• Latest
  • Trending
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-31-2026 04:37 AM IST
ବାତ୍ୟା ଦ୍ୱନ୍ଦ୍ୱ ମଧ୍ୟରେ ସୃଷ୍ଚି ହେଲା ଘୂର୍ଣ୍ଣିବଳୟ, ଦିନକ ପରେ ନେବ ଲଘୁଚାପର ରୂପ

ବାତ୍ୟା ଦ୍ୱନ୍ଦ୍ୱ ମଧ୍ୟରେ ସୃଷ୍ଚି ହେଲା ଘୂର୍ଣ୍ଣିବଳୟ, ଦିନକ ପରେ ନେବ ଲଘୁଚାପର ରୂପ

May-09-2026 03:55 PM IST
‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ !

‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ !

May-09-2026 03:42 PM IST
ଭାତ ଖାଇଲେ ବଢ଼େ କି ମୋଟା ପଣ , ଜାଣନ୍ତୁ ଏହା ପଛର ସତ ?

ଭାତ ଖାଇଲେ ବଢ଼େ କି ମୋଟା ପଣ , ଜାଣନ୍ତୁ ଏହା ପଛର ସତ ?

May-09-2026 01:22 PM IST
ଶୁଭେନ୍ଦୁ ଅଧିକାରୀଙ୍କ ସହିତ ଶପଥ ନେଇଥିବା ପାଞ୍ଚ ଜଣ ମନ୍ତ୍ରୀ କିଏ ?

ଶୁଭେନ୍ଦୁ ଅଧିକାରୀଙ୍କ ସହିତ ଶପଥ ନେଇଥିବା ପାଞ୍ଚ ଜଣ ମନ୍ତ୍ରୀ କିଏ ?

May-09-2026 01:08 PM IST
ପଶ୍ଚିମବଙ୍ଗରେ ଚାଲିଥିଲା ଶପଥ ଗ୍ରହଣ ଉତ୍ସବ; ପାଦ ଛୁଇଁ ମୁଣ୍ଡିଆ ମାରିଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ସେ କିଏ?

ପଶ୍ଚିମବଙ୍ଗରେ ଚାଲିଥିଲା ଶପଥ ଗ୍ରହଣ ଉତ୍ସବ; ପାଦ ଛୁଇଁ ମୁଣ୍ଡିଆ ମାରିଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ସେ କିଏ?

May-09-2026 01:02 PM IST
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

May-09-2026 12:21 PM IST
ଶନି ଦେବଙ୍କ ପୂଜାରେ କାହିଁକି ବ୍ୟବହାର ହୁଏ ନାହିଁ ତମ୍ବା ପାତ୍ର ? ଜାଣନ୍ତୁ ଏହା ପଛର କାରଣ

ଶନି ଦେବଙ୍କ ପୂଜାରେ କାହିଁକି ବ୍ୟବହାର ହୁଏ ନାହିଁ ତମ୍ବା ପାତ୍ର ? ଜାଣନ୍ତୁ ଏହା ପଛର କାରଣ

May-09-2026 11:16 AM IST
କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା; ସିଡିଏସ୍ ହେବେ ଏନଏସ ରାଜା ସୁବ୍ରମଣି

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା; ସିଡିଏସ୍ ହେବେ ଏନଏସ ରାଜା ସୁବ୍ରମଣି

May-09-2026 10:56 AM IST
ଆଜିଠୁ ପଶ୍ଚିମବଙ୍ଗରେ ବିଜେପି ସରକାର; ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶୁଭେନ୍ଦୁ ଅଧିକାରୀ, ସୁରକ୍ଷା ବ୍ୟବସ୍ଥା କଡାକଡି

ଆଜିଠୁ ପଶ୍ଚିମବଙ୍ଗରେ ବିଜେପି ସରକାର; ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶୁଭେନ୍ଦୁ ଅଧିକାରୀ, ସୁରକ୍ଷା ବ୍ୟବସ୍ଥା କଡାକଡି

May-09-2026 08:32 AM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-09-2026 07:10 AM IST
  • About
  • Careers
  • Contact Us
Sunday, May 10, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ ରହିଛି ଆଜିର ରାଶିଫଳ

by M M
Jan-31-2026 04:37 AM IST
in ଆପଣଙ୍କ ଭାଗ୍ୟ
0
କ’ଣ ରହିଛି ଆଜିର ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ଆଜିର ରାଶିଫଳ (୩୧ ଜାନୁୟାରୀ ୨୦୨୬)

ମେଷ: ଆଜି କର୍ମକ୍ଷେତ୍ରରେ ସାବଧାନତା ଅବଲମ୍ବନ କରନ୍ତୁ। ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ। କିନ୍ତୁ ଆର୍ଥିକ ଦିଗଟି ସନ୍ତୋଷଜନକ ରହିବ।

ବୃଷ: ଦିନଟି ଖୁସିରେ ଅତିବାହିତ ହେବ। ପରିବାରରେ ଶୁଭ କାର୍ଯ୍ୟର ଯୋଗ ରହିଛି। ବ୍ୟବସାୟରେ ନୂତନ ନିବେଶ ପାଇଁ ସମୟ ଅନୁକୂଳ।

ମିଥୁନ: ଶରୀର ସୁସ୍ଥ ରହିବ। କର୍ମକ୍ଷେତ୍ରରେ ନୂଆ ଦାୟିତ୍ୱ ମିଳିପାରେ। ଦୂର ଯାତ୍ରା ସଫଳ ହେବ। ମହିଳାମାନେ ଆଜି ବହୁତ ବ୍ୟସ୍ତ ରହିବେ।

କର୍କଟ: ସନ୍ତାନମାନଙ୍କୁ ନେଇ ଚିନ୍ତିତ ରହିପାରନ୍ତି। ଅନାବଶ୍ୟକ ଖର୍ଚ୍ଚ ବୃଦ୍ଧି ପାଇବ। କିନ୍ତୁ କଳା ଓ ସାହିତ୍ୟ କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କ ପାଇଁ ଶୁଭ ସମୟ।

ସିଂହ: ଉଚ୍ଚାଧିକାରୀଙ୍କ ପ୍ରଶଂସା ଭାଜନ ହେବେ। ଅଟକି ରହିଥିବା ଧନ ପ୍ରାପ୍ତ ହେବ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ।

କନ୍ୟା: ଆଜି ଆପଣ କୌଣସି ବଡ଼ ନିଷ୍ପତ୍ତି ନେଇପାରନ୍ତି। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସଫଳତା ପାଇବେ। ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ।

ତୁଳା: ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ଶାରୀରିକ କ୍ଳାନ୍ତି ଅନୁଭବ କରିପାରନ୍ତି। ପରିବାରରେ କୌଣସି ବିଷୟକୁ ନେଇ ଆଲୋଚନା ହୋଇପାରେ।

ବିଛା: ସୌଭାଗ୍ୟ ପ୍ରାପ୍ତିର ଦିନ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନୋନିବେଶ କରିବେ। ଆଧ୍ୟାତ୍ମିକ କାର୍ଯ୍ୟରେ ରୁଚି ବଢ଼ିବ।

ଧନୁ: ନୂଆ ଗାଡ଼ି କିମ୍ବା ଜମି କିଣିବା ପାଇଁ ପ୍ଲାନିଂ କରିପାରନ୍ତି। କୋର୍ଟ କଚେରୀ ମାମଲାରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ।

ମକର: ମାନସିକ ଅଶାନ୍ତି ଦୂର ହେବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବ୍ୟବସାୟରେ ଆଶାଠାରୁ ଅଧିକ ଲାଭ ମିଳିବ।

କୁମ୍ଭ: ଆଜି କାର୍ଯ୍ୟରେ ବାଧାବିଘ୍ନ ଆସିପାରେ। ଯାନବାହନ ଚଳାଚଳ ସମୟରେ ସତର୍କ ରୁହନ୍ତୁ। ଗୁପ୍ତ ଶତ୍ରୁମାନେ ସକ୍ରିୟ ରହିବେ।

ମୀନ: ଶୁଭ ଖବର ପ୍ରାପ୍ତି ହେବ। ପ୍ରେମ ସମ୍ପର୍କରେ ନିବିଡ଼ତା ଆସିବ। ନିଜର ସୃଜନଶୀଳତା ପାଇଁ ସମ୍ମାନିତ ହେବେ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 10, 2026, 4:00 AM
 
SSW
Clear sky
25°C
2 m/s
Apparent: 32°C
Pressure: 1009 mb
Humidity: 92%
Winds: 2 m/s SSW
Windgusts: 9 m/s
UV-Index: 0
Precip.: 0mm /51% / Rain
Sunrise: 5:12 AM
Sunset: 6:13 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom