• Latest
  • Trending
ବ୍ରିଟେନ ସାଧାରଣ ନିର୍ବାଚନରେ ହାରିଲେ ଋଷି ସୁନକ

ବ୍ରିଟେନ ସାଧାରଣ ନିର୍ବାଚନରେ ହାରିଲେ ଋଷି ସୁନକ

July 5, 2024
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

July 3, 2025
ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

July 1, 2025
  • About
  • Careers
  • Contact Us
Monday, July 21, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ବ୍ରିଟେନ ସାଧାରଣ ନିର୍ବାଚନରେ ହାରିଲେ ଋଷି ସୁନକ

by M M
July 5, 2024
in ଦେଶ ବିଦେଶ, ବଡ଼ ଖବର
0
ବ୍ରିଟେନ ସାଧାରଣ ନିର୍ବାଚନରେ ହାରିଲେ ଋଷି ସୁନକ
491
SHARES
1.4k
VIEWS
Share on FacebookShare on Twitter

ବ୍ରିଟେନରେ ସରକାର ବଦଳିଛି । ଋଷି ସୁନକ ପରାଜିତ ହୋଇଛନ୍ତି । ଲେବର ପାର୍ଟି ଜିତିଛି । ଗତକାଲି ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଆଜି ଭୋଟ୍ ଗଣତି ବେଳେ ଲେବଟ ପାର୍ଟି ବହୁମତ ହାସଲ କରିଛି। ଫଳାଫଳ ଅନୁସାରେ, କେର୍ ଷ୍ଟାରମରଙ୍କ ଲେବର ପାର୍ଟିକୁ ବହୁମତ ମିଳିଛି। ଫଳରେ କଞ୍ଜରଭେଟିଭ୍ ପାର୍ଟିର ୧୪ ବର୍ଷ ଶାସନର ଅନ୍ତ ଘଟିଛି। ସେପଟେ ଦେଢ଼ ଦଶନ୍ଧି ପରେ ସତ୍ତାକୁ ଫେରିଛି ଲେବର୍ ପାର୍ଟି।ବ୍ରିଟେନ ସାଧାରଣ ନିର୍ବାଚନରେ ପରାଜିତ ହୋଇଛନ୍ତି ଭାରତୀୟ ବଂଶୋଦ୍ଭବ ଋଷି ସୁନକ। କଞ୍ଜରଭେଟିବ ପାର୍ଟିର ଋଷି ସୁନକଙ୍କୁ ବିପୁଳ ବ୍ୟବଧାନରେ ହରାଇ ଲେବର ପାର୍ଟିର କେର ଷ୍ଟାରମର ହେବାକୁ ଯାଉଛନ୍ତି ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ। ସୁନକଙ୍କ ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ହେବାର ସ୍ୱପ୍ନ, ସ୍ୱପ୍ନରେ ରହିଯାଇଛି।   ବ୍ରିଟେନରେ ୬୫୦ ସଂସଦୀୟ ନିର୍ବାଚନମଣ୍ଡଳୀ ଥିବାବେଳେ ସରକାର ଗଢିବା ପାଇଁ ମ୍ୟାଜିକ୍ ନଂ ହେଉଛି ୩୨୬। ଏଥିରୁ ଲେବର୍ ପାର୍ଟି ୩୭୮ ଆସନରେ ବିଜୟ ସହ ପୂର୍ଣ୍ଣ ବହୁମତ ପାଇଛି। ମତାମତ ପରେ ନିଜେ ଭୁଲ ମାଗିଛନ୍ତି ସୁନକ । ଦଳର ପରାଜୟ ପାଇଁ ସେ ନିଜକୁ ଦାୟୀ କରିଛନ୍ତି ।

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025

Weather

Bhubaneswar
July 21, 2025, 10:38 pm
 

SE
Overcast
27°C
0.1 m/s
Apparent: 35°C
Pressure: 1001 mb
Humidity: 91%
Winds: 0.1 m/s SE
Windgusts: 4.8 m/s
UV-Index: 0
Precip.: 2.5mm /50% / Rain
Sunrise: 5:17 am
Sunset: 6:28 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom