• Latest
  • Trending
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

Mar-17-2026 05:13 PM IST
odisha.newsroom.in

ଇରାନ ଉପରେ ବଡ଼ ଆକ୍ରମଣ ପାଇଁ ପ୍ଲାନ କରୁଛି କି ଆମେରିକା ?

May-01-2026 01:39 PM IST
odisha.newsroom.in

ଗୋଟିଏ ଲାଇଫ୍ ଜ୍ୟାକେଟ୍‌ରେ ବନ୍ଧା ହୋଇଥିଲା ମା’ ପୁଅଙ୍କ ମୃତଦେହ; ଦୃଶ୍ୟ ଦେଖି କାନ୍ଦି ପକାଇଲେ ମନ୍ତ୍ରୀ

May-01-2026 12:57 PM IST
odisha.newsroom.in

EPFO ପେନସନଧାରୀଙ୍କ ପାଇଁ ଖୁସି ଖବର: ୭.୫ ଗୁଣା ବଢ଼ିପାରେ ପେନସନ୍

May-01-2026 12:32 PM IST
odisha.newsroom.in

ବେଙ୍ଗଲରେ Late Night High Drama…ଷ୍ଟ୍ରଙ୍ଗରୁମରେ ପହଞ୍ଚିଲେ ମମତା…

May-01-2026 12:00 PM IST
odisha.newsroom.in

ନିର୍ବାଚନ ସରୁ ସରୁ ହଜାରେ ଟଙ୍କା ବଢ଼ିଗଲା LPG ସିଲିଣ୍ଡର ଦର…!

May-01-2026 11:34 AM IST
Horoscope 2026 May 01: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 01: ଜାଣନ୍ତୁ ଆଜିର ରାଶିଫଳ…

May-01-2026 10:53 AM IST
odisha.newsroom.in

ଫସିଲେ ରିୟାନ ପରାଗ…ଅଶୋଭନୀୟ ଆଚରଣ ପାଇଁ ମିଳିଲା ଏହି ଦଣ୍ଡ

Apr-30-2026 05:12 PM IST
odisha.newsroom.in

ସାବଧାନ…ଆପଣଙ୍କ ବ୍ୟକ୍ତିଗତ ମେସେଜ ପଢୁଛି WhatsApp…ମିଳିଲା ପ୍ରମାଣ…

Apr-30-2026 04:37 PM IST
odisha.newsroom.in

କର୍ମଚାରୀଙ୍କ ପାଇଁ ନିଆରା ନିୟମ କଲେ କମ୍ପାନୀ ଫାଉଣ୍ଡର…ଅଫିସ ‘ପିକନିକ୍’ ଡେଲି

Apr-30-2026 03:36 PM IST
odisha.newsroom.in

ବିଧାନସଭାରେ ‘କଙ୍କାଳ’ ଝଡ଼: ସ୍ୱତନ୍ତ୍ର ଅଧିବେଶନ ଆରମ୍ଭରୁ ହୋହଲ୍ଲା

Apr-30-2026 01:05 PM IST
  • About
  • Careers
  • Contact Us
Friday, May 1, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

by M M
Mar-17-2026 05:13 PM IST
in ରାଜନୀତି, ରାଜ୍ୟ
0
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା
491
SHARES
1.4k
VIEWS
Share on FacebookShare on Twitter

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , କ୍ରସ୍‌ ଭୋଟିଂ କରିଥିବା ୩ ଜଣ ବିଧାୟକଙ୍କୁ ନିଲମ୍ବନ କଲା ଦଳ । ସୋଫିଆ ଫିର୍ଦ୍ଦୋସ , ରମେଶ ଜେନା ଏବଂ ଦାଶରଥି ଗମାଙ୍କ ନିଲମ୍ବିତ । ଦଳର ହ୍ୱିପ୍‌ ନମାନି ବିଜେପି ସମର୍ଥିତ ପ୍ରାର୍ଥୀଙ୍କୁ ଦେଇଥିଲେ ଭୋଟ୍‌ । ଖାଲି ସେତିକି ନୁହେଁ ଦଳ ବିରୋଧୀ କାର୍ଯ୍ୟ ପାଇଁ କଟକ ନଗର କଂଗ୍ରେସର ସଭାନେତ୍ରୀ ଗିରିବାଳା ବେହେରାଙ୍କୁ ମଧ୍ୟ ଦଳରୁ ବହିଷ୍କୃତ କରାଯାଇଛି । ପ୍ରେସ୍‌ମିଟ୍‌ ମାଧ୍ୟମରେ କଂଗ୍ରେସ ମିଡିଆ ସେଲ୍‌ ଅଧ୍ୟକ୍ଷଙ୍କ ସୂଚନା ।

ପ୍ରେସ୍‌ମିଟ୍‌ରେ କୁହାଯାଇଛି କି , ଆମେ ଅକ୍ଲାନ୍ତ ପରିଶ୍ରମ କଲୁ , ବିଜେଡି ଏବଂ କଂଗ୍ରେସ ମଧ୍ୟ ବହୁତ ପରିଶ୍ରମ କରିଥିଲେ । କିନ୍ତୁ ଆମେ ହାରିଲୁ ଏଥିପାଇଁ କିଛି ବିଧାୟକ ବିଧାୟିକା ଘୋଡ଼ା ବେପାରରେ ସାମିଲ ହେଲେ । ଏବେ କେବଳ ନିଲମ୍ବନ କରାଯାଇଛି । ଆଗକୁ ଆହୁରି କାର୍ଯ୍ୟାନୁଷ୍ଠାନ ନିଆଯାଇପାରେ , ଏମିତିକି ସେମାନେ ଦଳରୁ ବହିଷ୍କୃତ ମଧ୍ୟ ହୋଇପାରନ୍ତି ।

Tags: congressmlapolitics
Share196Tweet123
M M

M M

ଆଜିର ପାଗ

Bhubaneswar
May 1, 2026, 2:49 PM
 

SW
Partly cloudy
34°C
4.1 m/s
Apparent: 32°C
Pressure: 1006 mb
Humidity: 89%
Winds: 4.1 m/s SW
Windgusts: 12.3 m/s
UV-Index: 0
Precip.: 0mm /88% / Rain
Sunrise: 5:17 AM
Sunset: 6:10 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom