• Latest
  • Trending
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-05-2026 04:40 AM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-13-2026 05:57 AM IST
ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

Jan-11-2026 05:22 AM IST
ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

Jan-11-2026 05:00 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Jan-11-2026 04:51 AM IST
  • About
  • Careers
  • Contact Us
Wednesday, January 14, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ ରହିଛି ଆଜିର ରାଶିଫଳ

by M M
Jan-05-2026 04:40 AM IST
in ଆପଣଙ୍କ ଭାଗ୍ୟ
0
କ’ଣ ରହିଛି ଆଜିର ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

୧. ମେଷ (Aries)

ଆଜି ଆପଣ ନୂଆ କାର୍ଯ୍ୟ ପାଇଁ ଉତ୍ସାହିତ ରହିବେ। ବ୍ୟବସାୟରେ ଭଲ ଲାଭ ମିଳିବାର ଯୋଗ ଅଛି। ଭାଇଭଉଣୀଙ୍କ ସହ ସମ୍ପର୍କ ସୁଦୃଢ଼ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

୨. ବୃଷ (Taurus)

ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ, ନଚେତ୍ କାହାରି ସହ ମନୋମାଳିନ୍ୟ ହୋଇପାରେ। ଆର୍ଥିକ କ୍ଷେତ୍ରରେ ମଧ୍ୟମ ଫଳ ମିଳିବ। ପରିବାରରେ କୌଣସି ଉତ୍ସବର ପରିବେଶ ରହିପାରେ। ସ୍ୱାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ।

୩. ମିଥୁନ (Gemini)

ଆଜି ଚନ୍ଦ୍ର ଆପଣଙ୍କ ରାଶିରେ ଥିବାରୁ ଆପଣ ମାନସିକ ଶାନ୍ତି ଅନୁଭବ କରିବେ। ପୂର୍ବରୁ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ନୂଆ ବନ୍ଧୁ ବୃନ୍ଦଙ୍କ ସହ ସମୟ କଟିବ।

୪. କର୍କଟ (Cancer)

ଆଜି ଆର୍ଥିକ ବ୍ୟୟ ଅଧିକ ହୋଇପାରେ। ଦୂର ସ୍ଥାନକୁ ଯାତ୍ରା କଲାବେଳେ ସାବଧାନ ରୁହନ୍ତୁ। କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନିଅନ୍ତୁ। ମହାଦେବଙ୍କୁ ଜଳାଭିଷେକ କଲେ ଶୁଭଫଳ ମିଳିବ।

୫. ସିଂହ (Leo)

ଆଜି ଦିନଟି ଆପଣଙ୍କ ପାଇଁ ଲାଭଦାୟକ ରହିବ। ଆୟର ନୂଆ ଉତ୍ସ ସୃଷ୍ଟି ହେବ। ସାମାଜିକ କାର୍ଯ୍ୟରେ ଯୋଗ ଦେବେ। ପ୍ରେମ ସମ୍ପର୍କରେ ନିବିଡ଼ତା ଆସିବ। ଶୁଭ ସଂଖ୍ୟା – ୧।

୬. କନ୍ୟା (Virgo)

କର୍ମକ୍ଷେତ୍ରରେ ଆପଣଙ୍କ ପ୍ରଶଂସା ହେବ। ନୂଆ ଚାକିରି ପାଇଁ ଚେଷ୍ଟା କରୁଥିଲେ ସୁଯୋଗ ମିଳିପାରେ। ବ୍ୟବସାୟରେ ବିସ୍ତାର ହେବ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବାର ସମ୍ଭାବନା ଅଛି।

୭. ତୁଳା (Libra)

ଭାଗ୍ୟ ଆଜି ଆପଣଙ୍କ ସପକ୍ଷରେ ରହିବ। ଧାର୍ମିକ ଯାତ୍ରାର ଯୋଗ ରହିଛି। ଶିକ୍ଷାର୍ଥୀମାନେ ପଢ଼ାପଢ଼ିରେ ସଫଳତା ପାଇବେ। ଦୀର୍ଘ ଦିନର ଅଟକି ରହିଥିବା କାର୍ଯ୍ୟ ଆଜି ସମ୍ପୂର୍ଣ୍ଣ ହେବ।

୮. ବିଛା (Scorpio)

ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। କାର୍ଯ୍ୟବ୍ୟସ୍ତତା ଯୋଗୁଁ ମାନସିକ ଚାପ ବଢ଼ିପାରେ। କୌଣସି ବଡ଼ ନିବେଶ ପାଇଁ ଆଜି ଦିନଟି ଅନୁକୂଳ ନୁହେଁ। ନିଜ ଗୋପନୀୟ କଥା କାହାକୁ କୁହନ୍ତୁ ନାହିଁ।

୯. ଧନୁ (Sagittarius)

ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରେ ଭାଗିଦାରୀ କାମରୁ ଲାଭ ମିଳିବ। କଳା ଓ ସାହିତ୍ୟ କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷ ସମ୍ମାନିତ ହେବେ। ସନ୍ଧ୍ୟା ସମୟରେ ବନ୍ଧୁଙ୍କ ସହ ମିଳନ ହୋଇପାରେ।

୧୦. ମକର (Capricorn)

ଆଜି ଶତ୍ରୁମାନେ ପରାଜିତ ହେବେ। କୋର୍ଟ କଚେରୀ ମାମଲାରେ ଶୁଭ ଫଳ ମିଳିବ। ଶରୀର ସୁସ୍ଥ ରହିବ। ପୁରୁଣା ଋଣ ପରିଶୋଧ କରିବାରେ ସମର୍ଥ ହେବେ।

୧୧. କୁମ୍ଭ (Aquarius)

ଆଜି ଆପଣ ରୋମାଣ୍ଟିକ୍ ମୁଡ୍‌ରେ ରହିବେ। ସନ୍ତାନମାନଙ୍କ ପାଇଁ ଖୁସି ଖବର ମିଳିବ। ନୂଆ କଳା ଶିଖିବା ପାଇଁ ଆଗ୍ରହ ପ୍ରକାଶ କରିବେ। ଆଜି ଟଙ୍କା ପଇସା କାରବାରରେ ସଫଳ ହେବେ।

୧୨. ମୀନ (Pisces)

ଆଜି ମନରେ କୌଣସି କଥାକୁ ନେଇ ଭୟ ରହିପାରେ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଜମିବାଡ଼ି ମାମଲାରେ ସାବଧାନ ରୁହନ୍ତୁ। ନିଜକୁ ଶାନ୍ତ ରଖିବା ପାଇଁ ଚେଷ୍ଟା କରନ୍ତୁ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
January 14, 2026, 6:39 AM
 

NNW
Fog
12°C
1.1 m/s
Apparent: 15°C
Pressure: 1016 mb
Humidity: 88%
Winds: 1.1 m/s NNW
Windgusts: 4.3 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

January 14, 2026
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

January 14, 2026
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

January 14, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom