• Latest
  • Trending
୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ସ୍ୱପ୍ନ ପୂରଣ ହେବ

୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ସ୍ୱପ୍ନ ପୂରଣ ହେବ

Jul-22-2024 03:56 PM IST
ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

Oct-23-2025 04:44 PM IST
ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

Oct-23-2025 01:04 PM IST
ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

Oct-23-2025 12:37 PM IST
ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

Oct-23-2025 12:26 PM IST
କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

Oct-23-2025 12:03 PM IST
ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

Oct-23-2025 11:07 AM IST
ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

Oct-23-2025 09:49 AM IST
ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା

ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା

Oct-23-2025 09:39 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-23-2025 09:15 AM IST

ଏସ୍‌ଆଇ ପରୀକ୍ଷା ସ୍କାମ୍ : ସିବିଆଇକୁ ମାମଲା ହସ୍ତାନ୍ତର କଲେ ରାଜ୍ୟ ସରକାର

Oct-22-2025 08:01 PM IST
  • About
  • Careers
  • Contact Us
Thursday, October 23, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ସ୍ୱପ୍ନ ପୂରଣ ହେବ

by M M
Jul-22-2024 03:56 PM IST
in ଭିଡ଼ିଓ, ମୁଖ୍ୟ ଖବର, ରାଜ୍ୟ
0
୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ସ୍ୱପ୍ନ ପୂରଣ ହେବ
491
SHARES
1.4k
VIEWS
Share on FacebookShare on Twitter

ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ରାଜ୍ୟପାଳ ରଘୁବର ଦାସଙ୍କ ଅଭିଭାଷଣରୁ ଆରମ୍ଭ ହୋଇଛି ବଜେଟ ଅଧିବେଶନ । ରାଜ୍ୟପାଳ କହିଛନ୍ତି ‘ମୋ ସରକାର ନିରପକ୍ଷତା ସହ କାମ କରିବ । ଯୁବକଙ୍କୁ ରୋଜଗାର ମୋ ସରକାରର ପ୍ରାଥମିକତା । ଯେଉଁ ପ୍ରତିଶ୍ରୁତି ଦିଆଯାଇଛି, ତାହା ପୂରଣ କରାଯିବ । ସରକାର ଗଠନ ହେବା ମାତ୍ରେ କିଛି ପ୍ରତିଶ୍ରୁତି ପୂରଣ ହୋଇଛି । ଜଗନ୍ନାଥ ସଂସ୍କୃତି, ଓଡ଼ିଆ ଅସ୍ମିତା ପାଇଁ କାମ କରିବୁ । କୃଷକଙ୍କ ଉନ୍ନତି ପାଇଁ ସବୁ ପ୍ରକାର ବ୍ୟବସ୍ଥା କରାଯିବ । କୃଷକଙ୍କୁ ସଶକ୍ତ କରିବା ପାଇଁ ପିଏମ୍‍ କିଷାନ ଲାଗୁ କରିବୁ । ମତ୍ସ୍ୟଚାଷ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ । ମୋ ସରକାର ଏକ ବିକଶିତ ଓଡ଼ିଶା ଗଠନ କରିବାକୁ ଚାହୁଁଛି । ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ସ୍ୱପ୍ନ ପୂରଣ କରିବା ଆମ ଲକ୍ଷ୍ୟ । କୃଷକ, ଶ୍ରମିକ, ଜନଜାତି, ଯୁବଶକ୍ତି, ଅନ୍ନ-ଦାତାଙ୍କ ଗୁରୁତ୍ୱ ଦିଆଯିବ । ପ୍ରଯୁକ୍ତି ବିଦ୍ୟା ଜରିଆରେ ଓଡ଼ିଶାକୁ ପୂର୍ବ ଭାରତର ଶକ୍ତିଶାଳୀ ରାଜ୍ୟ କରାଯିବ । ସମୃଦ୍ଧ କୃଷି ନୀତି ପ୍ରଚଳନ କରି କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣିବୁ । ସମୃଦ୍ଧ କୃଷି ନୀତି ପ୍ରଚଳନ କରି କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣିବୁ । ଏହି ନୀତି ଅଧିନରେ ଧାନ କ୍ୱିଣ୍ଟାଲ ପିଛା ୩୧ଶହ ଟଙ୍କା ଦିଆଯିବ । ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ୪୮ଘଣ୍ଟା ମଧ୍ୟରେ ପ୍ରଦାନ କରାଯିବ ।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
October 23, 2025, 5:59 PM
 

E
Mainly clear
29°C
1.2 m/s
Apparent: 31°C
Pressure: 1011 mb
Humidity: 86%
Winds: 1.2 m/s E
Windgusts: 5.6 m/s
UV-Index: 0
Precip.: 0mm /8% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

October 23, 2025
ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

October 23, 2025
ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

October 23, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom