• Latest
  • Trending
odisha.newsroom.in

ତାତିରୁ ମିଳିବ ତ୍ରାହି: କମିବ ପାରଦ…କାଳବୈଶାଖୀ ସହ କୁଆପଥର ବର୍ଷା ଚେତାବନୀ

Apr-30-2026 10:59 AM IST
odisha.newsroom.in

ବିଧାନସଭାରେ ‘କଙ୍କାଳ’ ଝଡ଼: ସ୍ୱତନ୍ତ୍ର ଅଧିବେଶନ ଆରମ୍ଭରୁ ହୋହଲ୍ଲା

Apr-30-2026 01:05 PM IST
odisha.newsroom.in

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ଘୋର ଆର୍ଥିକ ସଙ୍କଟରେ ଘାଣ୍ଟି ହେଉଛି ପାକିସ୍ତାନ…ସରିଫ କହିଲେ…

Apr-30-2026 12:40 PM IST
odisha.newsroom.in

ପ୍ରକାଶ ପାଇଲା ICSE ରେଜଲ୍ଟ: ଜାଣନ୍ତୁ କେମିତି ଓ କେଉଁଠି ଦେଖିବେ ପରୀକ୍ଷାଫଳ

Apr-30-2026 12:11 PM IST
odisha.newsroom.in

ଇରାନର ଚେତାବନୀ…ଏମିତି ଅସ୍ତ୍ର ପ୍ରୟୋଗ କରିବୁ ଆମେରିକାର “ହାର୍ଟ ଆଟାକ୍” ଆସିପାରେ…

Apr-30-2026 11:40 AM IST
Horoscope 2026 April 30: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 April 30: ଜାଣନ୍ତୁ ଆଜିର ରାଶିଫଳ…

Apr-30-2026 10:33 AM IST
odisha.newsroom.in

ନିର୍ବାଚନ ଶେଷ…କିଏ ଦଖଲ କରିବ କେଉଁ ରାଜ୍ୟ…କଣ କହୁଛି EXIT POLL ?

Apr-29-2026 06:58 PM IST
odisha.newsroom.in

ପଶ୍ଚିମବଙ୍ଗରେ ରେକର୍ଡ ମତଦାନ…ଦାଦା ନା ଦିଦି…କିଏ ଗଢ଼ିବେ ସରକାର ?

Apr-29-2026 05:52 PM IST
odisha.newsroom.in

ହାଇକୋର୍ଟରେ ଚାଲିଥିଲା ଅନଲାଇନ୍ ଶୁଣାଣି…ହଠାତ ପ୍ଳେ ହେଲା ପର୍ଣ୍ଣ ଭିଡ଼ିଓ…

Apr-29-2026 03:46 PM IST
odisha.newsroom.in

ଅହଂକାରର ଲଢ଼େଇ : ୯୦ ବର୍ଷୀୟା ବୃଦ୍ଧାଙ୍କୁ ଆହୁରି ୨୦ ବର୍ଷ ଅପେକ୍ଷା କରିବାକୁ କହିଲେ ହାଇକୋର୍ଟ

Apr-29-2026 02:42 PM IST
odisha.newsroom.in

ପଶ୍ଚିମବଙ୍ଗରେ EVM ଜାଲିଆତି…ବିଜେପି ପ୍ରାର୍ଥୀଙ୍କ ନାଁ ଉପରେ କଳାପଟି !

Apr-29-2026 12:51 PM IST
  • About
  • Careers
  • Contact Us
Thursday, April 30, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

ତାତିରୁ ମିଳିବ ତ୍ରାହି: କମିବ ପାରଦ…କାଳବୈଶାଖୀ ସହ କୁଆପଥର ବର୍ଷା ଚେତାବନୀ

by M M
Apr-30-2026 10:59 AM IST
in ଆଜିର ପାଗ
0
odisha.newsroom.in

odisha.newsroom.in

491
SHARES
1.4k
VIEWS
Share on FacebookShare on Twitter

ରାଜ୍ୟବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର। ଗ୍ରୀଷ୍ମ ଲହରୀ ଓ ଗୁଳୁଗୁଳିରୁ ସାମାନ୍ୟ ନିସ୍ତାର ମିଳିବାକୁ ଯାଉଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

କାଳବୈଶାଖୀ ପ୍ରଭାବରେ କମିବ ତାତି

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ତାତି କମିବ। ବିଶେଷ କରି ପଶ୍ଚିମ ଓଡ଼ିଶାରେ ପାରଦ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି। ଗତକାଲି ଠାରୁ ହିଁ ରାଜ୍ୟର ଅନେକ ସ୍ଥାନରେ ପାଗରେ ପରିବର୍ତ୍ତନ ଦେଖାଦେଇଛି।

ବିଭିନ୍ନ ଜିଲ୍ଲାରେ ବର୍ଷା ଓ ପବନ

ଗତକାଲି ଗଜପତି ଜିଲ୍ଲାର ମୋହନା, ଗଞ୍ଜାମର ଦିଗପହଣ୍ଡି ଏବଂ ବୌଦ୍ଧ ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ସହ ପ୍ରବଳ ପବନ ହୋଇଥିବା ଖବର ମିଳିଛି। ଦିଗପହଣ୍ଡି ଅଞ୍ଚଳରେ ବିଜୁଳି ମାରିବା ଫଳରେ ଏକ ନଡ଼ିଆ ଗଛ ପୋଡ଼ି ଯାଇଥିବା ବେଳେ ଅନେକ ସ୍ଥାନରେ ଗଛପତ୍ର ଭାଙ୍ଗି ପଡ଼ିଛି।

ମେ ୩ରୁ ପୁଣି ବଢ଼ିବ ଖରା

ତେବେ ଏହି ଆଶ୍ୱସ୍ତି ଅଧିକ ସମୟ ପାଇଁ ରହିବ ନାହିଁ। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ମେ ୩ ତାରିଖରୁ ରାଜ୍ୟକୁ ପୁଣି ଥରେ ଖରା ଏବଂ ଗରମ ଗୁଳୁଗୁଳି ଫେରିବ। ଫଳରେ ତାପମାତ୍ରା ପୁଣି ବୃଦ୍ଧି ପାଇବା ସହ ଲୋକଙ୍କୁ ପ୍ରବଳ ଗରମ ସହିବାକୁ ପଡ଼ିପାରେ।


Tags: heat wave decreaseodishaweather
Share196Tweet123
M M

M M

ଆଜିର ପାଗ

Bhubaneswar
April 30, 2026, 1:09 PM
 

S
Partly cloudy
34°C
6.5 m/s
Apparent: 32°C
Pressure: 1005 mb
Humidity: 79%
Winds: 6.5 m/s S
Windgusts: 14.4 m/s
UV-Index: 0
Precip.: 0mm /27% / Rain
Sunrise: 5:17 AM
Sunset: 6:09 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom