• Latest
  • Trending
ମୋକିମ ସମର୍ଥକଙ୍କ ସମୂହ ଇସ୍ତଫା, ଶୂନ୍ୟ ହେବ କି କଂଗ୍ରେସର ଗଡ଼?

ମୋକିମ ସମର୍ଥକଙ୍କ ସମୂହ ଇସ୍ତଫା, ଶୂନ୍ୟ ହେବ କି କଂଗ୍ରେସର ଗଡ଼?

Jan-24-2026 01:10 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ମୋକିମ ସମର୍ଥକଙ୍କ ସମୂହ ଇସ୍ତଫା, ଶୂନ୍ୟ ହେବ କି କଂଗ୍ରେସର ଗଡ଼?

by M M
Jan-24-2026 01:10 PM IST
in ବଡ଼ ଖବର
0
ମୋକିମ ସମର୍ଥକଙ୍କ ସମୂହ ଇସ୍ତଫା, ଶୂନ୍ୟ ହେବ କି କଂଗ୍ରେସର ଗଡ଼?
491
SHARES
1.4k
VIEWS
Share on FacebookShare on Twitter

କଟକ: ରାଜ୍ୟ ରାଜନୀତିରେ କଂଗ୍ରେସ ପାଇଁ ଆସିଛି ଏକ ବଡ଼ ଧକ୍କା। ଦୀର୍ଘ ଦିନରୁ କୁହୁଳୁଥିବା ଅସନ୍ତୋଷ ଏବେ ଏକ ବିଶାଳ ବିଦ୍ରୋହର ରୂପ ନେଇଛି। କଟକର ଟାଣୁଆ ନେତା ମହମ୍ମଦ ମୋକିମଙ୍କ ସମର୍ଥନରେ ଦଳର ୪୧ ଜଣ ପ୍ରମୁଖ ନେତା ଏକାସଙ୍ଗେ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏହି ୪୧ ଜଣଙ୍କ ମଧ୍ୟରେ କେବଳ କର୍ମୀ ନୁହଁନ୍ତି, ବରଂ ଦଳର ଅନେକ ପୁରୁଣା ଓ ଅଭିଜ୍ଞ ନେତା ସାମିଲ ଅଛନ୍ତି`  । ପୂର୍ବତନ ପିସିସି ସମ୍ପାଦକ ଓ ମୁଖପାତ୍ର,ପୂର୍ବତନ ବ୍ଲକ ସଭାପତି,ଏକାଧିକ ଯୁବ ଓ ଛାତ୍ର କଂଗ୍ରେସ କର୍ମକର୍ତ୍ତା ଇସ୍ତଫା ଦେଇଛନ୍ତି ।

ମହମ୍ମଦ ମୋକିମ ଓ ପିସିସି (PCC) ନେତୃତ୍ୱ ମଧ୍ୟରେ ଦୀର୍ଘ ଦିନ ଧରି ତିକ୍ତତା ଲାଗି ରହିଥିଲା। ମୋକିମଙ୍କ ସମର୍ଥକଙ୍କ ଅଭିଯୋଗ ଯେ, ଦଳ ଭିତରେ କର୍ମଠ ନେତାଙ୍କୁ ଅଣଦେଖା କରାଯାଉଛି ଏବଂ କଟକରେ କଂଗ୍ରେସର ଶକ୍ତି ବୃଦ୍ଧି ପାଇଁ ମୋକିମ ଯେଉଁ ଉଦ୍ୟମ କରୁଛନ୍ତି, ତାହାକୁ ଦଳର କିଛି ଗୋଷ୍ଠୀ ବାରମ୍ବାର ବାଧା ଦେଉଛନ୍ତି। ଏହି ନିଷ୍ପତ୍ତି କଂଗ୍ରେସର ‘ଗ୍ରାଉଣ୍ଡ ନେଟୱାର୍କ’କୁ ସମ୍ପୂର୍ଣ୍ଣ ଭାବେ ଦୋହଲାଇ ଦେଇଛି। ଏହି ସମୂହ ଇସ୍ତଫା କେବଳ ଏକ ବିଦ୍ରୋହ ନୁହେଁ, ବରଂ ଏକ ନୂଆ ରାଜନୈତିକ ସମୀକରଣର ସଙ୍କେତ। ଚର୍ଚ୍ଚା ହେଉଛି ଯେ ମୋକିମ ନିଜର ଏକ ସ୍ୱତନ୍ତ୍ର ଗୋଷ୍ଠୀ କିମ୍ବା ତୃତୀୟ ସାମ୍ମୁଖ୍ୟ (Third Front) ଗଠନ କରିପାରନ୍ତି। ନିକଟରେ ବିଜୟ ମହାପାତ୍ରଙ୍କ ସହ ତାଙ୍କର ଦେଖାସାକ୍ଷାତ ଏହି ସନ୍ଦେହକୁ ଆହୁରି ଦୃଢ଼ କରିଛି।

Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 11:52 AM
 
NE
Partly cloudy
27°C
1.3 m/s
Apparent: 23°C
Pressure: 1018 mb
Humidity: 88%
Winds: 1.3 m/s NE
Windgusts: 5.8 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom