• Latest
  • Trending
ଓଡ଼ିଶାରେ ଆସୁଛି ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’: ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ

ଓଡ଼ିଶାରେ ଆସୁଛି ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’: ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ

Jan-20-2026 05:44 AM IST
odisha.newsroom.in

ଯୁଦ୍ଧର ନିଆଁ ଲିଭୁନି..ପୁଣି ଫେରିବ କି Lockdown ? ସରକାର କହିଲେ…

Mar-25-2026 05:30 PM IST
ଆରମ୍ଭ ହେଲା ତୃତୀୟ ବିଶ୍ୱଯୁଦ୍ଧ

ଆରମ୍ଭ ହେଲା ତୃତୀୟ ବିଶ୍ୱଯୁଦ୍ଧ

Mar-25-2026 05:27 PM IST
5 ଦିନ ପରେ ଥରିବ ବିଶ୍ବ ! ଟ୍ରମ୍ପ କରିବେ ବଡ଼ ଆକ୍ରମଣ

5 ଦିନ ପରେ ଥରିବ ବିଶ୍ବ ! ଟ୍ରମ୍ପ କରିବେ ବଡ଼ ଆକ୍ରମଣ

Mar-25-2026 05:24 PM IST
odisha.newsroom.in

ମରୁଭୂମିରେ ଭୟଙ୍କର ବନ୍ୟା…ଲୋକେ ଗାଡ଼ି ମୋଟର ଛାଡ଼ି ଦୌଡିଲେ…

Mar-25-2026 04:01 PM IST
odisha.newsroom.in

ବିଜୁ-ନବୀନ ଟ୍ରଷ୍ଟକୁ ନେଇ ପୋଷ୍ଟର ଯୁଦ୍ଧ…ସତ ଜାଣିବାକୁ ବିଜେପିର ଜିଦ

Mar-25-2026 01:46 PM IST
odisha.newsroom.in

ଆପଣ ନୂଆ ଘର ତିଆରି କରୁଛନ୍ତି କି…ବାସ୍ତୁର ଏହି ନିୟମ ନିଶ୍ଚୟ ମାନନ୍ତୁ

Mar-25-2026 01:15 PM IST
odisha.newsroom.in

ଲଗାତାର ହ୍ରାସ ପରେ ଆଜି ପୁଣି ବଢ଼ିଗଲା ସୁନା, ଜାଣନ୍ତୁ କେତେ

Mar-25-2026 12:55 PM IST
odisha.newsroom.in

ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ଅଛି ଦେଢ଼ କ୍ୱିଣ୍ଟାଲ ସୁନା, ରୁପା କେତେ ?

Mar-25-2026 12:39 PM IST
odisha.newsroom.in

ଆମେରିକା ସହ କଥାବାର୍ତ୍ତା ପାଇଁ ଇରାନ ରଖିଲା ବଡ଼ ସର୍ତ୍ତ

Mar-25-2026 12:11 PM IST
odisha.newsroom.in

ବିଧାନସଭାରେ କଳା ଟି-ସାର୍ଟ ପିନ୍ଧି ବିଜେଡି- କଂଗ୍ରେସ ଭାଇ ଭାଇ

Mar-25-2026 11:38 AM IST
  • About
  • Careers
  • Contact Us
Thursday, March 26, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଓଡ଼ିଶାରେ ଆସୁଛି ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’: ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ

ଜମି ବିବାଦର ହେବ ସ୍ଥାୟୀ ସମାଧାନ

by M M
Jan-20-2026 05:44 AM IST
in ବଡ଼ ଖବର, ରାଜ୍ୟ
0
ଓଡ଼ିଶାରେ ଆସୁଛି ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’: ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ
491
SHARES
1.4k
VIEWS
Share on FacebookShare on Twitter

ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନରେ ବ୍ୟାପକ ସଂଶୋଧନ କରାଯାଇ ଏକ ସମନ୍ୱିତ ନୂତନ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’ ଅଣାଯିବ। ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି।

ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନରେ ବ୍ୟାପକ ସଂଶୋଧନ କରାଯାଇ ଏକ ନୂତନ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’ ଅଣାଯିବ। ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି।

ବର୍ତ୍ତମାନ ପ୍ରଚଳିତ ବିଭିନ୍ନ ଜଟିଳ ରାଜସ୍ୱ ଆଇନକୁ ଅଧ୍ୟୟନ କରାଯାଇ ସେଗୁଡ଼ିକୁ ଏକ ଶକ୍ତ ଆଇନଗତ ଢାଞ୍ଚା ମଧ୍ୟକୁ ଅଣାଯିବ। ‘ଓଡ଼ିଶା ପ୍ରିଭେନସନ୍ ଅଫ୍ ଲ୍ୟାଣ୍ଡ ଏନକ୍ରୋଚମେଣ୍ଟ ଆକ୍ଟ’ (OPLE) ଏବଂ ‘ଓଡ଼ିଶା ସରକାର ଲ୍ୟାଣ୍ଡ ସେଟଲମେଣ୍ଟ ଆକ୍ଟ’ରେ ପରିବର୍ତ୍ତନ କରାଯିବ। ଏହି ନୂଆ ଆଇନ ଦ୍ୱାରା ଜମିଜମା ବିବାଦର ସ୍ଥାୟୀ ସମାଧାନ ହେବା ସହ ଜମି ବନ୍ଦୋବସ୍ତ ପ୍ରକ୍ରିୟା ଅଧିକ ଦ୍ରୁତ ହେବ।

ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ନୂଆ ଆଇନର ଡ୍ରାଫ୍ଟ ବା ଚିଠା ପ୍ରସ୍ତୁତ ସରିଛି। ଏହାକୁ ପୂର୍ଣ୍ଣାଙ୍ଗ ରୂପ ଦେବା ପାଇଁ ନିମ୍ନଲିଖିତ ପଦକ୍ଷେପ ନିଆଯିବ। ଅନୁମୋଦନ ପରେ ଚିଠା ପ୍ରସ୍ତାବକୁ ଏକ ମାସ ପାଇଁ ୱେବସାଇଟରେ ରଖାଯାଇ ଲୋକଙ୍କ ମତାମତ ଲୋଡ଼ାଯିବ। ସମସ୍ତଙ୍କ ମତାମତ ପରେ ଏହା ଆଇନ ବିଭାଗକୁ ଯିବ ଏବଂ ପରେ କ୍ୟାବିନେଟ୍‌ର ମୋହର ବାଜିବ। ଆସନ୍ତା ବିଧାନସଭା ଅଧିବେଶନରେ ଏହି ବିଲ୍ ଉପସ୍ଥାପନ କରାଯିବ ଏବଂ ପାସ୍ ହେବା ପରେ ଏହା ନୂଆ ଆଇନରେ ପରିଣତ ହେବ।

Share196Tweet123
M M

M M

ଆଜିର ପାଗ

Bhubaneswar
March 26, 2026, 1:23 AM
 

SSW
Overcast
25°C
0.8 m/s
Apparent: 31°C
Pressure: 1010 mb
Humidity: 95%
Winds: 0.8 m/s SSW
Windgusts: 4.9 m/s
UV-Index: 0
Precip.: 0mm /40% / Rain
Sunrise: 5:45 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom