• Latest
  • Trending
କାର୍ଯ୍ୟକର୍ତ୍ତାଙ୍କ ଅକ୍ଲାନ୍ତ ପରିଶ୍ରମ ଯୋଗୁଁ ସରକାର ଗଢିଲା ବିଜେପି

କାର୍ଯ୍ୟକର୍ତ୍ତାଙ୍କ ଅକ୍ଲାନ୍ତ ପରିଶ୍ରମ ଯୋଗୁଁ ସରକାର ଗଢିଲା ବିଜେପି

July 20, 2024
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025
  • About
  • Careers
  • Contact Us
Sunday, August 3, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

କାର୍ଯ୍ୟକର୍ତ୍ତାଙ୍କ ଅକ୍ଲାନ୍ତ ପରିଶ୍ରମ ଯୋଗୁଁ ସରକାର ଗଢିଲା ବିଜେପି

by M M
July 20, 2024
in ବଡ଼ ଖବର, ବିଶେଷ
0
କାର୍ଯ୍ୟକର୍ତ୍ତାଙ୍କ ଅକ୍ଲାନ୍ତ ପରିଶ୍ରମ ଯୋଗୁଁ ସରକାର ଗଢିଲା ବିଜେପି
491
SHARES
1.4k
VIEWS
Share on FacebookShare on Twitter

 

ବିଜେପି ଏକାକୀ ସରକାର ଗଠନ କରିବା ପରେ ପୁରୀରେ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି । ସାଧାରଣ ନିର୍ବାଚନରେ ବିଜେପି ୨୧ ରୁ ୨୦ଟି ସାଂସଦ ଜିତିବା ସହ ରାଜ୍ୟରେ ମଧ୍ୟ ପ୍ରଥମ ଥର ପାଇଁ ଏକାକୀ ସରକାର ଗଠନ କରିଛି । ନିର୍ବାଚନ ସମୟରେ କେନ୍ଦ୍ରୀୟ ନେତାମାନେ ନିର୍ବାଚନ ପରିଚାଳନା ଦାୟିତ୍ୱ ନେବା ସହିତ ଓଡିଶାରେ ବିଜେପି ସରକାର ଗଠନ କରିବ ବୋଲି ବିଶ୍ୱାସ ରଖିଥିଲେ । ଏଥିସହ କାର୍ଯ୍ୟକର୍ତାଙ୍କ ପରିଶ୍ରମ ଏବଂ ବିଶ୍ୱାସ ଯୋଗୁଁ ବିଜେପି ସଫଳତା ପାଇଛି ବୋଲି ପୁରୀଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କାର୍ଯ୍ୟକର୍ତା ଓ କେନ୍ଦ୍ରୀୟ ନେତାମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ରାଜ୍ୟ ବିଜେପି କାର୍ଯ୍ୟକର୍ତାଙ୍କ କାମରେ ସନ୍ତୋଷ ପ୍ରକାଶ କରିଛନ୍ତି । ବିଜେପି ସଂକଳ୍ପପତ୍ରରେ ଦେଇଥିବା ପ୍ରତ୍ୟେକ ପ୍ରତିଶ୍ରୁତିକୁ ପାଳନ କରୁଛି । ସରକାର ଗଠନ କରିବାର ମାସକ ଭିତରେ ରତ୍ନଭଣ୍ଡାର ଖୋଲିବା ସହ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା, ଧାନ କୁଇଂଟାଲ ୩୧ଶହ ଟଙ୍କା ଭଳି ନିଷ୍ପତି ନେଇଛନ୍ତି । ଏଥିସହ ୧୦୦ଦିନ ଭିତରେ ସଂକଳ୍ପପତ୍ରର ଦିଆଯାଇଥିବା ପ୍ରତିଶ୍ରୁତିକୁ ପୂରଣ ପାଇଁ ଖସଡା ପ୍ରସ୍ତୁତ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ସରକାର ଏବଂ ଦଳ ଭିତରେ ସମନ୍ୱୟ ଶକ୍ତିଶାଳୀ ହେବ । ଗ୍ରାମାଚଂଳ ଓ ସହରାଚଂଳରେ ସଙ୍ଗଠନ ମଜବୁତ କରିବା ପାଇଁ ଆହ୍ୱାନ କଲେ ଶ୍ରୀ ସାମଲ ।
ଯୁବକ, ମହିଳା, ଗରିବ ଏବଂ କୃଷକମାନଙ୍କୁ ଗୁରୁତ୍ୱ ଦେଇ କାମ କରିବାକୁ ପରାମର୍ଶ ଦେଇଛନ୍ତି । ଦାଦନ ସମସ୍ୟା ଦୂର କରିବା ପାଇଁ ଯୋଜନା ପ୍ରସ୍ତୁତ ହେବ । ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ, ଶିକ୍ଷକ ନିଯୁକ୍ତି କରାଯିବ । ଲୋକଙ୍କ ସମସ୍ୟା ଦୂର କରିବା ଦିଗରେ ନିର୍ବାଚିତ ପ୍ରତିନିଧିମାନଙ୍କ ସହ ସବୁବେଳେ ଦଳ ରହିବ । ମନ୍ତ୍ରୀମାନେ ଭଲ କାମ କରୁଛନ୍ତି । କାର୍ଯ୍ୟକାରୀ କମିଟି ସବୁ ମନ୍ତ୍ରୀମାନଙ୍କୁ ଧନ୍ୟବାଦ ଦେଇଛନ୍ତି । ଯିଏ ଦୁର୍ନୀତି କରିବ ତାର ଦଣ୍ଡ ସୁନିଶ୍ଚିତ । ଆଇନର ଉର୍ଦ୍ଧ୍ୱରେ କେହି ନାହାନ୍ତି । ଯିଏ ଓଡ଼ିଶାରେ ଦୁର୍ନୀତି କରିବ ତା ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ସାମଲ କହିଛନ୍ତି ।

 

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025

Weather

Bhubaneswar
August 3, 2025, 11:38 am
 

S
Partly cloudy
31°C
2.6 m/s
Apparent: 36°C
Pressure: 1004 mb
Humidity: 94%
Winds: 2.6 m/s S
Windgusts: 6.9 m/s
UV-Index: 0
Precip.: 2.5mm /80% / Rain
Sunrise: 5:22 am
Sunset: 6:23 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom