• Latest
  • Trending
ରାଜ୍ୟସ୍ତରୀୟ ଜାତୀୟ ସଡ଼କ ସୁରକ୍ଷା ମାସ-୨୦୨୬ ଉଦଘାଟିତ: ‘ଆମ ସୁବାହକ’ ଯୋଜନାର ଶୁଭାରମ୍ଭ

ରାଜ୍ୟସ୍ତରୀୟ ଜାତୀୟ ସଡ଼କ ସୁରକ୍ଷା ମାସ-୨୦୨୬ ଉଦଘାଟିତ: ‘ଆମ ସୁବାହକ’ ଯୋଜନାର ଶୁଭାରମ୍ଭ

Jan-04-2026 05:53 AM IST
odisha.newsroom.in

ଆପଣଙ୍କ ମୋବାଇଲକୁ ଆସିଲା କି ଏମର୍ଜେନ୍ସି ଆଲର୍ଟ ? ଭୟଭୀତ ହୁଅନ୍ତୁନି…

May-02-2026 12:44 PM IST
odisha.newsroom.in

ମାଡ଼ି ଆସୁଛି ବଡ଼ ଲଘୁଚାପ: ଅଧିକ ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ…

May-02-2026 12:20 PM IST
odisha.newsroom.in

EVM ଟାମ୍ପରିଂ ଅଭିଯୋଗ…ପଶ୍ଚିମବଙ୍ଗର ୧୫ଟି ବୁଥରେ ପୁନଃ ମତଦାନ ଆରମ୍ଭ…

May-02-2026 11:45 AM IST
odisha.newsroom.in

ବଲାଙ୍ଗିର ଜିଲ୍ଲାରେ ଭୂକମ୍ପ ଝଟକା…ଭୟରେ ଘରୁ ବାହାରି ଆସିଲେ ଲୋକେ…

May-02-2026 11:24 AM IST
Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

May-02-2026 10:53 AM IST
odisha.newsroom.in

‘ଡିଜିଟାଲ୍ ଆରେଷ୍ଟ’ର କଳା କାହାଣୀ…ଜଳୁଥିଲା ଜୁଇ, ବାଜୁଥିଲା ଫୋନ୍…

May-01-2026 05:53 PM IST
odisha.newsroom.in

ଶିକ୍ଷା ବ୍ୟବସ୍ଥାରେ ନୂଆ ଅଧ୍ୟାୟ…୩ ଦିନରେ ୩ ଲକ୍ଷ ପରୀକ୍ଷାଖାତା ଦେଖିଲା AI…

May-01-2026 04:27 PM IST
odisha.newsroom.in

ବିରୋଧୀଙ୍କ ବଡ଼ ଅଭିଯୋଗ…ଗୃହକୁ ମଦ୍ୟପାନ କରି ଆସିଛନ୍ତି ମୁଖ୍ୟମନ୍ତ୍ରୀ

May-01-2026 03:30 PM IST
odisha.newsroom.in

ଇରାନ ଉପରେ ବଡ଼ ଆକ୍ରମଣ ପାଇଁ ପ୍ଲାନ କରୁଛି କି ଆମେରିକା ?

May-01-2026 01:39 PM IST
odisha.newsroom.in

ଗୋଟିଏ ଲାଇଫ୍ ଜ୍ୟାକେଟ୍‌ରେ ବନ୍ଧା ହୋଇଥିଲା ମା’ ପୁଅଙ୍କ ମୃତଦେହ; ଦୃଶ୍ୟ ଦେଖି କାନ୍ଦି ପକାଇଲେ ମନ୍ତ୍ରୀ

May-01-2026 12:57 PM IST
  • About
  • Careers
  • Contact Us
Saturday, May 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ରାଜ୍ୟସ୍ତରୀୟ ଜାତୀୟ ସଡ଼କ ସୁରକ୍ଷା ମାସ-୨୦୨୬ ଉଦଘାଟିତ: ‘ଆମ ସୁବାହକ’ ଯୋଜନାର ଶୁଭାରମ୍ଭ

by M M
Jan-04-2026 05:53 AM IST
in ବଡ଼ ଖବର, ରାଜ୍ୟ
0
ରାଜ୍ୟସ୍ତରୀୟ ଜାତୀୟ ସଡ଼କ ସୁରକ୍ଷା ମାସ-୨୦୨୬ ଉଦଘାଟିତ: ‘ଆମ ସୁବାହକ’ ଯୋଜନାର ଶୁଭାରମ୍ଭ
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର : ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗଠାରେ ‘ଜାତୀୟ ସଡ଼କ ସୁରକ୍ଷା ମାସ-୨୦୨୬’ର ରାଜ୍ୟସ୍ତରୀୟ ଉତ୍ସବ ମହାସମାରୋହରେ ଉଦଘାଟିତ ହୋଇଯାଇଛି। ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଅଭିଯାନକୁ ବ୍ୟାପକ କରିବାକୁ ଆହ୍ୱାନ ଦେଇଛନ୍ତି।  ବାଣିଜ୍ୟ ଓ ପରିବହନ ମନ୍ତ୍ରୀ  ବିଭୂତି ଭୂଷଣ ଜେନା ‘ଶିକ୍ଷା ରୁ ସୁରକ୍ଷା ଓ ପ୍ରଯୁକ୍ତି ରୁ ପରିବର୍ତ୍ତନ’ ଆଦର୍ଶରେ ସରକାରଙ୍କ ପ୍ରାଥମିକତା ବିଷୟରେ ଆଲୋକପାତ କରିଥିଲେ। ଏହି ଅବସରରେ ‘ଆମ ସୁବାହକ’ ଯୋଜନାର ଶୁଭାରମ୍ଭ କରାଯାଇ ମହିଳା ହିତାଧିକାରୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ଗାଡ଼ିର ଚାବି ପ୍ରଦାନ କରାଯାଇଥିଲା। ଦୁର୍ଘଟଣା ରୋକିବା ପାଇଁ ବସ୍‌ଗୁଡ଼ିକରେ ‘ସୁବାହକ ସୁବିଧା କୀଟ’ -ନିଦ୍ରା ଓ ମଦ୍ୟପାନ ଚିହ୍ନଟକାରୀ, ଏବଂ ଆଇଆଇଟି ମାଦ୍ରାସ ସହଭାଗିତାରେ ‘ସଡ଼କ ସୁରକ୍ଷା ଡ୍ୟାଶବୋର୍ଡ’ ଲୋକାର୍ପିତ ହୋଇଛି।  କାର୍ଯ୍ୟକ୍ରମରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଗୋକୁଳାନନ୍ଦ ମଲ୍ଲିକ, ବ୍ରାଣ୍ଡ ଆମ୍ବାସାଡର ସିଦ୍ଧାନ୍ତ ମହାପାତ୍ର, ସୁଦର୍ଶନ ପଟ୍ଟନାୟକ ଓ ଶ୍ରୁତି ମହାପାତ୍ର ପ୍ରମୁଖ ଯୋଗଦେଇ ଜନସଚେତନତା ଉପରେ ଗୁରୁତ୍ୱ ଦେଇଥିଲେ। ପରିବହନ ସଚିବ ଶ୍ରୀମତୀ ଉଷା ପାଢ଼ୀ ‘4E’ ରଣନୀତି ବିଷୟରେ ସୂଚନା ଦେଇଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
May 2, 2026, 1:57 PM
 

WSW
Thunderstorm
34°C
4.5 m/s
Apparent: 31°C
Pressure: 1004 mb
Humidity: 87%
Winds: 4.5 m/s WSW
Windgusts: 15.2 m/s
UV-Index: 0
Precip.: 5.1mm /22% / Rain
Sunrise: 5:16 AM
Sunset: 6:10 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom