• Latest
  • Trending
ଚିଲିକା ହ୍ରଦର  ଜୈବ ବିବିଧତା ଏବଂ ହ୍ରଦର ପୁନର୍ବିକାଶ ଉପରେ ଗୁରୁତ୍ୱ ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଚିଲିକା ହ୍ରଦର  ଜୈବ ବିବିଧତା ଏବଂ ହ୍ରଦର ପୁନର୍ବିକାଶ ଉପରେ ଗୁରୁତ୍ୱ ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

Jan-04-2026 06:11 AM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
  • About
  • Careers
  • Contact Us
Wednesday, March 11, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ଚିଲିକା ହ୍ରଦର  ଜୈବ ବିବିଧତା ଏବଂ ହ୍ରଦର ପୁନର୍ବିକାଶ ଉପରେ ଗୁରୁତ୍ୱ ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

by M M
Jan-04-2026 06:11 AM IST
in ରାଜ୍ୟ
0
ଚିଲିକା ହ୍ରଦର  ଜୈବ ବିବିଧତା ଏବଂ ହ୍ରଦର ପୁନର୍ବିକାଶ ଉପରେ ଗୁରୁତ୍ୱ ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
491
SHARES
1.4k
VIEWS
Share on FacebookShare on Twitter

ଏସିଆ ମହାଦେଶର ସର୍ବବୃହତ୍‌ କ୍ଷାରୀୟ ହ୍ରଦ ତଥା ରାମସାର ସାଇଟ ଭାବେ ସାରା ବିଶ୍ୱରେ ପରିଚିତ ଥିବା ଚିଲିକା ହ୍ରଦର ଜୈବ ବିବିଧତାର ସୁରକ୍ଷା ଏବଂ ପାରିପାଶ୍ୱର୍କ ଅଞ୍ଚଳର ବିକାଶ ନେଇ ଏକ ଆଲୋଚନା ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।  ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ବୈଠକରେ ଚିଲିକାର ବିକାଶ ନେଇ ଅନୁଷ୍ଠିତ ବୈଠକରେ ଯୋଗଦେଇ ମନ୍ତ୍ରୀ କହିଲେ ଯେ ଚିଲିକାର ମୁହାଣ ପୋତି ହେବା କାରଣରୁ ଚିଲିକାର ପାଣି ସମୁଦ୍ରକୁ ଠିକ୍‌ ଭାବେ ଯାଇପାରୁ ନଥିବା ବେଳେ ସମୁଦ୍ର ପାଣି ମଧ୍ୟ ଏହା ମଧ୍ୟକୁ ପ୍ରବେଶ କରିପାରୁ ନାହିଁ । ଫଳରେ ଚିଲିକା ଜଳର କ୍ଷାରୀୟତା ନଷ୍ଟ ହେଉଥିବା ବେଳେ ଜୈବ ବିବିଧତା ସନ୍ତୁଳନ ଠିକ୍‌ ରହୁନାହିଁ । ଏଥିଯୋଗୁଁ ବିଭିନ୍ନ ପ୍ରକାର ମାଛ ଏବଂ ସାମୁଦି୍ରକ ଜୀବ ସଂଖ୍ୟାର ଅନେକ ଫରକ ପରିଲକ୍ଷିତ ହେଉଛି । ତେଣୁ ଓଡ଼ିଶାର ଗର୍ବର ପ୍ରତୀକ ଚିଲିକା ହ୍ରଦର ପୁନରୁଦ୍ଧାର ଦିଗରେ କାର୍ଯ୍ୟ ଆରମ୍ଭ କରିବା ସହ ତୁରନ୍ତ ସବିଶେଷ ବୈଜ୍ଞାନିକ ତଥ୍ୟ ସଂଗ୍ରହ ସହ ଡିପିଆର ପ୍ରସ୍ତୁତ ଉପରେ ବିଭାଗୀୟ ଅଧିକାରୀ, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଏବଂ ଆଇଆଇଟି ଚେନ୍ନାଇଙ୍କୁ ପରାମର୍ଶ ଦେଇଥିଲେ ।  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଏବଂ ଆଇଆଇଟି ଚେନ୍ନାଇର ବରିଷ୍ଠ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ବୈଠକରେ ଚିଲିକାର ଅବରୋଧ ହୋଇଥିବା ମୁହାଣ ଖନନ, ଏହାର କ୍ଷାରୀୟତା ବଜାୟ ରଖିବା, ପଙ୍କ ଉଦ୍ଧାର କରି ଜଳଧାରା କ୍ଷମତା ବୃଦ୍ଧି କରିବା, ଜୈବ ବିବିଧତାର ସୁରକ୍ଷା, ପାରିପାଶ୍ୱର୍କ ଅଞ୍ଚଳର ବିକାଶ ଓ ଚିଲିକା ଉପରେ ନିର୍ଭର କରି ଜୀବିକା ନିର୍ବାହ କରୁଥିବା ଅଧିବାସୀଙ୍କ ସ୍ୱାର୍ଥରକ୍ଷା ଉପରେ ଆଲୋଚନା ହୋଇଥିଲା । ଆଜିର ବୈଠକ ପରେ ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀଙ୍କୁ ଏଥିନେଇ ସ୍ପଷ୍ଟ ସୂଚନା ଦିଆଯିବା ସହ ଆଗାମୀ କାର୍ଯ୍ୟପନ୍ଥା ନେଇ କେନ୍ଦ୍ର ସରକାରଙ୍କୁ ଅବଗତ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ସୂଚନା ଦେଇଛନ୍ତି ।   ଏହି ବୈଠକରେ ସାଂସଦ ଡା. ସମ୍ବିତ୍‌ ପାତ୍ର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଭାସ୍କର ଜ୍ୟୋତି ଶର୍ମା, ଆଇ.ଆଇ.ଟି ଚେନ୍ନାଇ ପ୍ରଫେସର ଡ. ନୀଳାଞ୍ଜନ ସାହା, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ମୁଖ୍ୟ କାର୍ଯ୍ୟନିର୍ବାହୀ ଶ୍ରୀ ୟୋଗାଜୟ ନନ୍ଦ ଏବଂ ଚିଲିକା ଡିଏଫଓ ଅମ୍ଳାନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

Share196Tweet123
M M

M M

ଆଜିର ପାଗ

Bhubaneswar
March 11, 2026, 8:04 AM
 
S
Partly cloudy
25°C
1.7 m/s
Apparent: 29°C
Pressure: 1013 mb
Humidity: 87%
Winds: 1.7 m/s S
Windgusts: 7.6 m/s
UV-Index: 0
Precip.: 0mm /10% / Rain
Sunrise: 5:58 AM
Sunset: 5:54 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

March 9, 2026
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom