• Latest
  • Trending
ଶଙ୍ଖ ଭବନ’ ନିର୍ମାଣ ଅଭିଯୋଗର ତଦନ୍ତ ହେବ କାହିଁକି କହିଲେ ମନ୍ତ୍ରୀ

ଶଙ୍ଖ ଭବନ’ ନିର୍ମାଣ ଅଭିଯୋଗର ତଦନ୍ତ ହେବ କାହିଁକି କହିଲେ ମନ୍ତ୍ରୀ

Jul-20-2024 07:15 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଶଙ୍ଖ ଭବନ’ ନିର୍ମାଣ ଅଭିଯୋଗର ତଦନ୍ତ ହେବ କାହିଁକି କହିଲେ ମନ୍ତ୍ରୀ

by M M
Jul-20-2024 07:15 PM IST
in ବଡ଼ ଖବର, ବିଶେଷ, ମୁଖ୍ୟ ଖବର, ରାଜନୀତି, ରାଜ୍ୟ
0
ଶଙ୍ଖ ଭବନ’ ନିର୍ମାଣ ଅଭିଯୋଗର ତଦନ୍ତ ହେବ କାହିଁକି କହିଲେ ମନ୍ତ୍ରୀ
491
SHARES
1.4k
VIEWS
Share on FacebookShare on Twitter

ପୁରୀ: ବିଜେଡିର ପାର୍ଟି ଅଫିସ୍ ‘ଶଙ୍ଖ ଭବନ’କୁ ନେଇ ବିବାଦ ସୃଷ୍ଟି ହୋଇଛି । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଏହାର ତଦନ୍ତ ହେବ। ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗର ଉତ୍ତର ରଖିଛନ୍ତି ମନ୍ତ୍ରୀ।  ମନ୍ତ୍ରୀଙ୍କ କହିବା କଥା ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରାଯାଇଛି । ତେଣୁ ଶଙ୍ଖ ଭବନ ବେଆଇନ ଭାବେ ନିର୍ମାଣ ହୋଇଛି   । ସବୁ ନିୟମ କାନୁନକୁ ମୋଡ଼ି ମକଚି ଏହି ଜାଗାକୁ ସରକାରଙ୍କଠାରୁ କମ ଦରରେ କିଣାଯାଇଥିବା କୁହାଯାଇଛି ।

୪ଟି ପ୍ଲଟକୁ ମିଶାଇ ୧ ଏକର ୧୮୩ ଡିସିମିଲି ଜାଗା ଉପରେ ନିର୍ମାଣ ହୋଇଛି ଶଙ୍ଖ ଭବନ। ସେଗୁଡ଼ିକ ହେଉଛି ଗଙ୍ଗନଗର ମୌଜାର ପ୍ଲଟ୍ ନଂ ୭୯୭, ପ୍ଲଟ୍ ନଂ ୮୦୦, ପ୍ଲଟ୍ ନଂ ୭୯୭/୮୪୯ ଏବଂ ପ୍ଲଟ୍ ନଂ ୭୯୮। ପ୍ରଥମ ତିନୋଟି ପ୍ଲଟର କିସମ ଘରବାଡ଼ି ଥିଲା, ଆଉ ଚତୁର୍ଥ ପ୍ଲଟ୍ ଅର୍ଥାତ୍ ୭୯୮ଜାଗାର କିସମ ହେଉଛି ରୋଡ୍ ବା ସଡ଼କ। ଏହି ଜାଗାକୁ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ଆବେଦନକାରୀ ବିଜେଡିକୁ ଲିଜ୍ ସୂତ୍ରରେ ଦେଇଛନ୍ତି। ଏହାର କିସମ ପରିବର୍ତ୍ତନ ହୋଇପାରିବ ନାହିଁ ବୋଲି ଲିଜ୍ ଡିଲରେ ସ୍ପଷ୍ଟ ଭାବରେ ଉଲ୍ଲେଖ କରାଯାଇଛି। ଏକ ପ୍ରାଇଭେଟ୍ ପାର୍ଟି ବା ବିଜେଡି ଦଳକୁ ସାଧାରଣ ଜନତାଙ୍କ ବ୍ୟବହାର ପାଇଁ ଉଦ୍ଦିଷ୍ଟ ସଡ଼କ ଉପରେ ଘର ନିର୍ମାଣ ପାଇଁ ଅନୁମତି ଦିଆଯାଇଛି। ତେଣୁ ଏହାର ତଦନ୍ତ ହେବ ବୋଲି କହିଛନ୍ତି ଶ୍ରୀ ପୂଜାରୀ ।

Tags: bjdbjpnaveennewsnewsroomodishapolitics
Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 4:25 AM
 
NNE
Overcast
18°C
0.7 m/s
Apparent: 23°C
Pressure: 1018 mb
Humidity: 88%
Winds: 0.7 m/s NNE
Windgusts: 6.5 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom