• Latest
  • Trending

ଏହି ଦୁଇଟି ରାଜ୍ୟ ପାଇଁ ବଡ ଘୋଷଣା କରିଛନ୍ତି କେନ୍ଦ୍ର ସରକାର

Jul-23-2024 07:10 PM IST
ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

Dec-13-2025 07:05 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-13-2025 06:34 AM IST
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

Dec-13-2025 06:49 AM IST
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

Dec-12-2025 07:14 AM IST

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

Dec-11-2025 07:38 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

Dec-11-2025 07:10 PM IST
ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

Dec-11-2025 04:33 PM IST
ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

Dec-11-2025 08:36 AM IST
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

Dec-11-2025 07:08 AM IST
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

Dec-11-2025 06:21 AM IST
  • About
  • Careers
  • Contact Us
Saturday, December 13, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଏହି ଦୁଇଟି ରାଜ୍ୟ ପାଇଁ ବଡ ଘୋଷଣା କରିଛନ୍ତି କେନ୍ଦ୍ର ସରକାର

by M M
Jul-23-2024 07:10 PM IST
in ଦେଶ ବିଦେଶ, ବଡ଼ ଖବର, ବିଶେଷ
0
491
SHARES
1.4k
VIEWS
Share on FacebookShare on Twitter

ବଜେଟରେ ଆନ୍ଧ୍ରପ୍ରଦେଶ ଓ ବିହାର ପାଇଛି ଅଧିକ ଅନୁଦାନ । ସ୍ବତନ୍ତ୍ର ପାହ୍ୟା ଦାବି କରୁଥିବା ଏହି ଦୁଇଟି ରାଜ୍ୟକୁ ମୋଦି ସରକାର ଅଧିକ ଅନୁଦାନ ଦେଇ ଖୁସି କରାଇଛନ୍ତି । ଆଜି କେନ୍ଦ୍ରୀୟ ବଜେଟରେ ଏହି ଦୁଇଟି ରାଜ୍ୟ ପାଇଁ ବଡ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି, ଆମ ସରକାର ଆନ୍ଧ୍ର ପ୍ରଦେଶ ପୁନର୍ଗଠନ ଅଧିନିୟମରେ ଦିଆଯାଇଥିବା ପ୍ରତିଶ୍ରୁତିକୁ ପୂରଣ କରିବାକୁ ପ୍ରୟାସ କରିଛନ୍ତି । ରାଜ୍ୟର ପୁଞ୍ଜି ଆବଶ୍ୟକତାକୁ ବୁଝି, ଆମେ ବହୁପକ୍ଷୀୟ ଏଜେନ୍ସି ମାଧ୍ୟମରେ ବିଶେଷ ଆର୍ଥିକ ସହାୟତା ପ୍ରଦାନ କରିବୁ । ଚଳିତ ଆର୍ଥିକ ବର୍ଷରେ ଓ ଭବିଷ୍ୟତରେ ଅତିରିକ୍ତ ପାଣ୍ଠି ସହିତ ୧୫ ହଜାର କୋଟି ଟଙ୍କା ପ୍ରଦାନ କରାଯିବ । ସେହିପରି ଆନ୍ଧ୍ରର ରାଜଧାନୀ ଏବଂ ଏହାର ଭିତ୍ତିଭୂମି ଦୃଢ଼ କରିବା ସହ   ଏଥିପାଇଁ ମୋଟ ୨୬ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆହୁରି କହିଛନ୍ତି ଯେ, ଅମୃତସର-କୋଲକାତା ଶିଳ୍ପ କରିଡରରେ ଆମେ ବିହାରର ଗୟାରେ ଉଦ୍ୟୋଗିକ ବିକାଶକୁ ସମର୍ଥନ ଦେବୁ । ଏହା ପୂର୍ବକ୍ଷେତ୍ରର ବିକାଶକୁ ଗତି ଦେବ । ସଡକ ସମ୍ପର୍କ ପରିଯୋଜନାରେ ପାଟନା-ପୂର୍ଣ୍ଣିଆ ଏକ୍ସପ୍ରେସ୍, ବକ୍ସର-ଭାଗଲପୁର ରାଜମାର୍ଗ ଓ ବୋଧଗୟା-ରାଜଗୀର-ବୈଶାଳୀ-ଦରଭଙ୍ଗାର ବିକାଶ ପାଇଁ ମଧ୍ୟ ଆମେ ସହଯୋଗ କରିବୁ ।ଅନ୍ୟପଟେ ବିହାରରେ ଆଗାମୀ ଦିନରେ ନୂଆ ବିମାନ ବନ୍ଦର, ମେଡିକାଲ କଲେଜ ଓ ଖେଳ ଭିତ୍ତିଭୂମି ନିର୍ମାଣ କରାଯିବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି ।

 

Share196Tweet123
M M

M M

ଆଜିର ପାଗ

Bhubaneswar
December 13, 2025, 12:04 PM
 

NE
Clear sky
26°C
1.6 m/s
Apparent: 16°C
Pressure: 1016 mb
Humidity: 88%
Winds: 1.6 m/s NE
Windgusts: 4.4 m/s
UV-Index: 0
Precip.: 0mm /0% / Rain
Sunrise: 6:13 AM
Sunset: 5:08 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

December 13, 2025
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

December 13, 2025
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom