• Latest
  • Trending
ପ୍ରଧାନମନ୍ତ୍ରୀଙ୍କୁ କଣ କହିବେ ମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀଙ୍କୁ କଣ କହିବେ ମୁଖ୍ୟମନ୍ତ୍ରୀ

June 27, 2024
ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

June 25, 2025
ମହାକାଶଯାତ୍ରାରେ ଶୁଭାଂଶୁ ଶୁକ୍ଲା

ମହାକାଶଯାତ୍ରାରେ ଶୁଭାଂଶୁ ଶୁକ୍ଲା

June 25, 2025
ଆକାଶରେ ଅଦୃଶ୍ୟ ଯୁଦ୍ଧ ବିମାନ-ବି-2

ଆକାଶରେ ଅଦୃଶ୍ୟ ଯୁଦ୍ଧ ବିମାନ-ବି-2

June 24, 2025

June 20, 2025

ଆସୁଛନ୍ତି ମୋଦୀ: 2 ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ

June 20, 2025
ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

June 19, 2025
ଆୟାତୋଲ୍ଲା ଖେମିନିଙ୍କୁ ହତ୍ୟାକରିବା ପାଇଁ ଚାହୁଁଛି ଇସ୍ରାଏଲ

ଆୟାତୋଲ୍ଲା ଖେମିନିଙ୍କୁ ହତ୍ୟାକରିବା ପାଇଁ ଚାହୁଁଛି ଇସ୍ରାଏଲ

June 19, 2025
ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ କଂଗ୍ରେସ କରିବ ବିରୋଧ: ପୂର୍ବାହ୍ନ ୯ ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ଅନଶନ

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ କଂଗ୍ରେସ କରିବ ବିରୋଧ: ପୂର୍ବାହ୍ନ ୯ ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ଅନଶନ

June 19, 2025
ଆସୁଛନ୍ତି ପ୍ରଧାନମନ୍ତ୍ରୀ : ସୁରକ୍ଷା ବଳୟରେ ରାଜଧାନୀ

ଆସୁଛନ୍ତି ପ୍ରଧାନମନ୍ତ୍ରୀ : ସୁରକ୍ଷା ବଳୟରେ ରାଜଧାନୀ

June 19, 2025
ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ

June 18, 2025
  • About
  • Careers
  • Contact Us
Sunday, June 29, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ପ୍ରଧାନମନ୍ତ୍ରୀଙ୍କୁ କଣ କହିବେ ମୁଖ୍ୟମନ୍ତ୍ରୀ

by M M
June 27, 2024
in ବଡ଼ ଖବର, ରାଜନୀତି, ରାଜ୍ୟ
0
ପ୍ରଧାନମନ୍ତ୍ରୀଙ୍କୁ କଣ କହିବେ ମୁଖ୍ୟମନ୍ତ୍ରୀ
491
SHARES
1.4k
VIEWS
Share on FacebookShare on Twitter

ଆଜି ମଧ୍ୟାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ତେବେ ପ୍ରଧାନମନ୍ତ୍ରୀଙ୍କୁ ଓଡ଼ିଶାର ବିଭିନ୍ନ ସମସ୍ୟା ନେଇ କଣ କହିବେ ମୁଖ୍ୟମନ୍ତ୍ରୀ ତାହା ଉପରେ ଏବେ ସମସ୍ତଙ୍କ ନଜର । ରାଜ୍ୟରେ ବିଭିନ୍ନ ଯୋଜନା ଲାଗୁ ପାଇଁ ଅଧିକ ଅର୍ଥର ଆବଶ୍ୟକତା ରହିଛି । ଯେପରିକି ସୁଭଦ୍ରା ଯୋଜନା ଲାଗୁ ପାଇଁ ଅଧିକ ଅର୍ଥ ଆବଶ୍ୟକ । କେନ୍ଦ୍ରର ଆୟୁଷ୍ମାନ ଯୋଜନା ଉପରେ ମଧ୍ୟ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ।  ଚାଷୀଙ୍କୁ ଅଧିକ ଏମଏସପି ଦେବା ପାଇଁ ଅର୍ଥ ମଧ୍ୟ ଆବଶ୍ୟକ । ଏହିପରି ଅନେକ ରାଜନୈତିକ , ପ୍ରଶାସନିକ ପ୍ରସଙ୍ଗ ରହିଛି ଯାହା ଉପରେ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ।  ଆଗାମୀ ଶହେ ଦିନର ରୋଡ ମ୍ୟାପ୍‌  ପ୍ରସ୍ତୁତି ନେଇ ମୋହନ ମାଝୀ ସିଧାସଳଖ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିପାରନ୍ତି ।  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ସେ଼ହିପରି ଅପରାହ୍ନରେ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଓ ଦୁଇ ମୁଖ୍ୟମନ୍ତ୍ରୀ ଭେଟି ରାଜ୍ୟ ପ୍ରସଙ୍ଗରେ ଆଲୋଚନା କରିବା ସହ ରଥଯାତ୍ରାକୁ ନିମନ୍ତ୍ରଣ କରିବାର ସୂଚନା ରହିଛି। ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି।

 

Tags: bjpnewsnewsroomodishapolitics
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

0
ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

0
ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

0
ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

June 25, 2025
ମହାକାଶଯାତ୍ରାରେ ଶୁଭାଂଶୁ ଶୁକ୍ଲା

ମହାକାଶଯାତ୍ରାରେ ଶୁଭାଂଶୁ ଶୁକ୍ଲା

June 25, 2025
ଆକାଶରେ ଅଦୃଶ୍ୟ ଯୁଦ୍ଧ ବିମାନ-ବି-2

ଆକାଶରେ ଅଦୃଶ୍ୟ ଯୁଦ୍ଧ ବିମାନ-ବି-2

June 24, 2025

Weather

Bhubaneswar
June 29, 2025, 11:19 pm
 

WSW
Overcast
25°C
0.7 m/s
Apparent: 31°C
Pressure: 998 mb
Humidity: 91%
Winds: 0.7 m/s WSW
Windgusts: 7.4 m/s
UV-Index: 0
Precip.: 2.5mm /85% / Rain
Sunrise: 5:10 am
Sunset: 6:30 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom