• Latest
  • Trending
ଆଜି ମୁଖ୍ୟମନ୍ତ୍ରୀ ବାଛିବ ବିଜେପି

ଆଜି ମୁଖ୍ୟମନ୍ତ୍ରୀ ବାଛିବ ବିଜେପି

June 11, 2024
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

ବାସବରାଜୁ ଏନକାଉଁଟର,ଦୁଇ ଭାଇ: ଦୁଇ ଭିନ୍ନ ପଥ

May 27, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

May 21, 2025
ଅମଲାତନ୍ତ୍ରରୁ  ନେତାଙ୍କ ଶାସନ ଆରମ୍ଭ

ଅମଲାତନ୍ତ୍ରରୁ ନେତାଙ୍କ ଶାସନ ଆରମ୍ଭ

May 21, 2025
ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

May 20, 2025
୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

May 16, 2025
ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

May 16, 2025
  • About
  • Careers
  • Contact Us
Sunday, June 8, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆଜି ମୁଖ୍ୟମନ୍ତ୍ରୀ ବାଛିବ ବିଜେପି

by M M
June 11, 2024
in ବଡ଼ ଖବର, ମୁଖ୍ୟ ଖବର
0
ଆଜି ମୁଖ୍ୟମନ୍ତ୍ରୀ ବାଛିବ ବିଜେପି
491
SHARES
1.4k
VIEWS
Share on FacebookShare on Twitter

କିଏ ହେବ ମୁଖ୍ୟମନ୍ତ୍ରୀ ତାକୁ ନେଇ ଏବେ ଉତ୍କଣ୍ଠା ବଢ଼ୁଛି । ବିଜେପିର ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା ଆଉ କିଛି ସମୟ ପରେ ହେବ  । ଏନେଇ ବୈଠକରେ ନାମ ଘୋଷଣା କରାଯିବ ।  ବ୍ରଜରାଜନଗର ବିଧାୟକ ସୁରେଶ ପୂଜାରୀଙ୍କ ନାମକୁ ନେଇ ଗଣମାଧ୍ୟମରେ ବେଶୀ ଚର୍ଚା ହେଉଛି ।  ସୁରେଶଙ୍କୁ ମୁଖ୍ୟମନ୍ତ୍ରୀ କରି ବିଜେପି ପଶ୍ଚିମ ଓଡ଼ିଶା କାର୍ଡ ଖେଳିପାରେ ବୋଲି କୁହାଯାଉଛି ।

ପୂର୍ବରୁ ଦଳର ସଭାପତି ଥିବା ସୁରେଶ ପୂଜାରୀ  ଦଳର ଜଣେ ପୁରୁଣା ଓ ଅଭିଜ୍ଞ ନେତା। କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଓଡ଼ିଶାରୁ ଯେଉଁ ଦୁଇ ଲୋକସଭା ସାଂସଦ ସ୍ଥାନ ପାଇଛନ୍ତି, ସେମାନେ ପଶ୍ଚିମ ଓଡ଼ିଶାରୁ ପ୍ରତିନିଧିତ୍ବ କରୁଛନ୍ତି। ତେଣୁ ସୁରେଶଙ୍କୁ ପୁଣି ମୁଖ୍ୟମନ୍ତ୍ରୀ କରାଗଲେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରୁ ଦୁଇ ଜଣଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାର ସମ୍ଭାବନା ରହିଛି। ଏହା କରି ସବୁ କ୍ଷେତ୍ରକୁ ଗୁରୁତ୍ବ ଦେବାକୁ ଚାହୁଁଛନ୍ତି କେନ୍ଦ୍ରୀୟ ବିଜେପି ନେତା ।

ନୂଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିତ୍ବ ଓ ଭାବମୂର୍ତ୍ତି ମଧ୍ୟ ତାଙ୍କର ପାଖାପାଖି ରହିବାର ଆବଶ୍ୟକତା ରହିଛି ବୋଲି ଦଳର କେନ୍ଦ୍ରୀୟ ନେତୃତ୍ବ ଚିନ୍ତା କରୁଛନ୍ତି। ପୁଣି ବିଜେପି ଯେପରି ଇସ୍ତାହାରରେ ପ୍ରତିଶ୍ରୁତି ଦେଇଛି, ତାହାକୁ ପୂରଣ କରିବା ପାଇଁ ଏକ ଦୃଢ଼ ସରକାର ଦରକାର।

ସାଧାରଣ ନିର୍ବାଚନ ଫଳ ବାହାରିବାର 9 ଦିନ ପରେ ଆଜି ବିଜେପିର ବିଧାୟକ ଦଳ ବୈଠକ ବସିବାକୁ ଯାଉଛି। ଏଭଳି ଗତ 24 ବର୍ଷ ହେଲା ଦେଖିବାକୁ ମିଳିନଥିଲା । କାରଣ ବିଜେଡି ଗତ 24 ବର୍ଷ ଧରି ରାଜ୍ୟରେ ଶାସନ କରୁଥିଲା । କଂଗ୍ରେସ ସରକାର ସମୟରେ ଏପରି ମୁଖ୍ୟମନ୍ତ୍ରୀ ଚୟନ ହେଉଥିଲା । ଏବେ ପୁଣି ବିଜେପି ଜାତୀୟ ଦଳ ହୋଇଥିବାରୁ  କେନ୍ଦ୍ରୀୟ ନେତା ଦିଲ୍ଲୀରୁ ଆସୁଛନ୍ତି ନେତା ବାଛିବା ପାଇଁ ।  ଆଜି  ବିଧାୟକମାନେ ଏକାଠି ବସି ସେମାନଙ୍କ ନେତା ବାଛିବେ। କେନ୍ଦ୍ରୀୟ ନେତା କାହାକୁ ଯଦି ମୁଖ୍ୟମନ୍ତ୍ରୀ ଭାବେ ବାଛିଥିବେ ଏହାକୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବ ବିଧାୟକଙ୍କ ଆଗରେ ଉପସ୍ଥାପନ କରିବେ। ଯଦି ବିଧାୟକମାନେ ଏକାଧିକ ନେତାଙ୍କ ନାମ ସୁପାରିସ୍ କରନ୍ତି ତେବେ ଏହା ଉପରେ ଦୁଇ କେନ୍ଦ୍ରୀୟ ନେତା ଆଲୋଚନା କରିବେ। ବିଧାୟକ ଦଳ ବୈଠକରେ ସର୍ବସମ୍ମତିକ୍ରମେ ଯେଉଁ ନେତାଙ୍କ ଉପରେ ମୋହର ବାଜିବ ତାଙ୍କ ନାମକୁ ସଂସଦୀୟ ବୋର୍ଡକୁ ସୁପାରିସ କରିବେ। ଏହା ପରେ ମୁଖ୍ୟମନ୍ତ୍ରୀ କିଏ ହେବ ତାହା ଘୋଷଣା କରାଯିବ ।

Tags: bjpnewsnewsroompolitics
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

0
ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

0
ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

0
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

Weather

Bhubaneswar
June 8, 2025, 3:05 pm
 

S
Clear sky
30°C
2.1 m/s
Apparent: 36°C
Pressure: 1003 mb
Humidity: 84%
Winds: 2.1 m/s S
Windgusts: 7.3 m/s
UV-Index: 0
Precip.: 5.1mm /58% / Rain
Sunrise: 5:05 am
Sunset: 6:25 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom