• Latest
  • Trending
ବବିଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା

ବବିଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା

Jul-05-2024 05:22 PM IST
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-22-2025 10:04 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-22-2025 09:54 AM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

Oct-22-2025 09:39 AM IST

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

Oct-21-2025 07:32 PM IST
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

Oct-21-2025 05:15 PM IST
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

Oct-21-2025 04:38 PM IST
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

Oct-21-2025 04:08 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

Oct-21-2025 03:37 PM IST
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

Oct-21-2025 01:20 PM IST
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

Oct-21-2025 12:39 PM IST
  • About
  • Careers
  • Contact Us
Wednesday, October 22, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

ବବିଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା

ବାସଭବନରେ ବେନିୟମ କାର୍ଯ୍ୟ ଚାଲିବାକୁ ନେଇ ହୋଇଛି ଏତଲା

by M M
Jul-05-2024 05:22 PM IST
in ଭିଡ଼ିଓ, ମୁଖ୍ୟ ଖବର, ରାଜନୀତି
0
ବବିଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ବର: ପୁଣି ବବିଙ୍କ ପାଇଁ ଅଡ଼ୁଆ । ବାସଭବନ ନିର୍ମାଣ ବିବାଦ ଭିତରେ ଏବେ  ପୂର୍ବତନ ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଙ୍କ ନାଁରେ ଏନେଇ କ୍ୟାପିଟାଲ ଥାନାରେ ଏତଲା ହୋଇଛି । ଏତଲା ଦେଇଛନ୍ତି ହାଇକୋର୍ଟ ଆଇନଜୀବୀ ସତ୍ୟ ଶିବସୁନ୍ଦର ମହାନ୍ତି । ସତ୍ୟଙ୍କ ଅଭିଯୋଗ ,ପ୍ରଣବ ଦାସ ନିଜ ସରକାରୀ ବାସଭବନରେ କରିଥିବା ବେଆଇନ ନିର୍ମାଣରେ ଚାଲିଥିଲା ଅନୈତିକ କାର୍ୟ୍ୟ । ଏହାସହ ଏହି ଜାଗାରେ ନିର୍ମାଣ କାର୍ଯ୍ୟ ପାଇଁ ସେ ପ୍ରଶାସନଠାରୁ ଅନୁମତି ନେଇନଥିଲେ । ଏହି ନିର୍ମାଣ ସମ୍ପୂର୍ଣ୍ଣ ବେଆଇନ ହୋଇଥିବାରୁ ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ଦାବି କରିଛନ୍ତି ଆଇନଜୀବୀ । ଏନେଇ ସେ କ୍ୟାପିଟାଲ ପୋଲିସ ଷ୍ଟେସନରେ ଏଫଆଇଆର ଦାଏର କରିଛନ୍ତି । ସୂଚନାଯୋଗ୍ୟ ବିବାଦୀୟ ନିର୍ମାଣ ନେଇ ବବିଙ୍କୁ ଚାରିଆଡ଼ୁ ସମାଲୋଚନା ଶୁଣିବାକୁ ମିଳିଥିଲା । ନିୟମ ବାହାରେ ସେ ବାସଭବନ ଭିତରେ ନିର୍ମାଣ କାର୍ଯ୍ୟ କରିଥିଲେ ।

Tags: bjdnewsroomodishapolitics
Share196Tweet123
M M

M M

ଆଜିର ପାଗ

Bhubaneswar
October 22, 2025, 10:24 AM
 

NE
Mainly clear
31°C
3.4 m/s
Apparent: 36°C
Pressure: 1012 mb
Humidity: 63%
Winds: 3.4 m/s NE
Windgusts: 8 m/s
UV-Index: 6.5
Precip.: 0mm /18% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

October 22, 2025
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

October 22, 2025
ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

October 22, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom