• Latest
  • Trending
ସାଢ଼େ ୪ କୋଟି ଓଡ଼ିଆ ଲୋକଙ୍କ ଅସ୍ମିତା ସହ ହିନ୍ଦୁ ଆସ୍ଥାକୁ ସମ୍ମାନ ମିଳିଛି – ଧର୍ମେନ୍ଦ୍ର ପ୍ରଧାନ

ସାଢ଼େ ୪ କୋଟି ଓଡ଼ିଆ ଲୋକଙ୍କ ଅସ୍ମିତା ସହ ହିନ୍ଦୁ ଆସ୍ଥାକୁ ସମ୍ମାନ ମିଳିଛି – ଧର୍ମେନ୍ଦ୍ର ପ୍ରଧାନ

Jul-15-2024 07:52 AM IST
ଅଘଟଣରୁ ବର୍ତ୍ତିଗଲେ ରାଷ୍ଟ୍ରପତି, ହେଲିକପ୍ଟର ଚକ ଗାତରେ ପଶିଗଲା

ଅଘଟଣରୁ ବର୍ତ୍ତିଗଲେ ରାଷ୍ଟ୍ରପତି, ହେଲିକପ୍ଟର ଚକ ଗାତରେ ପଶିଗଲା

Oct-22-2025 04:08 PM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

Oct-22-2025 03:43 PM IST
ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

Oct-22-2025 03:25 PM IST
ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

Oct-22-2025 01:45 PM IST
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-22-2025 10:04 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-22-2025 09:54 AM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

Oct-22-2025 09:39 AM IST

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

Oct-21-2025 07:32 PM IST
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

Oct-21-2025 05:15 PM IST
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

Oct-21-2025 04:38 PM IST
  • About
  • Careers
  • Contact Us
Wednesday, October 22, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ସାଢ଼େ ୪ କୋଟି ଓଡ଼ିଆ ଲୋକଙ୍କ ଅସ୍ମିତା ସହ ହିନ୍ଦୁ ଆସ୍ଥାକୁ ସମ୍ମାନ ମିଳିଛି – ଧର୍ମେନ୍ଦ୍ର ପ୍ରଧାନ

by M M
Jul-15-2024 07:52 AM IST
in ବଡ଼ ଖବର, ରାଜ୍ୟ
0
ସାଢ଼େ ୪ କୋଟି ଓଡ଼ିଆ ଲୋକଙ୍କ ଅସ୍ମିତା ସହ ହିନ୍ଦୁ ଆସ୍ଥାକୁ ସମ୍ମାନ ମିଳିଛି – ଧର୍ମେନ୍ଦ୍ର ପ୍ରଧାନ
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର, – ଦୀର୍ଘ ବର୍ଷ ପରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରଙ୍କୁ ଟ୍ୱିଟ୍ କରି ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ଏକ୍ସରେ ଉଲ୍ଲେଖ କରିଛନ୍ତି ଯେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନ, ସନାତନ ସଂସ୍କୃତି ଓ ହିନ୍ଦୁ ଆସ୍ଥାର ସବୁଠାରୁ ବଡ଼ ପ୍ରତୀକ । ଦୀର୍ଘ ବର୍ଷ ପରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନବନିର୍ବାଚିତ ସରକାର ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଦିଆଯାଇଥିବା ଆଉ ଏକ ପ୍ରତିଶ୍ରୁତି ପୂରଣ କରିଛନ୍ତି । ମହାପ୍ରଭୁଙ୍କ ରତ୍ନଭଣ୍ଡାରର ସୁରକ୍ଷା ଏବଂ ରତ୍ନଭଣ୍ଡାରରେ ରଖାଯାଇଥିବା ଅଳଙ୍କାରର ସଠିକ୍ ସୂଚନା ପାଇବା ଅନେକ ଦଶନ୍ଧି ଧରି ଜନସାଧାରଣଙ୍କ ଦାବି ରହିଥିଲା । ସାଢ଼େ ୪ କୋଟି ଓଡ଼ିଆ ଲୋକଙ୍କ ଅସ୍ମିତା ଓ ହିନ୍ଦୁ ଆସ୍ଥାକୁ ସମ୍ମାନ ଦେଇ ରତ୍ନଭଣ୍ଡାରକୁ ସମ୍ପୂର୍ଣ୍ଣ ପାରଦର୍ଶିତାର ସହ ଖୋଲିଥିବାରୁ କେନ୍ଦ୍ରମନ୍ତ୍ରୀ ଶ୍ରୀମନ୍ଦିର ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
October 22, 2025, 5:45 PM
 

ESE
Partly cloudy
29°C
1.3 m/s
Apparent: 32°C
Pressure: 1011 mb
Humidity: 93%
Winds: 1.3 m/s ESE
Windgusts: 8 m/s
UV-Index: 0
Precip.: 0mm /18% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଅଘଟଣରୁ ବର୍ତ୍ତିଗଲେ ରାଷ୍ଟ୍ରପତି, ହେଲିକପ୍ଟର ଚକ ଗାତରେ ପଶିଗଲା

ଅଘଟଣରୁ ବର୍ତ୍ତିଗଲେ ରାଷ୍ଟ୍ରପତି, ହେଲିକପ୍ଟର ଚକ ଗାତରେ ପଶିଗଲା

October 22, 2025
ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

October 22, 2025
ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

October 22, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom