• Latest
  • Trending
ଓଡ଼ିଶାର ଦୁଇ ଲୋକପ୍ରିୟ କଣ୍ଠଶିଳ୍ପୀଙ୍କ ନାଁରେ ଥାନାରେ ଏତଲା

ଓଡ଼ିଶାର ଦୁଇ ଲୋକପ୍ରିୟ କଣ୍ଠଶିଳ୍ପୀଙ୍କ ନାଁରେ ଥାନାରେ ଏତଲା

July 8, 2024

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
  • About
  • Careers
  • Contact Us
Friday, August 1, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଓଡ଼ିଶାର ଦୁଇ ଲୋକପ୍ରିୟ କଣ୍ଠଶିଳ୍ପୀଙ୍କ ନାଁରେ ଥାନାରେ ଏତଲା

by M M
July 8, 2024
in ବଡ଼ ଖବର, ଭିଡ଼ିଓ, ମନୋରଞ୍ଜନ
0
ଓଡ଼ିଶାର ଦୁଇ ଲୋକପ୍ରିୟ କଣ୍ଠଶିଳ୍ପୀଙ୍କ ନାଁରେ ଥାନାରେ ଏତଲା
491
SHARES
1.4k
VIEWS
Share on FacebookShare on Twitter

ଓଡ଼ିଶାର ଦୁଇ ଲୋକପ୍ରିୟ କଣ୍ଠଶିଳ୍ପୀଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି। ଭୁବନେଶ୍ଵର କ୍ୟାପିଟାଲ ଥାନାରେ ଉଭୟଙ୍କ ନାଁରେ ଏତଲା ଦେଇଛନ୍ତି ମାନବାଧିକାର କର୍ମୀ ଶିବ ସୁନ୍ଦର ସ୍ଵାଇଁ। ପ୍ରଭୁ ଜଗନ୍ନାଥଙ୍କ ଭଜନକୁ କଦର୍ଥ କରି ଗାଇଥିବା ଅଭିଯୋଗରେ ହ୍ୟୁମାନ ଓ ରୁକୁଙ୍କ ନାଁରେ ଏତଲା ଦିଆଯାଇଛି।ସୂଚନାଯୋଗ୍ୟ, ସାମାଜିକ ଗଣମାଧ୍ୟମରେ ହ୍ୟୁମାନ ସାଗର ଏବଂ ରୁକୁ ସୁନାଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ ରୁକୁ ସୁନା ଜଗନ୍ନାଥଙ୍କ ଭଜନକୁ କଦର୍ଥ କରି ଗାଉଛନ୍ତି ଏବଂ ହ୍ୟୁମାନ ଏହାକୁ ଶୁଣି ହସି ହସି ଗଡ଼ି ଯାଉଛନ୍ତି। ଭିଡିଓରେ ଆହୁରି କେତେକ ଲୋକ ଏହାକୁ ଶୁଣି ହସୁଥିବା ଶୁଣାଯାଉଛି, ଯାହା ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଗଭୀର ଆଘାତ ଦେଇଛି। ଏଭଳି କାର୍ଯ୍ୟ କରୁଥିବା ଲୋକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଇଣ୍ଟର​‌ନ୍ୟା​‌ସନାଲ ହ୍ୟୁମାନ ରାଇଟ୍ସ କମିଶନ ସଂଘ ପକ୍ଷରୁ ଦାବି ହୋଇଛି। କେବଳ ଏହି ଦୁଇଜଣ ନୁହେଁ ଯେଉଁମାନେ ଏହି ଭିଡିଓ ସହ ଜଡ଼ିତ ଏବଂ ଯେଉଁ ଷ୍ଟୁଡିଓରେ ଏହି ଗୀତ ରେକର୍ଡ ହୋଇଛି ତାହା ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଭିଯୋଗକାରୀ ଦାବି କରିଛନ୍ତି।

 

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

Weather

Bhubaneswar
August 1, 2025, 2:41 pm
 

SW
Slight rain showers
28°C
1.9 m/s
Apparent: 35°C
Pressure: 1002 mb
Humidity: 93%
Winds: 1.9 m/s SW
Windgusts: 7.7 m/s
UV-Index: 0
Precip.: 2.5mm /48% / Rain
Sunrise: 5:21 am
Sunset: 6:24 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom