• Latest
  • Trending
ବାତ୍ୟା ଦ୍ୱନ୍ଦ୍ୱ ମଧ୍ୟରେ ସୃଷ୍ଚି ହେଲା ଘୂର୍ଣ୍ଣିବଳୟ, ଦିନକ ପରେ ନେବ ଲଘୁଚାପର ରୂପ

ବାତ୍ୟା ଦ୍ୱନ୍ଦ୍ୱ ମଧ୍ୟରେ ସୃଷ୍ଚି ହେଲା ଘୂର୍ଣ୍ଣିବଳୟ, ଦିନକ ପରେ ନେବ ଲଘୁଚାପର ରୂପ

May-09-2026 03:55 PM IST
‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ !

‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ !

May-09-2026 03:42 PM IST
ଭାତ ଖାଇଲେ ବଢ଼େ କି ମୋଟା ପଣ , ଜାଣନ୍ତୁ ଏହା ପଛର ସତ ?

ଭାତ ଖାଇଲେ ବଢ଼େ କି ମୋଟା ପଣ , ଜାଣନ୍ତୁ ଏହା ପଛର ସତ ?

May-09-2026 01:22 PM IST
ଶୁଭେନ୍ଦୁ ଅଧିକାରୀଙ୍କ ସହିତ ଶପଥ ନେଇଥିବା ପାଞ୍ଚ ଜଣ ମନ୍ତ୍ରୀ କିଏ ?

ଶୁଭେନ୍ଦୁ ଅଧିକାରୀଙ୍କ ସହିତ ଶପଥ ନେଇଥିବା ପାଞ୍ଚ ଜଣ ମନ୍ତ୍ରୀ କିଏ ?

May-09-2026 01:08 PM IST
ପଶ୍ଚିମବଙ୍ଗରେ ଚାଲିଥିଲା ଶପଥ ଗ୍ରହଣ ଉତ୍ସବ; ପାଦ ଛୁଇଁ ମୁଣ୍ଡିଆ ମାରିଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ସେ କିଏ?

ପଶ୍ଚିମବଙ୍ଗରେ ଚାଲିଥିଲା ଶପଥ ଗ୍ରହଣ ଉତ୍ସବ; ପାଦ ଛୁଇଁ ମୁଣ୍ଡିଆ ମାରିଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ସେ କିଏ?

May-09-2026 01:02 PM IST
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

May-09-2026 12:21 PM IST
ଶନି ଦେବଙ୍କ ପୂଜାରେ କାହିଁକି ବ୍ୟବହାର ହୁଏ ନାହିଁ ତମ୍ବା ପାତ୍ର ? ଜାଣନ୍ତୁ ଏହା ପଛର କାରଣ

ଶନି ଦେବଙ୍କ ପୂଜାରେ କାହିଁକି ବ୍ୟବହାର ହୁଏ ନାହିଁ ତମ୍ବା ପାତ୍ର ? ଜାଣନ୍ତୁ ଏହା ପଛର କାରଣ

May-09-2026 11:16 AM IST
କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା; ସିଡିଏସ୍ ହେବେ ଏନଏସ ରାଜା ସୁବ୍ରମଣି

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା; ସିଡିଏସ୍ ହେବେ ଏନଏସ ରାଜା ସୁବ୍ରମଣି

May-09-2026 10:56 AM IST
ଆଜିଠୁ ପଶ୍ଚିମବଙ୍ଗରେ ବିଜେପି ସରକାର; ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶୁଭେନ୍ଦୁ ଅଧିକାରୀ, ସୁରକ୍ଷା ବ୍ୟବସ୍ଥା କଡାକଡି

ଆଜିଠୁ ପଶ୍ଚିମବଙ୍ଗରେ ବିଜେପି ସରକାର; ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶୁଭେନ୍ଦୁ ଅଧିକାରୀ, ସୁରକ୍ଷା ବ୍ୟବସ୍ଥା କଡାକଡି

May-09-2026 08:32 AM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-09-2026 07:10 AM IST
କାଉନସିଲରରୁ ମୁଖ୍ୟମନ୍ତ୍ରୀ; ଏମିତି ଥିଲା ଶୁଭେନ୍ଦୁ ଅଧିକାରୀଙ୍କ ରାଜନୈତିକ ଯାତ୍ରା…

କାଉନସିଲରରୁ ମୁଖ୍ୟମନ୍ତ୍ରୀ; ଏମିତି ଥିଲା ଶୁଭେନ୍ଦୁ ଅଧିକାରୀଙ୍କ ରାଜନୈତିକ ଯାତ୍ରା…

May-08-2026 07:21 PM IST
  • About
  • Careers
  • Contact Us
Saturday, May 9, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

ବାତ୍ୟା ଦ୍ୱନ୍ଦ୍ୱ ମଧ୍ୟରେ ସୃଷ୍ଚି ହେଲା ଘୂର୍ଣ୍ଣିବଳୟ, ଦିନକ ପରେ ନେବ ଲଘୁଚାପର ରୂପ

by M M
May-09-2026 03:55 PM IST
in ଆଜିର ପାଗ, ବଡ଼ ଖବର, ମୁଖ୍ୟ ଖବର, ରାଜ୍ୟ
0
ବାତ୍ୟା ଦ୍ୱନ୍ଦ୍ୱ ମଧ୍ୟରେ ସୃଷ୍ଚି ହେଲା ଘୂର୍ଣ୍ଣିବଳୟ, ଦିନକ ପରେ ନେବ ଲଘୁଚାପର ରୂପ
491
SHARES
1.4k
VIEWS
Share on FacebookShare on Twitter

ପାଣିପାଗକୁ ନେଇ ଆସିଛି ଏକ ବଡ଼ ଖବର। ବାତ୍ୟା ଦ୍ବନ୍ଦ୍ବ ଭିତରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ମେ ୧୦ ବା ୧୧ ବେଳକୁ ସୃଷ୍ଟି ହୋଇପାରେ ଲଘୁଚାପ । ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଆଖପାଖରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ସମୁଦ୍ର ପତ୍ତନରୁ ଦେଢ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି ଏହି ଘୂର୍ଣ୍ଣିବଳୟ । ଏନେଇ ବିଶ୍ବ ପାଣିପାଗ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି ।

ବଙ୍ଗୋପସାଗରରେ ବାତ୍ୟାକୁ ନେଇ ଦ୍ବନ୍ଦ୍ବ ବଢ଼ୁଥିବା ବେଳେ, ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଅବଶ୍ୟ ଏହି ଘୂର୍ଣ୍ଣିବଳୟ କେବେ ଘନୀଭୂତ ହେବ ଏହା ପରେ ସ୍ପଷ୍ଟ ହେବ । ତଥାପି ଏହା ୧୦/୧୧ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ।

ବିଶେଷଜ୍ଞଙ୍କ ଆକଳନ ଅନୁସାରେ, ରାଜ୍ୟରେ ଏବେ ଟ୍ରାପ ଲାଇନ ପ୍ରଭାବ ରହିଛି । ଏହାର ପ୍ରଭାବ ୧୧ ତାରିଖ ପର୍ଯ୍ୟନ୍ତ ରହିବ । ଏହାପରେ ଏହି ଘୂର୍ଣ୍ଣିବଳୟର ଦିଗ ଜଣାପଡ଼ିବ ବୋଲି ବିଶେଷଜ୍ଞ କହିଛନ୍ତି ।

Tags: newsroomodishaweather update
Share196Tweet123
M M

M M

ଆଜିର ପାଗ

Bhubaneswar
May 9, 2026, 6:57 PM
 
S
Mainly clear
29°C
3.1 m/s
Apparent: 33°C
Pressure: 1009 mb
Humidity: 96%
Winds: 3.1 m/s S
Windgusts: 9.4 m/s
UV-Index: 0
Precip.: 0mm /63% / Rain
Sunrise: 5:12 AM
Sunset: 6:13 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom