• Latest
  • Trending
ରଥ ଉପରେ ମୋବାଇଲ ମନା

ରଥ ଉପରେ ମୋବାଇଲ ମନା

Jul-12-2024 04:09 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ରଥ ଉପରେ ମୋବାଇଲ ମନା

by M M
Jul-12-2024 04:09 PM IST
in ବଡ଼ ଖବର, ଭିଡ଼ିଓ, ରାଜ୍ୟ
0
ରଥ ଉପରେ ମୋବାଇଲ ମନା
491
SHARES
1.4k
VIEWS
Share on FacebookShare on Twitter

ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ଆଜି ଅରବିନ୍ଦ ପାଢୀ ଦାୟିତ୍ୱ ନେଇଛନ୍ତି । ସେ ଦାୟିତ୍ୱ ନେବା ପରେ ରଥଯାତ୍ରାରେ ହୋଇଥିବା ବିଶୃଙ୍ଖଳା ଓ ଆଗାମୀ ବାହୁଡା ଯାତ୍ରାକୁ ନେଇ ଆକ୍ସନମୋଡକୁ ଆସିଛନ୍ତି । ଦାୟିତ୍ୱ ନେବା ପରେ ସେ କହିଛନ୍ତି କି, ଯଦି କୌଣସି ସେବାୟତ ରଥ ଉପରକୁ ମୋବାଇଲ ନେଇ ଯାଆନ୍ତି ତେବେ ସେମାନଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ରଥ ଉପରେ ରହି କୌଣସି ସେବାୟତ ଫଟୋ କିମ୍ବା ଭିଡିଓ କରିପାରିବେ ନାହିଁ । ସେହିଭଳି ରଥ ବେଳେ କିଛି ଅଣ ସେବାୟତଙ୍କୁ ରଥ ଉପରେ ଦେଖିବାକୁ ମିଳିଥିଲା । ଏହାକୁ ନେଇ ଅରବିନ୍ଦ ପାଢୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ସେ କହିଛନ୍ତି କି, ବାହୁଡା ଯାତ୍ରା ବେଳେ ଯଦି ଏଭଳି କୌଣସି ଅଣସେବାୟତଙ୍କୁ ରଥ ଉପରେ ଦେଖିବାକୁ ମିଳେ ତେବେ ସେମାନଙ୍କ ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । କେବଳ ସେତିକି ନୁହେଁ ରଥ ଯାତ୍ରା ବେଳେ ରଥ ଉପରେ ଆବଶ୍ୟକତା ଠାରୁ ଅଧିକ ସେବାୟତ ଚଢିଥିବା ନଜରକୁ ଆସିଥିଲା । ଏହାକୁ ନେଇ ମୁଖ୍ୟ ପ୍ରଶାସକ କହିଛନ୍ତି କି, ଏବେ ରଥ ଉପରେ ସୀମିତ ସେବାୟତ ଚଢିବାକୁ ଅନୁମତି ଦିଆଯିବ । ଯାହାର ସେବା ନାହିଁ ସେମାନଙ୍କୁ ରଥ ଉପରେ ଚଢିବାକୁ ଅନୁମତି ଦିଆଯିବ ନାହିଁ ।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 4:24 AM
 
N
Overcast
19°C
0.6 m/s
Apparent: 23°C
Pressure: 1018 mb
Humidity: 88%
Winds: 0.6 m/s N
Windgusts: 6.5 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom