚିତ୍ ।

କନ୍ୟା     ଜୀବନରେ ଆଗକୁ ବଢ଼ିବାକୁ ନୂଆ ରାସ୍ତା ଖୋଲିବ । ରାଜନୀତିରେ ଆର୍ଥିକ ଲାଭ ହେବ ।        ବୈବାହିକ ଜୀବନ ଖୁସି ଭରା ରହିବ ।         ସ୍କୁଲ ଜୀବନର ସାଙ୍ଗ ସହିତ ଦେଖା ହେବ ।

ତୁଳା       ମନ ରଚନାତ୍ମକ (Creative) କାମରେ ଲାଗି ରହିବ । କାରବାରରେ ପୁଞ୍ଜି ଲଗାଇବା ପାଇଁ ଭାବିପାରନ୍ତି ।  ଦାମ୍ପତ୍ୟ ସମ୍ବନ୍ଧ ମଧୁର ହେବ ।         ଛାତ୍ରଛାତ୍ରୀଙ୍କୁ ପରିଶ୍ରମର ସଂପୂର୍ଣ୍ଣ ଫଳ ମିଳିବ ।

ବିଛା       ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ । କୌଣସି ନୂଆ ସୁଯୋଗ ମିଳିପାରେ ।     ପାରିବାରିକ ଜୀବନ ଶାନ୍ତିମୟ ହେବ ।           ଲୋକେ ଆପଣଙ୍କ କଥା ଶୁଣିବାକୁ ଉତ୍ସୁକ ରହିବେ । ବାଲ୍ୟବନ୍ଧୁ ସହ ଦେଖା ହେବ ।

ଧନୁ        ମହତ୍ବପୂର୍ଣ୍ଣ ଲୋକଙ୍କ ସହ ଯୋଗାଯୋଗ ହେବ । ନୂଆ ଦାୟିତ୍ୱ ନେବାରେ ସଙ୍କୋଚ କରିପାରନ୍ତି ।            ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଭଲ ।     ଛାତ୍ରଛାତ୍ରୀ ପ୍ରତିଯୋଗିତା ପରୀକ୍ଷା ପାଇଁ ପ୍ରସ୍ତୁତ ହେବେ ।

ମକର     କାର୍ଯ୍ୟସୂଚୀ ପରିବର୍ତ୍ତନ କରିପାରନ୍ତି । କୌଣସି ବିଷୟରେ ଭାବୁକ ହେବେ ।       ଆର୍ଥିକ ସ୍ଥିତିରେ ପ୍ରଗତି ହେବ । ବିବାହିତ ଲୋକଙ୍କ ଲାଗି ଦିନଟି ଅବିସ୍ମରଣୀୟ ରହିବ ।         ଭାବୁକତା ଉପରେ ନିୟନ୍ତ୍ରଣ ଆବଶ୍ୟକ ।

କୁମ୍ଭ     ଅଫିସରେ କୌଣସି କାମ ପାଇଁ ସମ୍ମାନିତ କରାଯିବ । ସାମାଜିକ କାର୍ଯ୍ୟ କରିବା ଲାଗି ଇଚ୍ଛା ହେବ ।      ଦାମ୍ପତ୍ୟ ଜୀବନରେ ସୌହାର୍ଦ୍ଦ ବଢ଼ିବ ।            ଆତ୍ମବିଶ୍ୱାସର ସହିତ ଆଗକୁ ବଢ଼ନ୍ତୁ ।

ମୀନ       ବ୍ୟବସାୟ କାମରେ ସହଯୋଗୀର ସାହାଯ୍ୟ ପାଇବେ ।          ସ୍ୱାସ୍ଥ୍ୟ ଠିକ୍ ଓ ସତେଜ ରହିବ ।         କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ । କଳା କ୍ଷେତ୍ରରେ ଥିବା ଲୋକ ନୂଆ କିଛି କରିବାକୁ ଭାବିବେ ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 7, 2026, 12:49 AM
 

SSW
Clear sky
26°C
3.1 m/s
Apparent: 32°C
Pressure: 1007 mb
Humidity: 95%
Winds: 3.1 m/s SSW
Windgusts: 8.9 m/s
UV-Index: 0
Precip.: 0mm /32% / Rain
Sunrise: 5:13 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom