• Latest
  • Trending
ରାଜ୍ୟରେ ଜାରି ରହିଛି ଶୀତର ପ୍ରକୋପ; ଜାଣନ୍ତୁ ଆଜି କେମିତି ରହିବ ପାଗ

ରାଜ୍ୟରେ ଜାରି ରହିଛି ଶୀତର ପ୍ରକୋପ; ଜାଣନ୍ତୁ ଆଜି କେମିତି ରହିବ ପାଗ

Jan-07-2026 06:02 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-13-2026 05:57 AM IST
ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

Jan-11-2026 05:22 AM IST
ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

Jan-11-2026 05:00 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Jan-11-2026 04:51 AM IST

ଏମାନଙ୍କ ପାଇଁ ଫାଇନ ୧୦ ହଜାର ଟଙ୍କା ?

Jan-10-2026 07:47 AM IST
ସୁପ୍ରିମକୋର୍ଟ ଉପରେ ନଜର: ମନଇଛା ଟାରିଫ କ୍ଷମତା ଟ୍ରମ୍ପଙ୍କର ଅଛି କି ?

ସୁପ୍ରିମକୋର୍ଟ ଉପରେ ନଜର: ମନଇଛା ଟାରିଫ କ୍ଷମତା ଟ୍ରମ୍ପଙ୍କର ଅଛି କି ?

Jan-10-2026 07:42 AM IST
୧୧ ପ୍ରସ୍ତାବରେ କ୍ୟାବିନେଟ୍‌ ମୋହର: ମୃତକଙ୍କ ନାଁରେ ରାସନ ଉଠାଇଲେ ଦେଢ଼ଗୁଣା ଅର୍ଥ ଆଦାୟ

୧୧ ପ୍ରସ୍ତାବରେ କ୍ୟାବିନେଟ୍‌ ମୋହର: ମୃତକଙ୍କ ନାଁରେ ରାସନ ଉଠାଇଲେ ଦେଢ଼ଗୁଣା ଅର୍ଥ ଆଦାୟ

Jan-10-2026 05:47 AM IST
କଳିଙ୍ଗ ଲିଟରାରି ଫେଷ୍ଟିଭାଲ୍‌

କଳିଙ୍ଗ ଲିଟରାରି ଫେଷ୍ଟିଭାଲ୍‌

Jan-10-2026 05:41 AM IST
  • About
  • Careers
  • Contact Us
Tuesday, January 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

ରାଜ୍ୟରେ ଜାରି ରହିଛି ଶୀତର ପ୍ରକୋପ; ଜାଣନ୍ତୁ ଆଜି କେମିତି ରହିବ ପାଗ

୧୦ ଡିଗ୍ରୀ ତଳେ ୭ ଜିଲ୍ଲା, ଜାଣନ୍ତୁ କେଉଁଠି ସବୁଠୁ ଅଧିକ ଶୀତ

by M M
Jan-07-2026 06:02 AM IST
in ଆଜିର ପାଗ
0
ରାଜ୍ୟରେ ଜାରି ରହିଛି ଶୀତର ପ୍ରକୋପ; ଜାଣନ୍ତୁ ଆଜି କେମିତି ରହିବ ପାଗ
492
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର: ସାରା ଓଡ଼ିଶାରେ ଏବେ ଜାଡ଼ର ଆସର। ଉତ୍ତର ଦିଗରୁ ବହୁଥିବା ଶୁଷ୍କ ଓ ଥଣ୍ଡା ବାୟୁ ପ୍ରଭାବରେ ରାଜ୍ୟର ୭ରୁ ଅଧିକ ଜିଲ୍ଲାରେ ପାରଦ ୧୦ ଡିଗ୍ରୀ ସେଲସିୟସ୍ ତଳକୁ ଖସି ଆସିଛି। କନ୍ଧମାଳର ଜି.ଉଦୟଗିରି ଏବଂ ଫୁଲବାଣୀ ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ରେକର୍ଡ କରାଯାଇଛି।  ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୫.୫°C ରେକର୍ଡ କରାଯାଇଛି। କୋରାପୁଟର ଶିମିଳିଗୁଡ଼ା ଓ ସୁନାବେଡ଼ା ଅଞ୍ଚଳରେ ତାପମାତ୍ରା ୭-୮°C ମଧ୍ୟରେ ରହିଛି। ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ରେ ମଧ୍ୟ ପାରଦ ୯°C ତଳକୁ ଖସିଛି। କେନ୍ଦୁଝର ଓ ଅନୁଗୁଳ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସହ ଶୀତର ପ୍ରକୋପ ଜାରି ରହିଛି। ପାଣିପାଗ ବିଭାଗର ସତର୍କତା ଅନୁସାରେ ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ଏହିପରି ସ୍ଥିତି ବଜାୟ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଶୀତ ସହ ସକାଳ ସମୟରେ ଘନ କୁହୁଡ଼ି ଦେଖାଦେବ। ଫଳରେ ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି।  ଓଡ଼ିଶାରେ ଶୀତର ଲହରୀ ଜାରି ରହିଥିବା ବେଳେ ଆଜି ପାଗ ମୁଖ୍ୟତଃ ଶୁଖିଲା ରହିବ। ରାଜଧାନୀ ସମେତ ସମଗ୍ର ରାଜ୍ୟରେ ଆଜି ସକାଳୁ ହାଲୁକା କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଦିନସାରା ଆକାଶ ନିର୍ମଳ ରହିବାର ସମ୍ଭାବନା ଅଛି।

Share197Tweet123
M M

M M

ଆଜିର ପାଗ

Bhubaneswar
January 13, 2026, 10:11 PM
 

SSE
Clear sky
17°C
0.5 m/s
Apparent: 18°C
Pressure: 1016 mb
Humidity: 82%
Winds: 0.5 m/s SSE
Windgusts: 5.7 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:25 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

January 13, 2026
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

January 13, 2026
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

January 13, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom