• Latest
  • Trending
ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି

Jul-16-2024 01:05 PM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

Oct-22-2025 03:43 PM IST
ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

Oct-22-2025 03:25 PM IST
ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

Oct-22-2025 01:45 PM IST
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-22-2025 10:04 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-22-2025 09:54 AM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

Oct-22-2025 09:39 AM IST

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

Oct-21-2025 07:32 PM IST
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

Oct-21-2025 05:15 PM IST
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

Oct-21-2025 04:38 PM IST
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

Oct-21-2025 04:08 PM IST
  • About
  • Careers
  • Contact Us
Wednesday, October 22, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର,ଦକ୍ଷିଣ ଓଡ଼ିଶାର ଉପକୂଳବର୍ତି ଅଂଚଳରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର

by M M
Jul-16-2024 01:05 PM IST
in ଭିଡ଼ିଓ, ରାଜ୍ୟ
0
ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି  ରହିଛି । ଅନେକ ସ୍ଥାନରେ ବିଜୁଳି ମାରିବା ସଂଭାବନା ଥିବାରୁ ସତର୍କ ରହିବାର ଆବଶ୍ୟକତା ରହିଛି । ଲଗାଣ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ଦକ୍ଷିଣ ଓଡ଼ିଶାର ଉପକୂଳବର୍ତି ଅଂଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର ।  ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉପକୂଳବର୍ତି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨୧ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସଂଭାବନା ରହିଛି । ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଂଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
October 22, 2025, 3:58 PM
 

ENE
Partly cloudy
31°C
1.9 m/s
Apparent: 32°C
Pressure: 1011 mb
Humidity: 93%
Winds: 1.9 m/s ENE
Windgusts: 8 m/s
UV-Index: 0
Precip.: 0mm /18% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

October 22, 2025
ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

October 22, 2025
ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

October 22, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom